• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Sports Updates

bmc
ନମ୍ବର ୱାନ୍‌ ସ୍ଥାନ ହରାଇଲେ ବୁମ୍ରା

ଦୁବାଇ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରେ ୱିକେଟଲେସ ରହିବା ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରାଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ଆଇସିସି ଦିନିକିଆ ବୋଲିଂ ରାଙ୍କିଙ୍ଗର ଶୀର୍ଷ ସ୍ଥାନରୁ ବୁମ୍ରା ତଳକୁ ଖସିଯାଇଛନ୍ତି। ଦୀର୍ଘ ଦିନ ହେଲାଣି ନିଜର ବୋଲିଂ ଦକ୍ଷତା ପାଇଁ ବୁମ୍ରା ଆଇସିସି ବୋଲିଂ ରାଙ୍କିଙ୍ଗର ଏକ ନମ୍ବର ସ୍ଥାନରେ ରହିଥିଲେ। ହେଲେ ଏବେ ତାଙ୍କୁ ତଳକୁ ଖସିବାକୁ ପଡ଼ିଛି। ଅନ୍ୟପକ୍ଷରେ ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ପୂର୍ବଭଳି ଦିନିକିଆ ବ୍ୟାଟିଂ […]

  • Saturday, 24 July 2021
ausreia
ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ସନ୍ନ୍ୟାସ ନେବା ନେଇ ସୂଚନା ଦେଲେ ଏହି ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍

ସିଡନୀ: ଅଷ୍ଟ୍ରେଲିଆର ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ୱାର୍ଣ୍ଣର୍ ଅନ୍ତର୍ଜାତୀୟ ଟି–୨୦ କ୍ରିକେଟରୁ ସନ୍ନ୍ୟାସ ନେବା ପାଇଁ ସଙ୍କେତ ଦେଇଛନ୍ତି। ୱାର୍ଣ୍ଣର୍ କହିଛନ୍ତି, ସେ ଟେଷ୍ଟ ଓ ଦିନିକିଆ କ୍ୟାରିୟରକୁ ଆଗକୁ ବଢ଼ାଇବା ସହ ନିଜ ପରିବାର ସହ ଅଧିକ ସମୟ ବିତାଇବା ପାଇଁ ଆଗାମୀ କିଛି ବର୍ଷ ଭିତରେ ଟି–୨୦ କ୍ରିକେଟକୁ ଅଲବିଦା କହିପାରନ୍ତି। କ୍ରିକେଟ୍ ଅଷ୍ଟ୍ରେଲିଆର ବର୍ଷର ସର୍ବଶ୍ରେଷ୍ଠ କ୍ରିକେଟର୍ ଭାବେ ଆଲାନ୍ ବର୍ଡର ପଦକ ଜିତିବା ପରେ ୱାର୍ଣ୍ଣର ଭାବବିହ୍ୱଳ ହୋଇପଡ଼ିଥିଲେ। ୨୦୧୮ରେ […]

  • Saturday, 24 July 2021
crk
ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ୍: ବାଂଲାଦେଶ ଲଢ଼ୁଆ ବୋଲିଂରେ ମାତ୍ର ୧୭୭ ରନ୍ କଲା ଭାରତ

ପୋଚେଫଷ୍ଟ୍ରୁମ୍‌: ଅଣ୍ଡର-୧୯ ବିଶ୍ୱକପ୍‌ ଫାଇନାଲ୍‌ରେ ବାଂଲାଦେଶର ଲଢ଼ୁଆ ବୋଲିଂକୁ ସାମ୍ନା କରିପାରିଲାନି ଭାରତ। କେବଳ ଯଶସ୍ୱୀ ଜୈଶ୍ୱାଲ୍‌ ଲଢ଼ୁଆ ଇନିଂସ ଖେଳି ୮୮ ରନ୍‌ର ବଡ଼ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ତାଙ୍କ ବ୍ୟତୀତ ଅନ୍ୟ କୌଣସି ଖେଳାଳି ବଡ଼ ସ୍କୋର୍‌ କରିପାରି ନଥିଲେ। ଚଳିତ ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ୍ ମ୍ୟାଚରେ ଭାରତ ଓ ବାଂଲାଦେଶ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ଯଶସ୍ୱୀ ଜୈଶ୍ୱାଲଙ୍କ ଲଢ଼ୁଆ ଇନିଂସ୍ ସତ୍ତ୍ୱେ ଭାରତ ବାଂଲାଦେଶ ବୋଲରଙ୍କୁ ସାମ୍ନା କରିନପାରି […]

