ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଜୁନ୍ ୧ରୁ ଟିକେଟ ବିକ୍ରି ଆରମ୍ଭ ହେବ। ଓସିଏ ସଂପାଦକ ସଞ୍ଜୟ ବେହେରା ଏହି ସୂଚନା ଦେଇଛନ୍ତି।
ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣପଦକ ଜିତିବାରେ ଜରିନ୍ ଭାରତର ପଂଚମ ମହିଳା ଖେଳାଳି । ତେଲେଙ୍ଗାନା ନିଜାମବାଦର ଏହି ବକ୍ସର ପୂର୍ବରୁ ଜୁନିଅର୍ ୟୁଥ୍ ୱାର୍ଲଡ ଚାମ୍ଫିଅନ୍ ରହିସାରିଛନ୍ତି ।
ଗୁଜୁରାଟ ଟାଇଟାନ୍ସର ମାଥ୍ୟୁ ୱେଡଙ୍କୁ ଆଉଟ୍ ଦିଆଯିବାରୁ ସେ ଅତ୍ୟନ୍ତ କ୍ରୋଧିତ ହୋଇଯାଇଥିଲେ । ଡ୍ରେସିଂ ରୁମରେ ପହଞ୍ଚି ସେ ଭଙ୍ଗାରୁଜା କରିଥିଲେ ।
ରୋହିଦାସଙ୍କ ସହ ଓଡ଼ିଶାର ଶିଳାନନ୍ଦ ଲାକ୍ରା ବି ଦଳରେ ସାମିଲ ହୋଇଛନ୍ତି ।
ବାରବାଟୀର ହେବ ନବକଳେବର । ଏଥିପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) । ଆସନ୍ତା ଜୁନ୍ ୧୨ତାରିଖରେ ଏଠାରେ ଆୟୋଜିତ ହେବାକୁ ଥିବା ଏହି ଟି -୨୦ ମୁକାବିଲା ପୂର୍ବରୁ ସମସ୍ତ କାମକୁ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛି ଓସିଏ ।
ବାରବାଟୀର ନବକଳେବର ଦାୟିତ୍ୱ ଗୁଜୁରାଟ ମୋଟେରା ଠାରେ ତିଆରି ହୋଇଥିବା ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଡିଜାଇନ କରିଥିବା ସଂସ୍ଥାକୁ ଦେଇଛି ଓସିଏ ।
ଆଇପିଏଲ୍ ୨୦୨୨ ର ୬୬ ତମ ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ କୋଲକାତା ନାଇଟ୍ ରାଇଡର୍ସ ଓ ଲକ୍ଷ୍ନୌ ସୁପର ଜାଏଣ୍ଟସ । କୋଲକାତା ନାଇଟ ରାଇଡର୍ସକୁ ୨ ରନରେ ହରାଇ ଜବଦସ୍ତ ବିଜୟ ହାସଲ କରିଛି ଲକ୍ଷ୍ନୌ ।
ଚଳିତ ଆଇପିଏଲ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚି ଯାଇଛି। ଡିୱାଇ ପାଟିଲ ଷ୍ଟାଡିୟମରେ ଆଜି ଲିଗ୍ ଷ୍ଟେଜରେ ନିଜ ନିଜର ଶେଷ ମ୍ୟାଚ୍ ଖେଳିବାକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ଓ କୋଲକାତା ନାଇଟ ରାଇଡର୍ସ ମୈଦାନକୁ ଓହ୍ଲାଇଛନ୍ତି।
