ଭୁବନେଶର ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍ରେ ଜାତୀୟ ଜୁନିୟର ଆକ୍ୱାଟିକ ଚାମ୍ପିଅନସିପ ଆରମ୍ଭ ...
୨୪୭ ରନ୍ର ପିଛା କରି ୧୪୬ ରନ୍ରେ ରହିଲା ଭାରତ । ରବିବାରର ତୃତୀୟ ତଥା ଶେଷ ମୁକାବିଲା ହେବ ର୍ନିଣ୍ଣାୟକ ।
କୋହଲିଙ୍କୁ ବାଦ୍ ଦିଆଯାଇଛି ନା ବିଶ୍ରାମ ? ଆହତ କାରଣରୁ ବାଦ୍ ପଡ଼ିଛନ୍ତି କି କୋହଲି ?
ପିଲାଦିନେ କବାଡ଼ି ଖେଳୁଥିବା ଭଗବାନୀ ଦେବୀ କେବେ ଚିନ୍ତା କରିନଥିଲେ ସେ ଦିନେ ଦେଶ ପାଇଁ ଗୌରବ ଆଣିବେ ।
ରୋହିତ ଶର୍ମା ଏମିତି ଏକ ଛକା ମାରିଥିଲେ, ବଲ୍ ଯାଇ ସିଧାସଳଖ ଗ୍ୟାଲେରୀରେ ବସିଥିବା ଜଣେ କୁନି ଝିଅର ଦେହରେ ବାଜିଥିଲା। ଏହାପରେ ସେହି ସମୟରେ ସେଠାରେ ଉପସ୍ଥିତ ଲୋକେ କୁନି ଝିଅ ନିକଟରେ ରୁଣ୍ଡ ହୋଇଯାଇଥିଲେ।
ପ୍ରତିଭା ଆଗରେ ହାର ମାନିଛି ବୟସ । ୯୪ ବର୍ଷରେ ଯାହା କରି ଦେଖାଇଛନ୍ତି ତାହା ଯୂବପିଢ଼ୀଙ୍କୁ ପ୍ରେରଣା ଯୋଗାଇବ ।
ସୂର୍ଯ୍ୟକୁମାର ଯାଦବ ଏହି ଟି -୨୦ରେ ଶତକ ହାସଲ କରିବା ପରେ, ସୋସିଆଲ ମିଡିଆରେ ଏକ ପୁରୁଣା ପୋଷ୍ଟ ଜବରଦସ୍ତ ଭାବେ ଭାଇରାଲ ହେବାରେ ଲାଗିଛି ।
ପୂର୍ବତନ ଅଧିନାୟକ ବିରାଟ କୋହଲି ଅଢ଼େଇ ବର୍ଷରୁ ଊର୍ଦ୍ଧ୍ୱ କାଳ ଧରି ଆନ୍ତର୍ଜାତିକ କ୍ରିକେଟ୍ର କୌଣସି ଫର୍ମାଟ୍ରେ ଶତକ ଲଗାଇ ନାହାନ୍ତି। ଏବେ ଚାରିଆଡ଼େ ତାଙ୍କ ଦୁର୍ବଳ ପ୍ରଦର୍ଶନକୁ ନେଇ ଚର୍ଚ୍ଚା। ଟିମ୍ ଇଣ୍ଡିଆ ଏବେ ଇଂଲଣ୍ଡ ଗସ୍ତରେ ଅଛି। କୁହାଯାଇଛି, ଏହି ଗସ୍ତ କୋହଲିଙ୍କ ଭବିଷ୍ୟତ ନିର୍ଦ୍ଧାରଣ କରିବ।
ଭାରତ-ଇଂଲଣ୍ଡ ଟି୨୦ ସିରିଜ୍ର ପ୍ରଥମ ମ୍ୟାଚ୍ରେ ବଡ଼ ବ୍ୟବଧାନରେ ଟିମ୍ ଇଣ୍ଡିଆ ବିଜୟ ହାସଲ କରିଛି। ପ୍ରଥମେ ଅର୍ଦ୍ଧ ଶତକ ଓ ପରେ ୪ଟି ୱିକେଟ୍ ନେଇ ଘରୋଇ ଟିମ୍କୁ ହାର୍ଦ୍ଦିକ ପାଣ୍ଡିଆ ଧରାଶାୟୀ କରିଛନ୍ତି।
ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ବୁଧବାର ଘୋଷଣା ହୋଇଛି ଟିମ୍ ଇଣ୍ଡିଆ। ତେବେ କେବଳ ତିନିଟି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଟିମ୍ ଘୋଷଣା କରାଯାଇଛି। ଶିଖର ଧୱନଙ୍କୁ ଅଧିନାୟକ ଓ ରବୀନ୍ଦ୍ର ଜାଡ଼େଜାଙ୍କୁ ଉପ-ଅଧିନାୟକ କରାଯାଇଛି।
ସଫଳତାର ସହ ଖେଳ ପ୍ରଦର୍ଶନ କରି ଇଲଂଣ୍ଡ ବିଜୟ ହୋଇଛି । ଇଂଲଣ୍ଡର ଏହି ବିଜୟ ସହ ସିରିଜ ଡ୍ର ରହିଛି ।
ଭାରତ-ଇଂଲଣ୍ତ ଟେଷ୍ଟ ଚତୁର୍ଥ ଦିନର ଅନ୍ତିମ ଅଧିବେଶନ ବେଳେ ଇଂଲଣ୍ଡ ପ୍ରଶଂସକମାନେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିବା ଅଭିଯୋଗ ହୋଇଛି ।
ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ଘରୋଇ ଦଳ ୩ ୱିକେଟରେ ୨୫୯ ରନ୍ ସଂଗ୍ରହ କରି ଭଲ ସ୍ଥିତିରେ ମଧ୍ୟ ରହିଛି ।
ସେ ପୂର୍ବରୁ ସାରା ଓଡ଼ିଶାରେ ୧ ନମ୍ବର ରାଙ୍କରେ ରହିଥିବା ବେଳେ ଏଥର ମଧ୍ୟ ସେ ନିଜର ଶୀର୍ଷ ସ୍ଥାନ ଅକ୍ତିଆର କରି ରଖିଛନ୍ତି ।
ଭୁବନେଶ୍ୱର ସ୍ପୋର୍ଟସ୍ ହଷ୍ଟେଲ୍ରେ ଅଲମ୍ପିଆନ୍ ଦୂତୀ ଚାନ୍ଦଙ୍କୁ ରାଗିଂ କରାଯାଇଥିଲା। ଏଭଳି ଘଟଣା କାହାକୁ କହି ହେଉନଥିଲା କି ସହି ହେଉନଥିଲା ବୋଲି ଦୂତୀ ସୋସିଆଲ୍ ମିଡିଆରେ କମେଣ୍ଟ ଦେଇ ଲେଖିଛନ୍ତି।
ବର୍ମିଂହାମ ଟେଷ୍ଟରେ ରବୀନ୍ଦ୍ର ଜାଡ଼େଜାଙ୍କ ଶତକ ହାସଲ କରିଛନ୍ତି । ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଜାଡେଜାଙ୍କ ଜବରଦସ୍ତ ଶତକ ।
୪୦ ଟଙ୍କା ଖର୍ଚ୍ଚ କରି ଚିକିତ୍ସିତ ହେଉଛନ୍ତି କ୍ୟାପଟେନ୍ କୁଲ୍ ।
ପୁଣି ଥରେ କମାଲ୍ କଲେ ନୀରଜ ଚୋପ୍ରା ।
ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ଟିମ୍ ଇଣ୍ଡିଆ ବିଜୟୀ । ମ୍ୟାଚ୍ ଜିତିବା ସହ ୨-୦ରେ ସିରିଜ୍ ଜିତିଲା ଭାରତ ।
ରଣଜୀ ଟ୍ରଫିରେ ଇତିହାସ ରଚିଲା ମଧ୍ୟପ୍ରଦେଶ....ଫାଇନାଲ୍ରେ ୪୧ ଥରର ଚାମ୍ପିଅନ୍ ମୁମ୍ବାଇକୁ ୬ ୱିକେଟରେ ହରାଇ ପ୍ରଥମ ଟାଇଟଲ୍ ହାସଲ୍ କଲା ଏମ୍ପି ଟିମ୍...
ଇଂଲଣ୍ଡ ଓ ଭାରତ(ENG vs IND) ମଧ୍ୟରେ ଟେଷ୍ଟ୍ ମ୍ୟାଚ୍ ପୁର୍ବରୁ ଟିମ୍ ଇଣ୍ଡିଆକୁ ଝଟ୍କା ଲାଗିପାରେ। ଭାରତୀୟ କ୍ରିକେଟ୍ ଟିମ୍ର ଅଧିନାୟକ ରୋହିତ ଶର୍ମା(Rohit Sharma) କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ବେଲହାରୀ ଗ୍ରାମର ଆଦିବାସୀ ଝିଅ ନାମସି ଜାରିକା । ବାପ ଛେଉଣ୍ଡ ନାମସୀଙ୍କ ପିଲାଟି ଦିନରୁ ଖେଳ ପ୍ରତି ଥିଲା ବେଶ ଆଗ୍ରହ । ବହୁ କଷ୍ଟରେ ହକି ଖେଳ ପ୍ରତି ଆଗ୍ରହ ରଖିଥିବା ନାମସୀ ୨୦୧୪ ମସିହାରେ ରାଉରକେଲା ସ୍ଥିତ ପାନପୋଷ କ୍ରୀଡ଼ା ଛାତ୍ରାବାସରୁ ଆରମ୍ଭ କରିଥିଲେ ଅଭିଯାନ ।
ଆଇପିଏଲ୍ର ପଞ୍ଚଦଶ ସଂସ୍କରଣ ଓ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ଶୃଙ୍ଖଳା ପରେ ପନ୍ତ ଓ ପାଣ୍ଡ୍ୟାଙ୍କ ମଧ୍ୟରେ କିଏ ସବୁ ଦୃଷ୍ଟିରୁ ଅଧିକ ଯୋଗ୍ୟ, ତାହାକୁ ନେଇ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି।
ଦୀପ ଗ୍ରେସ୍ ଏକ୍କାଙ୍କୁ ଭାରତୀୟ ମହିଳା ହକି ଟିମ୍ ର ଉପଅଧିନାୟକ ଭାବେ ଚୟନ କରାଯାଇଛି ।
ଆର୍ଥିକ ବିପର୍ଯୟ ସ୍ଥିତିରେ ଗତି କରୁଛି ଶ୍ରୀଲଙ୍କା । ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ସାହାଯ୍ୟର ହାତ ବଢ଼ାଇଛନ୍ତି ୱାର୍ଲ୍ଡ କପ୍ ବିଜୟୀ କ୍ରିକେଟର ରୋଶନ ମହାନାମା ।