  • Saturday, 24 July 2021
alisha-pert
ଚ୍ୟାଲେଞ୍ଜ୍‌ ସାମ୍ନା କରିବାକୁ ପଡ଼ିଆକୁ ଓହ୍ଲାଇଲେ ସଚିନ୍‌: ପ୍ରଥମ ବଲ୍‌ରେ ଚୌକା ମାରିଲେ

ମେଲ୍‌ବର୍ଣ୍ଣ: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍ ଅଲ୍‌ରାଉଣ୍ଡର୍‌ ଆଲିଶ ପେରୀଙ୍କ ଚ୍ୟାଲେଞ୍ଜ୍‌ ପାଇ ଦୀର୍ଘ ସାଢ଼େ ୫ ବର୍ଷ ପରେ ପୁଣିଥରେ ପଡ଼ିଆକୁ ଓହ୍ଲାଇଲେ କ୍ରିକେଟ୍‌ ଗଡ୍‌ ସଚିନ୍ ତେନ୍ଦୁଲକର। ଡାକ୍ତରଙ୍କ ବାରଣ ସତ୍ତ୍ୱେ ବ୍ୟାଟିଂ ଆହ୍ୱାନ୍‌କୁ ସ୍ୱୀକାର କରିବା ସହିତ ପେରୀଙ୍କ ପ୍ରଥମ ବଲ୍‌ରେ ହିଁ ୪ ମାରିଥିଲେ ସଚିନ୍। ପୂରା ଘଟଣା ଥିଲା ଏମିତି… ଜଙ୍ଗଲ ନିଆଁରେ ଭୟଙ୍କର ଭାବେ କ୍ଷତିଗ୍ରସ୍ତ ହୋଇଥିବା ଅଷ୍ଟ୍ରେଲିଆକୁ ସହାୟତା ପାଇଁ ମେଲବୋର୍ଣ୍ଣର ଓଭାଲ୍ ଜଙ୍ଗସନ୍‌ରେ ଏକ ଚାରିଟି ମ୍ୟାଚ୍‌ର […]

  • Saturday, 24 July 2021
baman
ଏହି ବ୍ୟାଟ୍ସମ୍ୟାନ୍‌ଙ୍କୁ ୧୭ ମାସର ଜେଲ୍‌ଦଣ୍ଡ

କରାଚି: ପାକିସ୍ତାନର ପୂର୍ବତନ ବ୍ୟାଟ୍ସମ୍ୟାନ୍ ନାସିର୍ ଜାମଶେଦଙ୍କୁ ପାକିସ୍ତାନ ସୁପର୍ ଲିଗ୍ (ପିଏସଏଲ)ରେ ସ୍ପଟ୍ ଫିକ୍ସିଂରେ ଲିପ୍ତ ହେବା ଅଭିଯୋଗରେ ୧୭ମାସର ଜେଲ୍ ଦଣ୍ଡାଦେଶ ମିଳିଛି। ଜାମଶେଦଙ୍କୁ ବ୍ରିଟିଶ୍ ନାଗରିକ ୟୁସୁଫ୍ ଅନୱର୍ ଓ ମହମ୍ମଦ ଏଜାଜଙ୍କ ସହ ଗିରଫ୍ କରାଯାଇଥିଲା। ସେ ଆରମ୍ଭରୁ ନିଜ ଉପରେ ଲାଗିଥିବା ସବୁ ଅଭିଯୋଗକୁ ଖଣ୍ଡନ କରିଥିଲେ। ତାଙ୍କ ଉପରେ ୨୦୧୮ରେ ପିଏସଏଲରେ ଇସଲାମାବାଦ ୟୁନାଇଟେଡ୍ ଓ ପେଶାୱର ଜାଲମୀ ମଧ୍ୟରେ ଦୁବାଇରେ ଖେଳାଯାଇଥିବା ମ୍ୟାଚରେ ଖେଳାଳିଙ୍କୁ ଜାଣିଶୁଣି ଖରାପ […]

