୯୨ ପଦକ ସହ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କଲା କାନାଡ଼ା । ଏହାପରେ ଚତୁର୍ଥ ସ୍ଥାନରେ ରହିଛି ଭାରତ ।
୧୬ ବର୍ଷ ପରେ ଦେଶକୁ ପଦକ ଆଣିଲେ ମହିଳା ହକି ଟିମ୍
ରାଜ୍ୟଗୋଷ୍ଠୀ କ୍ରୀଡ଼ାର ବକ୍ସିଂରେ ଭାରତକୁ ମିଳିଲା ଦୁଇଟି ସ୍ୱର୍ଣ୍ଣ। ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡ଼ା ଟ୍ରିପଲ୍ ଜମ୍ପରେ ଭାରତକୁ ସ୍ୱର୍ଣ୍ଣ ଜିତିଛି।
୫ ଟିକିଆ ଟି-୨୦ ସିରିଜ୍ରେ ୩ଟି ମ୍ୟାଚ୍ ଜିତି ସିରିଜ୍ କବ୍ଜା । ଚତୁର୍ଥ ମ୍ୟାଚ୍ରେ ୱେଣ୍ଟଇଣ୍ଡିଜ୍କୁ ୫୯ ରନ୍ରେ ହରାଇଲା ଭାରତ ।
୪ଟି ସ୍ୱର୍ଣ୍ଣ, ୩ ରୌପ୍ୟ, ୭ଟି ବ୍ରୋଞ୍ଜ ସହ ମିଳିଲା ମୋଟ ୧୪ ପଦକ । କୁସ୍ତିରେ ୩ଟି ଏବଂ ଟେବୁଲ ଟେନିସ୍ରେ ଗୋଟିଏ ସ୍ୱର୍ଣ୍ଣ । ୫୩ କେଜି ବର୍ଗ ମହିଳା କୁସ୍ତିରେ ଭିନେଶ ଫୋଗଟଙ୍କୁ ସ୍ୱର୍ଣ୍ଣ ।
ଖାଲି ସେତିକି ନୁହେଁ ୫୭ କେଜି ପୁରୁଷ ବର୍ଗରେ ରବି ଦାହିୟାଙ୍କୁ ବି ମିଳିଛି ସ୍ୱର୍ଣ୍ଣ ପଦକ।
ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଷ୍ଟମ ଦିନରେ ଭାରତକୁ ତିନିଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ଦୁଇଟି ବ୍ରୋଞ୍ଜ ପଦକ ମିଳିଛି ।
ଢିଲା ପ୍ୟାଣ୍ଟ୍ ପାଇଁ ରେସ୍ ହାରିଗଲେ ଖେଳାଳି ।
ଭାରତକୁ ଆଉ ଗୋଟିଏ ରୌପ୍ୟ ଓ ୪ଟି ବ୍ରୋଞ୍ଚ ପଦକ ମିଳିଲା
କମନ୍ୱେଲ୍ଥ୍ ଗେମ୍ସରେ ଚଳିତ ବର୍ଷ ଭାରତର ଏକ ମଜଭୁତ୍ ଦଳ ବର୍ମିଂହାମ୍ରେ ପହଞ୍ଚିଛି। ଅନେକ ମହିଳା ଆଥ୍ଲେଟ୍ ମଧ୍ୟ ଏଥିରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ତେବେ ଆସନ୍ତୁ ଏଥିରେ ଜଡିତ ଭାରତୀୟ ମହିଳା ଆଥଲେଟ୍ମାନଙ୍କ ବିଷୟରେ ଜାଣିନେବା।
ଫୁଟବଲ ମ୍ୟାଚ୍ ବେଳେ ଅଭାବନୀୟ ସ୍ଥିତି। ଦୁଇ ଦେଶର ଖେଳାଳିଙ୍କ ମଧ୍ୟରେ ମୁଥ ମରାମତି, ଠେଲାପେଲା ଓ ଧସ୍ତାଧସ୍ତି।
ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଜି ଦୁଇଟି ସ୍ୱର୍ଣ୍ଣ ପଦକ ଓ ଗୋଟିଏ ରୌପ୍ୟ ପଦକ ମିଳିଛି ।
ଏସିଆ କପର ସବୁଠାରୁ ହାଇଭୋଲଟେଜ ମ୍ୟାଚ୍ ଅଗଷ୍ଟ ୨୮ରେ ଖେଳାଯିବ। ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ।
ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇ ଆଜି ସନ୍ଧ୍ୟା ୫ଟା ୧୭ରେ ଓଡ଼ିଆ ଆଥଲେଟ୍ ଦୂତି ଚାନ୍ଦ ଟ୍ରାକରେ ଦୌଡ଼ିବେ। ଭଲ ପ୍ରଦର୍ଶନ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହେବା ଅନେକ ସମ୍ଭାବନା ରହିଛି।
