ଭୁବନେଶ୍ୱର କୁମାରଙ୍କୁ ପ୍ଲେୟାର ଅଫ୍ ଦ ସିରିଜ୍ ପୁରସ୍କାର ।
ଆଜି ବେଙ୍ଗଲୁରୁରେ ଖେଳାଯିବା ଭାରତ-ଦକ୍ଷିଣ ଆଫ୍ରିକା ଟି-20 ସିରିଜର ଫାଇନାଲ ମ୍ୟାଚ୍ ।
ଆଭେସ ଖାନ୍ଙ୍କ ଫାଷ୍ଟ ବୋଲିଂ ଆଗରେ ଗୋଟିଏ ପରେ ଗୋଟିଏ ଖେଳାଳୀ ପାଭିଲିୟନ୍ ଫେରିଥିଲେ।
ହଂକଂ ବିପକ୍ଷରେ ଗୋଟିଏ ଗୋଲ ଦେଇ ସୁନୀଲ ଛେତ୍ରୀ ବିଶ୍ୱର ଶ୍ରେଷ୍ଠ ୫ଜଣ ଗୋଲ ସ୍କୋରର୍ଙ୍କ ତାଲିକାରେ ତାଙ୍କ ନାଁକୁ ସାମିଲ କରିଛନ୍ତି । ବି
ପ୍ରାୟ ୪୮ ହଜାର ଦର୍ଶକ ଷ୍ଟାଡିୟମରେ ରହି ଭାରତୀୟ ଟିମକୁ ସମର୍ଥନ କରିଥିଲେ
ଭାରତ ପାଇଁ ଆଜି କର ବା ମର ସ୍ଥିତି । ଏଣେ ଆଜିର ମ୍ୟାଚ୍ ଜିତି ସିରିଜ ହାତେଇବାକୁ ଚେଷ୍ଟା କରିବ ଭ୍ରମଣକାରୀ ଦଳ ।
ବାରବାଟୀ ମ୍ୟାଚ୍ରେ ଟିକେଟ୍ ନପାଇ ହଜାର ହଜାର ଦର୍ଶକ ନିରାଶ ହୋଇଥିବାବେଳେ ନକଲି ପାସ୍ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି କରାଯାଇଥିବା ଅଭିଯୋଗ ହୋଇଛି ।
ବିଜୟ ସହ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜକୁ କମବ୍ୟାକ କରିଛି ଟିମ୍ ଇଣ୍ଡିଆ। ଦିଲ୍ଲୀ ଓ କଟକରେ ହାରିଥିବା ଋଷଭ ପନ୍ତଙ୍କ ଟିମ୍ ଇଣ୍ଡିଆ ଆଜି ବିଶାଖାପଟନମରେ ବିଜୟ ବାନା ଉଡ଼ାଇଛି।
୧୪୯ ରନ୍ର ଟାର୍ଗେଟ୍ ରଖିଥିଲା ଭାରତ
ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା ଭାରତ।
ପ୍ରଥମ ଟି-୨୦ ଟିମ୍କୁ ବାରବାଟୀରେ ରିପିଟ୍ କରିଛି ଭାରତ
ଆଜି କଟକ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଟକ୍କର ହେବ । ଏନେଇ ଗତକାଲି ବାରବାଟୀରେ ଖେଳାଳିମାନେ ପ୍ରାକ୍ଟିସ୍ କରୁଥିଲେ । ମ୍ୟାଚ୍ ପାଇଁ ଖେଳିମାନେ କିପରି ଅଭ୍ୟାସ କରୁଥିଲେ ଦେଖନ୍ତୁ ।
ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ସିରିଜର ଦ୍ୱିତୀୟ ଟି-୨୦କୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ।
ବାରବାଟୀରେ ବିଗ୍ ଫାଇଟ୍ । ବିଶ୍ୱର ଦୁଇଟି ବଡ ଟିମ୍ ମଧ୍ୟରେ ହେବ ବଡ ଲଢେଇ । ହାଇଭୋଲଟେଜ୍ ମ୍ୟାଚ୍ ପାଇଁ ପ୍ରସ୍ତୁତ ବାରବାଟୀ ଷ୍ଟାଡିୟମ୍ । ମେନ୍ ଇନ୍ ବ୍ଲୁ ଏବଂ ପ୍ରୋଟିଆଜ୍ ମଧ୍ୟରେ ହେବ ଟକ୍କର ।
ଆଜି ପୋଲିସ ଡିଜି, ଟୁଇନି ସିଟି ପୋଲିସ କମିଶନର ଓ ଡିସିପି ବାରବାଟୀ ଯାଇ ବହୁସ୍ତରୀୟ କଡ଼ା ସୁରକ୍ଷା ବ୍ୟବସ୍ଥାର ତନ୍ନ ତନ୍ନ ଯାଞ୍ଚ୍ କରିଛନ୍ତି ।