  • Saturday, 24 July 2021
bbco
ନ୍ୟୁଜିଲ୍ୟାଣ୍ଡଠାରୁ ମ୍ୟାଚ୍‌ ହାରି ସିରିଜ୍ ହାରିଲା ଭାରତ

ଅକଲ୍ୟାଣ୍ଡ୍‌: ନ୍ୟୁଜିଲ୍ୟାଣ୍ଡ ସହିତ ଖେଳାଯାଉଥିବା ଏକଦିବସୀୟ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ବି ହାରିଲା ଟିମ୍‌ ଇଣ୍ଡିଆ। କେବଳ ମ୍ୟାଚ୍‌ ନୁହେଁ ଆଜି ସିରିଜ୍‌ ବି ହାରିଯାଇଛି ଭାରତ। ପ୍ରଥମ ମ୍ୟାଚରେ ବୋଲରଙ୍କ ଖରାପ ପ୍ରଦର୍ଶନ, ଆଉ ଆଜିର ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ଭାରତ ଏକ ଦିବସୀୟ ସିରିଜ୍ ହାରିଯାଇଛି। ଆଜି ନ୍ୟୁଜିଲ୍ୟାଣ୍ଡ୍ ଠାରୁ ୨୨ ରନରେ ପରାସ୍ତ ହୋଇଛି ଭାରତ। ଏହି ପରାଜୟ ସହ ଭାରତ ତିନିମ୍ୟାଚ୍ ବିଶିଷ୍ଟ ସିରିଜରେ ୦-୨ରେ ପରାସ୍ତ ମଧ୍ୟ […]

  • Saturday, 24 July 2021
crui
ମହିଳା ତ୍ରିରାଷ୍ଟ୍ରୀୟ ଟି-୨୦ ସିରିଜ: ଅଷ୍ଟ୍ରେଲିଆ ବିରୋଧରେ ଇଣ୍ଡିଆର ରେକର୍ଡ ବିଜୟ

ମେଲବର୍ଣ୍ଣ: ଲଗାତାର ଦୁଇଟି ମ୍ୟାଚ୍ ହାରିଥିବା ଭାରତୀୟ ମହିଳା ଟିମ୍ ଚଳିତ ତ୍ରିରାଷ୍ଟ୍ରୀୟ ଟି-୨୦ ସିରିଜରେ ଜବରଦସ୍ତ କମବ୍ୟାକ୍ କରିଛି। ଶନିବାର ବିଶ୍ୱର ଏକ ନମ୍ବର ଟିମ୍ ଅଷ୍ଟ୍ରେଲିଆକୁ ୭ ୱିକେଟରେ ହରାଇଛି ଟିମ୍‌ ଇଣ୍ଡିଆ। ଏହି ବିଜୟ ସହ ଭାରତର ଫାଇନାଲ୍ ଖେଳିବା ଆଶା ମଧ୍ୟ ଉଜ୍ଜୀବିତ ହୋଇଛି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆକୁ ଫାଇନାଲ୍ ଟିକେଟ୍ କାଟିବାକୁ ହେଲେ ପରବର୍ତ୍ତୀ ମ୍ୟାଚ୍‌ରେ ଇଂଲଣ୍ଡକୁ ହରାଇବାକୁ ପଡ଼ିବ। ଯଦି ଏହି ମ୍ୟାଚରେ ଅଷ୍ଟ୍ରେଲିଆ ହାରିଯାଏ, ତାହେଲେ ଭାରତ ଫାଇନାଲରେ […]