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରୋତ୍ତୋଳନରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ଭାରୋତ୍ତୋଳନର ୭୩ କିଲୋଗ୍ରାମ ବର୍ଗରେ ଅଚିନ୍ତା ଶେଉଳି ଏହି ଗୋଲ୍ଡ ମେଡାଲ ହାସଲ କରିଛନ୍ତି।
୬୭ କେଜି ଭାରୋତ୍ତୋଳନରେ ୩୦୦ କେଜି ଉଠାଇ ଜିତିଲେ ସ୍ୱର୍ଣ୍ଣ
ଗୋଟିଏ ଦିନରେ ହିଁ ଭାରତ ପାଇଛି ୩ ଟି ପଦକ । ସେଥିରେ ଗୋଟିଏ ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ, ଗୋଟିଏ ବ୍ରୋଞ୍ଜ ପଦକ ସାମିଲ ରହିଛି ।
କମନ୍ ୱେଲ୍ଥ ଗେମ୍ସରେ ଏହା ଭାରତକୁ ଦ୍ୱିତୀୟ ପଦକ । ଆଜି ହିଁ ଭାରତକୁ ପ୍ରଥମ ପଦକ ଉପହାର ଦେଇଥିଲେ ସାଗର ସଙ୍କେତ । ସେ ଭାରତ ପାଇଁ ରୌପ୍ୟ ପଦକ ଆଣିଥିଲେ ।
ସ୍ନାଚରେ ୧୧୩ କେଜି ଓ କ୍ଲିନ ଆଣ୍ଡ ଜର୍କରେ ୧୩୫ କିଲୋ ଉଠାଇ ସେ ରୌପ୍ୟ ପଦକ ପାଇଛନ୍ତି ।
ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ଦିନରେ ପ୍ରଥମ ବିଜୟ ହାସଲ କରିଛି ଭାରତ। ଭାରତୀୟ ମହିଳା ଟେବୁଲ ଟେନିସ ଟିମ୍ ଗ୍ରୁପ ବିର ଗୋଟିଏ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୩-୦ରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଡବଲ ଇଭେଣ୍ଟରେ ଭାରତର ମଙ୍ଗ ସମ୍ଭାଳିଥିଲେ ଶ୍ରୀଜା ଅକୁଲା ଓ ରୀତା ଟେନ୍ନିସନ।
ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଭିତରେ ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଉଦ୍ଘାଟିତ...
ବ୍ରିଟେନର ବର୍ମିଂହାମ୍ରେ ହେଉଥିବା ରାଜ୍ୟଗୋଷ୍ଠୀ କ୍ରୀଡାର ଚଳିତ ସଂସ୍କରଣ ଆଉ ମାତ୍ର କେଇ ଘଣ୍ଟା ପରେ ଉଦଘାଟନ ହେବ । ସ୍ଥାନୀୟ ଆଲେକଜଣ୍ଡାର ଷ୍ଟାଡିୟମରେ ଆଜି ଏହି କ୍ରୀଡା ମହାକୁମ୍ଭର ଉଦଘାଟନୀ ସମାରୋହ ଅନୁଷ୍ଠିତ ହେବ ।
ପୁଣି ଥରେ ଟିମ୍ ଇଣ୍ଡିଆର ରେକର୍ଡ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍କୁ କ୍ଲିନ୍ ସୁଇପ୍ କଲା ଭାରତ....
ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ହରାଇ ସିରିଜ ପୋଛିନେଲା ଭାରତ । ୱେଷ୍ଟଇଣ୍ଡିଜକୁ ବିପକ୍ଷ ଦିନିକିଆ ସିରିଜକୁ ୩-୦ରେ ଜିତିଲା ଭାରତ । ଭାରତ ପ୍ରଥମେ ୩୬ ଓଭରରେ ୩ ଓ୍ୱିକେଟ ହରାଇ ୨୨୫ ରନ୍ କରିଥିଲା । ଶୁବମନ ଗିଲ୍ ୯୮ ରନ୍ ଓ ଧଓ୍ୱନ ୫୮ ରନ୍ରେ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ ।
ଆଉ ମାତ୍ର ଦିନକ ପରେ ଇଂଲଣ୍ଡର ବର୍ମିଂହାମରେ ଆରମ୍ଭ ହେବ ରାଜ୍ୟଗୋଷ୍ଠୀ କ୍ରୀଡ଼ା। ତେବେ ଏହା ପୂର୍ବରୁ ଭାରତକୁ ଲାଗିଛି ବହୁତ ବଡ଼ ଝଟକା। ଆହତ କାରଣରୁ ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରୁ ବାଦ ପଡ଼ିଛନ୍ତି ଭାରତର ସୁନା ପୁଅ ନୀରଜ ଚୋପ୍ରା।