ୱାଙ୍ଖଡେରେ ଗର୍ଜିଛି ରାହୁଲ ତ୍ରିପାଠୀଙ୍କ ବ୍ୟାଟ। ତାଙ୍କର ବିସ୍ଫୋରକ ୭୬ ରନ ଇନିଂସ୍ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବଡ଼ ସ୍କୋଡ଼ର କରିପାରିଛି ସନରାଇଜର୍ସ ହାଇଦ୍ରାବାଦ। ପ୍ଲେ ଅଫ ଦୃଷ୍ଟିରୁ ହାଇଦ୍ରାବାଦ ପାଇଁ ଆଜିର ମ୍ୟାଚ୍ କର ବା ମର ସ୍ଥିତି।
ଆଇପିଏଲ୍ରେ ବର୍ତ୍ତମାନ ପ୍ଲେ ଅଫ୍ରେ ସାମିଲ ହେବା ପାଇଁ ସବୁ ଟିମ୍ ଜୋର୍ ଲଗାଉଥିବାର ଦେଖିବାକୁ ମିଳିଛି । ତେବେ ଆଜି ମ୍ୟାଚ୍ଟି ଦିଲ୍ଲୀ ଓ ପଞ୍ଜାବ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ ।
‘ଭାଇ,ବହୁତ ଶୀଘ୍ର ତୁମେ ଆମ୍ଭମାନଙ୍କୁ ଛାଡ଼ି ଚାଲିଗଲ। ତୁମ ଯିବା ଦୁଃଖରେ ମୋ ହୃଦୟ ଭାଙ୍ଗି ପଡ଼ିଛି। ମୁଁ ସବୁବେଳେ ତୁମକୁ ବହୁତ ଭଲ ପାଉଥିଲି ଓ ପାଇବି’। ସାଇମଣ୍ଡସ୍ଙ୍କ ଯିବା ଦୁଃଖରେ ଭାଙ୍ଗି ପଡ଼ିଲେ ଭଉଣୀ
ବ୍ୟାଡମିଣ୍ଟନ ଜଗତର ସବୁଠୁ ବଡ଼ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଥୋମାସ୍ କପକୁ ବିଶ୍ୱ ପୁରୁଷ ଟିମ୍ ଚାମ୍ପିୟନସିପ୍ ବୋଲି ମଧ୍ୟ କୁହାଯାଏ । ୧୯୪୮-୪୯ରୁ ଏହା ପ୍ରତି ୩ ବର୍ଷରେ ଖେଳାଯାଉଥିବା ବେଳେ ୧୯୮୨ରୁ ପ୍ରତି ୨ ବର୍ଷରେ ଖେଳାଯାଉଛି
ଥୋମାସ କପରେ ଭାରତକୁ ଐତିହାସିକ ଟାଇଟଲ୍
କାର୍ ଦୁର୍ଘଟଣାରେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ଙ୍କ ବିୟୋଗ ହୋଇଛି । ହେଲେ ମୃତ୍ୟୁ ପୂର୍ବରୁ ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ନିଜ ଏବଂ ନିଜ ବନ୍ଧୁଙ୍କୁ ନେଇ କିଛି ଏମିତି କହିଥିଲେ...
ମହାନ କ୍ରିକେଟରଙ୍କ ବିୟୋଗ କ୍ରିକେଟ ଜଗତ ପାଇଁ ବି ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି ।
ସାଇମଣ୍ଡସ୍ ତାଙ୍କ କ୍ୟାରିୟରରେ ୨୬ଟି ଟେଷ୍ଟ, ୧୯୮ଟି ଦିନିକିଆ ଏବଂ ୧୪ଟି-୨୦ ମ୍ୟାଚ୍ ଖେଳିଛନ୍ତି । ଟେଷ୍ଟରେ ୧୪୬୨ ରନ୍ କରିଥିବା ବେଳେ ଦିନିକିଆରେ ୫୦୮୮ ରନ୍ ଏବଂ ଟି -୨୦ରେ ୩୩୩ ରନ୍ କରିଛନ୍ତି ।
ଅଷ୍ଟ୍ରେଲିଆ ପାଇଁ ୨୬ ଟେଷ୍ଟ, ୧୯୮ ଦିନିକିଆ ଓ ୧୪ ଟି-ଟ୍ୱେଣ୍ଟି ଖେଳିଥିଲେ ସାଇମଣ୍ଡସ୍ ।
ପୁଣେର ଏମସିଏ ଷ୍ଟାଡିୟମରେ କେକେଆର୍ ଓ ହାଇଦ୍ରାବାଦ ମଧ୍ୟରେ ମ୍ୟାଚ୍ ଖେଳାଯିବ । ଟସ୍ ଜିତି କେକେଆର୍ ବ୍ୟାଟିଂର ନିଷ୍ପତ୍ତି ନେଇଛି ।