  • Saturday, 24 July 2021
tyler
ଟେଲର୍‌ଙ୍କ ଡବଲ୍‌ ରେକର୍ଡ: ପଛରେ ପଡ଼ିଲେ କୋହଲି

ଅକଲ୍ୟାଣ୍ଡ୍‌: ନ୍ୟୁଜିଲ୍ୟାଣ୍ଡ୍ ଦଳର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ରସ୍ ଟେଲର୍ ଅକ୍‌ଲ୍ୟାଣ୍ଡ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ନୂଆ ମାଇଲଖୁଣ୍ଟ ଛୁଇଁଛନ୍ତି। ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ସର୍ବାଧିକ ରନ୍ କ୍ଷେତ୍ରରେ ଟେଲର ବିରାଟ୍ କୋହଲିଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ଆଜି ମ୍ୟାଚ୍‌ରେ ଟେଲର୍ ଅପରାଜିତ ୭୩ ରନର ଇନିଂସ୍ ଖେଳି ଏହି ରେକର୍ଡ ନିଜ ନାଁରେ କରିଛନ୍ତି। ଉଭୟ ଦେଶ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ସର୍ବାଧିକ ରନ୍‌ର ରେକର୍ଡ ସଚିନ ତେନ୍ଦୁଲକରଙ୍କ ନାଁରେ […]

  • Saturday, 24 July 2021
bishon
ଅଣ୍ଡର-୧୯ ବିଶ୍ୱକପ୍‌: ଫାଇନାଲ୍ ପାଇଁ ଭାରତକୁ ୧୭୩ ରନ୍‌ର ଟାର୍ଗେଟ୍‌ ଦେଲା ପାକିସ୍ତାନ

ପୋଚେଫଷ୍ଟ୍ରୁମ୍‌: ଚଳିତ ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ। ତେବେ ପ୍ରଥମ ବ୍ୟାଟିଂ କରିବା ପାଇଁ ପଡ଼ିଆକୁ ଓହ୍ଲାଇଥିବା ପାକିସ୍ତାନ ୪୩.୧ ଓଭରରେ ୧୭୨ ରନ୍‌ କରି ଅଲଆଉଟ୍ ହୋଇଯାଇଛି। ପାକିସ୍ତାନର ଓପନିଂ ବ୍ୟାଟ୍ସମ୍ୟାନ୍ ହାଇଦର ଅଲୀ ଓ କ୍ୟାପଟେନ୍ ରୋହେଲ୍ ନାଜିରଙ୍କ ଅର୍ଦ୍ଧଶତକକୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍ ବଡ଼ ସ୍କୋର କରିପାରି ନଥିଲେ। ଫାଇନାଲରେ ପହଞ୍ଚିବାକୁ ହେଲେ ଭାରତକୁ ୧୭୩ ରନ୍ କରିବାକୁ ପଡ଼ିବ। […]

  • Saturday, 24 July 2021
tokyo olympics 2020-china wins gold
୨ୟ ଦିନରେ ଚୀନର ସ୍ୱର୍ଣ୍ଣିମ ଅଭିଯାନ

ଟୋକିଓ ଅଲିମ୍ପିକ୍ସ୨୦୨୦ର ୨ୟ ଦିନରେ ସ୍ୱର୍ଣ୍ଣ ପଦକ ହାତେଇଲା ଚୀନ। ଅନ୍ୟପକ୍ଷେ ପୁରୁଷ ହକିରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ତାହାର ଅଭିଯାନ ଆରମ୍ଭ କରିଛି।

india
ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌କୁ ଫେରିଲେ ପୃଥ୍ୱୀ ଶ’