କଡ଼ା ସୁରକ୍ଷା ମଧ୍ୟରେ ୨ଟି ସ୍ୱତନ୍ତ୍ର ବସ୍ରେ କଟକ ଯାତ୍ରା
ବାରବାଟୀରେ ମ୍ୟାଚ୍ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ପ୍ରେସ୍ମିଟ୍ରେ କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଷ୍ଟାଡିୟମ ଭିତରକୁ ପାଣି ବୋତଲ ଓ ବାହାର ଖାଦ୍ୟ ନେଇପାରିବେ ନାହିଁ।
ଷ୍ଟାର୍ ପ୍ଲେୟାରଙ୍କୁ ପାଖରୁ ଦେଖିବାକୁ ରାଜଧାନୀରେ ଫ୍ୟାନଙ୍କ ଜବରଦସ୍ତ ଭିଡ଼ । ଭୁବନେଶ୍ୱର ବିମାନବନ୍ଦର ବାହାରେ ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିଲେ ଶହ ଶହ କ୍ରିକେଟପ୍ରେମୀ । କେତେବେଳେ ଟିମ୍ ଇଣ୍ଡିଆର ସଦସ୍ୟ ପହଞ୍ଚିବେ ଅପେକ୍ଷା କରି ରହିଥିଲେ ଫ୍ୟାନ୍ସ ।
ଷ୍ଟାର୍ ପ୍ଲେୟାରଙ୍କୁ ପାଖରୁ ଦେଖିବାକୁ ରାଜଧାନୀରେ ଫ୍ୟାନଙ୍କ ଜବରଦସ୍ତ ଭିଡ଼ । ଭୁବନେଶ୍ୱର ବିମାନବନ୍ଦର ବାହାରେ ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିଲେ ଶହ ଶହ କ୍ରିକେଟପ୍ରେମୀ ।
ରବିବାର ବାରବାଟୀରେ ମହାଲଢ଼େଇ। କାଲି ପଡ଼ଇାରେ ଝାଳ ବୁହାଇବେ ଦୁଇ ଦଳର ଖେଳାଳି। ହୋଟେଲରୁ ବାରବାଟୀ ଯାଏଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ…
ପାରମ୍ପରିକ ଯୋଡ଼ି ଶଙ୍ଖ, ଢୋଲ ମହୁରୀ ଓ ଘୋଡ଼ାନାଚ ତାଳେ ତାଳେ ଦିଆଯାଇଥିଲା ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ।
ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ସିରିଜର ଦ୍ୱିତୀୟ ମ୍ୟାଚ୍ ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ ବାରବାଟୀ ପଡ଼ିଆ । ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ଏବଂ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବାକୁ ଆକର୍ଷଣୀୟ ରୂପରେ ସଜେଇ ହୋଇଛି ଗ୍ରାଉଣ୍ଡ ।
୧୨ରେ ବାରବାଟୀରେ ଭାରତ-ଦ.ଆଫ୍ରିକା ୨ୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳାଯିବ ।
ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20 ମ୍ୟାଚ୍ ଖେଳାଯିବ। ଏଥିପାଇଁ ଆଜି ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି ପହଞ୍ଚିଛନ୍ତି।