ନିକଟରେ ଧାୱନ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ ସାଥି ଖେଳାଳି କୈଗିସୋ ରବାଡା ତାଙ୍କୁ ଗୋଇଠା ମାରୁଥିବା ଦେଖାଯାଇଛି ।
ଆଇପିଏଲ୍ ମ୍ୟାଚ୍ର ପ୍ଲେ ଅଫ୍ ରେସ୍ରୁ ବାଦ ପଡିଥିବା ଚେନ୍ନାଇ ସୁପର୍ କିଙ୍ଗ୍ସ ଓ ପ୍ଲେ ଅଫ୍ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଗୁଜୁରାଟ ଟାଇଟନ୍ସ ମଧ୍ୟରେ ମୁହାଁମୁହିଁ ହେବ। ଏଠାରେ CSKର ଚେଷ୍ଟା କେବଳ ସମ୍ମାନ ବଞ୍ଚାଇବା ପାଇଁ। ଅନ୍ୟପକ୍ଷରେ ଗୁଜୁରାଟ ଶୀର୍ଷ ୨ରେ ନିଜର ସ୍ଥାନକୁ ପକ୍କା କରିବାକୁ ଚେଷ୍ଟା କରୁଛି।
ଏହି ମ୍ୟାଚରେ ରଜତ ପାଟିଦାର ୨୧ଟି ବଲରେ ୨୬ ରନ୍ ସଂଗ୍ରହ କରିଥିଲେ। ଏଥିରେ ତାଙ୍କର ଦୁଇଟି ଲମ୍ବା ଛକା ମଧ୍ୟ ସାମିଲ ଅଛି । ତାଙ୍କର ଗୋଟିଏ ଛକା ଏକ ଦୁର୍ଘଟଣାକୁ ଅଳ୍ପକେ ଏଡାଇ ଯାଇଥିଲା ।
ଥୋମାସ କପ୍ରେ ଭାରତର ପୁରୁଷ ବ୍ୟାଡମିଣ୍ଟନ ଟିମ୍ ଇତିହାସ ରଚିଛି। ପ୍ରଥମଥର ପାଇଁ ଟିମ୍ ଇଣ୍ଡିଆ ଫାଇନାଲରେ ପହଞ୍ଚିଛି।
ଆଇପିଏଲର ଦୁଇଟି ସଫଳ ଟିମ୍ କୁହାଯାଉଥିବା ମୁମ୍ବାଇ ଓ ଚେନ୍ନାଇ ଟୁର୍ନାମେଣ୍ଟର ପ୍ଲେ ଅଫ୍ ଦୌଡରୁ ଦୂରେଇ ଯାଇଛନ୍ତି । ମୁମ୍ବାଇ ଇଣ୍ଡିଆନ୍ସର ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁଁ ଲୋ-ସ୍କୋରିଂ ମ୍ୟାଚରେ ରୋମାଞ୍ଚକ ଭାବେ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ ୱିକେଟରେ ପରାସ୍ତ କରିଛି।
ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୫୮ତମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ । ତେବେ ଦିଲ୍ଲୀ ଏହି ମ୍ୟାଚ୍କୁ ୮ ୱିକେଟ୍ରେ ଜିତିଯାଇଛି ।
ଚଳିତ ଆଇପିଏଲରେ ବିଜୟ ପାଇଁ ସଂଘର୍ଷ କରୁଥିବା ଚେନ୍ନାଇ ସୁପର କିଙ୍ଗସକୁ ବଡ଼ ଝଟକା ଲାଗିଛି। ଦଳର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏବେ ଆହତ ସମସ୍ୟା ଯୋଗୁ ପୂରା ଆଇପିଏଲରୁ ବାଦ ପଡ଼ିଛନ୍ତି। ଆସନ୍ତାକାଲି ଦଳ ଚୀର ପ୍ରତିଦ୍ୱନ୍ଦ୍ୱୀ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ଏହା ପୂର୍ବରୁ ହିଁ ଜାଡେଜା ଆଇପିଏଲରୁ ଆଉଟ ହୋଇଛନ୍ତି।