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ।  ଏହି ୧୬ ଜଣିଆ ଟେଷ୍ଟ ସ୍କ୍ୱାଡରେ ଦଳକୁ ଫେରିଛନ୍ତି ୟଙ୍ଗ୍‌ ସେନ୍‌ସେସନ୍‌ ବ୍ୟାଟ୍ସମ୍ୟାନ୍‌ ପୃଥ୍ୱୀ ଶ। ରୋହିତ ଶର୍ମା ଆହତ ହୋଇ ଓଡିଆଇ ଓ ଟେଷ୍ଟ୍‌ ସିରିଜ୍‌ରୁ ବାଦ୍ ପଡ଼ିବା ପରେ ତାଙ୍କ ସ୍ଥାନରେ ପୃଥ୍ୱୀଙ୍କୁ ସ୍ଥାନ ମିଳିଛି। India’s Test squad: Virat (Capt), Mayank, Prithvi Shaw, Shubman, Pujara, Ajinkya Rahane (vc), Hanuma Vihari, Wriddhiman […]

  • Saturday, 24 July 2021
rohit
ପୁଣି ଜୋରିମାନା ଦେଲା ଟିମ୍‌ ଇଣ୍ଡିଆ: ଦୋଷ ମାନିଲେ ରୋହିତ ଶର୍ମା

ଦୁବାଇ: ପୁଣି ମନ୍ଥର ବୋଲିଂ ପାଇଁ ଭାରତୀୟ ଟିମ୍ ଉପରେ ଜୋରିମାନା ଲାଗିଛି। ନ୍ୟୁଜିଲ୍ୟାଣ୍ଡ୍ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚରେ ମନ୍ଥର ବୋଲିଂ ପାଇଁ ଭାରତୀୟ କ୍ରିକେଟ୍ ଟିମ ଉପରେ ମ୍ୟାଚ୍ ଫି’ର ୨୦ ପ୍ରତିଶତ ଜୋରିମାନା ଲଗାଯାଇଛି। ଆଇସିସି ମ୍ୟାଚ୍ ରେଫରୀ କ୍ରିସ୍ ବ୍ରଡ୍ ଏହି ଜୋରିମାନା ଲଗାଇଛନ୍ତି। ଭାରତ ନିର୍ଦ୍ଧାରିତ ସମୟ ମଧ୍ୟରେ ଗୋଟିଏ ଓଭର କମ୍ ପକାଇଥିଲା। ଫିଲ୍ଡ ଅମ୍ପାୟାର କ୍ରିସ୍ ବ୍ରାଉନ୍ ଓ ଶନ୍ ହେଗ୍ ଏବଂ ତୃତୀୟ […]

  • Saturday, 24 July 2021
rohit
ନ୍ୟୁଜିଲ୍ୟାଣ୍ଡ୍ ବିପକ୍ଷ ଦିନିକିଆ ଓ ଟେଷ୍ଟ ସିରିଜ୍‌ରୁ ରୋହିତ୍ ଆଉଟ୍

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ୍ ବିପକ୍ଷ ଦିନିକିଆ ଓ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଶକ୍ତ ଝଟକା ଲାଗିଛି। ସୀମିତ ଓଭର କ୍ରିକେଟ୍ ଟିମର ଭାଇସ୍‌-କ୍ୟାପଟେନ୍ ରୋହିତ୍ ଶର୍ମା ଉଭୟ ଦିନିକିଆ ଓ ଟେଷ୍ଟ ସିରିଜରୁ ବାଦ୍ ପଡ଼ିଛନ୍ତି। ନ୍ୟୁଜିଲ୍ୟାଣ୍ଡ୍ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚରେ ବ୍ୟାଟିଂ କରୁଥିବା ସମୟରେ ରୋହିତଙ୍କ ଗୋଡ଼ର ପେଣ୍ଡାରେ ଯନ୍ତ୍ରଣା ଅନୁଭୂତ ହୋଇଥିଲା, ଯେଉଁକାରଣରୁ ତାଙ୍କୁ ଚାଲିକାରେ କଷ୍ଟ ହୋଇଥିଲା। ଏହା ପରେ ସେ ବ୍ୟକ୍ତିଗତ ୬୦ ରନ୍ କରିଥିବା […]

  • Saturday, 24 July 2021
Sourabh Choudhry
Tokyo Olympics: ନିରାଶ କଲେ ମନିକା ବାତ୍ରା, ବଡ଼ ଆଶା ଦେଖାଇଲେ ସୁଟର ସୌରଭ ଚୌଧରୀ

ମୋନିକା ବାତ୍ରା ଓ ଶରତ କମଲଙ୍କ ଯୋଡ଼ି ରାଉଣ୍ଡ ଅଫ୍‌ ୧୬ରେ ଚୀନୀ ତାଇପେ ଯୋଡ଼ିଠାରୁ ପରାଜୟ ବରଣ କରିଛନ୍ତି । ଚୀନୀ ତାଇପେ ଯୋଡ଼ିଠାରୁ ଭାରତର ମନିକା ବାତ୍ରା ଓ ଶରତ କମଲଙ୍କ ଯୋଡ଼ି ୮-୧୧, ୬-୧୧, ୫-୧୧, ୪-୧୧ ସେଟ୍‌ରେ ପରାସ୍ତ ହୋଇଛନ୍ତି ।

elbow
ଟିମ୍‌ ଇଣ୍ଡିଆର ବୋଲରଙ୍କୁ କହୁଣୀ ମାରି ଦଣ୍ଡିତ ହେଲେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର-୧୯ କ୍ରିକେଟ୍ ବିଶ୍ୱକପରେ ଟିମ୍ ଇଣ୍ଡିଆର ଜବରଦସ୍ତ ପ୍ରଦର୍ଶନ ଜାରି ରଖି ସେମିଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାର୍ଟରଫାଇନାଲରେ ଭାରତ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୭୨ ରନରେ ହରାଇଥିଲା। ଏହି ମ୍ୟାଚରେ ଅଷ୍ଟ୍ରେଲିଆର ଓପନିଂ ବ୍ୟାଟ୍ସମ୍ୟାନ୍ ସାମ୍ ଫେନିଙ୍ଗ୍ ଭାରତୀୟ ପେସ୍ ବୋଲର ଆକାଶ ସିଂଙ୍କୁ କହୁଣୀ ମାରିଥିଲେ ଏବଂ ଏହି କାରଣରୁ ଆଇସିସି ଦଣ୍ଡସ୍ୱରୂପ ତାଙ୍କ (ଫେନିଙ୍ଗ) ଖାତାରେ ଦୁଇ ଡିମେରିଟ୍ ପଏଣ୍ଟ ଯୋଡ଼ିଛି। ଏ ନେଇ ଆଇସିସି ପକ୍ଷରୁ […]

  • Saturday, 24 July 2021
Untitled-1
ହାମିଲଟନରେ ହାଇଭୋଲଟେଜ୍ ଟି-୨୦: ସିରିଜ୍ ଜିତିଲା ଇଣ୍ଡିଆ

ହାମିଲଟନ୍‌: ହାମିଲଟନରେ ହାଇଭୋଲଟେଜ୍ ଟି-୨୦ ମ୍ୟାଚରେ ଟିମ୍ ଇଣ୍ଡିଆ ସୁପର୍ ଓଭରରେ ନ୍ୟୁଜିଲ୍ୟାଣ୍ଡକୁ ହରାଇ ଐତିହାସିକ ସିରିଜ୍ ବିଜୟ ହାସଲ କରିଛି। ବୁଧବାର ସେଡନ୍ ପାର୍କରେ ଖେଳାଯାଇଥିବା ରୋମଞ୍ଚକର ମୁକାବିଲାରେ ରୋହିତ୍ ଶର୍ମା ସୁପର୍ ଓଭରରେ ଲଗାତାର ଦୁଇଟି ଛକା ମାରି ନ୍ୟୁଜିଲ୍ୟାଣ୍ଡଠାରୁ ମ୍ୟାଚ୍ ଛଡ଼ାଇ ନେବା ସହ ଭାରତକୁ ଜବରଦସ୍ତ ବିଜୟ ଭେଟି ଦେଇଛନ୍ତି। ମ୍ୟାଚ୍ ନିର୍ଦ୍ଧାରିତ ଓଭରରେ ଟାଇ ରହିବାରୁ ସୁପର୍ ଓଭରର ସହାୟତା ନିଆଯାଇଥିଲା, ଯେଉଁଥିରେ ନ୍ୟୁଜିଲ୍ୟାଣ୍ଡ୍ ୬ ବଲରେ ୧୭ ରନ୍ […]

  • Saturday, 24 July 2021
Deepika Kumari Olympian
Tokyo Olympics: ଭାରତ ପାଇଁ ଖୁସି ଖବର, ତୀରନ୍ଦାଜୀରେ ପଦକ ଅଭିମୁଖେ ଦୀପିକା-ପ୍ରବୀଣଙ୍କ ଯୋଡ଼ି

ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଭାରତର ପ୍ରଦର୍ଶନ ମିଶ୍ରିତ ରହିଥିଲା । ବେଶି ଭଲ ପ୍ରଦର୍ଶନ କରିନାହିଁ କି ଅତ୍ୟନ୍ତ ନିରାଶା ଜନକ ପ୍ରଦର୍ଶନ ନଥିଲା । ତେବେ ଖୁସିର ଖବର ଯେ ତୀରନ୍ଦାଜୀରେ ଦୀପିକା-ପ୍ରବୀଣଙ୍କ ଯୋଡି ବିଜୟ ହୋଇଛି ।

tokyo olympics 2020
ଟୋକିଓ ଅଲମ୍ପିକ ୨୦୨୦; ପୁରୁଷ ହକିରେ ନ୍ୟୁଜିଲାଣ୍ଡକୁ ହରାଇ ଅଭିଯାନ ଆରମ୍ଭ କଲା ଭାରତ

ଖେଳ ମହାକୁମ୍ଭ।  ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଆଜି ଭାରତୀୟ ପୁରୁଷ ହକି ଟିମ୍ ନ୍ୟଜିଲାଣ୍ଡକୁ ହରାଇ ତା’ର ଅଭିଯାନ ଆରମ୍ଭ କରିଛି।  ଟିମ ଇଣ୍ଡିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କଡ ଟକ୍କର ପରେ ଭାରତ ୩-୨ରେ ନ୍ୟୁଜିଲାଣ୍ଡକୁ ମାତ୍‌ ଦେଇଛି। 

Tokyo Olympics
ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଭାରତ ପାଇଁ ସୁବର୍ଣ୍ଣ ସୁଯୋଗ, ପଦକ ହାତେଇବା ଆଶା..

ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ ଗେମ୍ସର ଦ୍ୱିତୀୟ ଦିନ (୨୪ ଜୁଲାଇ) । ଭାରତୀୟ ଖେଳାଳିଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କାରଣ ଭାରତ ପାଇଁ ପଦକ ଖାତା ଖୋଲିବାର ଏକ ଭଲ ସୁଯୋଗ ରହିଛି ।

Tokyo Olympic
ତୀରନ୍ଦାଜୀରେ ପଦକ ଆଶା ରଖିଛି ଭାରତ, ଜାଣନ୍ତୁ କେମିତି..

ତୀରନ୍ଦାଜୀରେ ଦେଶକୁ ପ୍ରଥମ ଅଲିମ୍ପିକ୍ ପଦକ ଉପହାର ଦେବା ଲକ୍ଷ୍ୟରେ ଥିବା ଭାରତୀୟ ତୀରନ୍ଦାଜଙ୍କୁ ଆଗକୁ କଡ଼ା ମୁକାବିଲାର ସାମ୍ନା କରିବାକୁ ପଡ଼ିବ ।

Tokyo Olympics
ଟୋକିଓ ଅଲିମ୍ପିକ୍ସ ଷ୍ଟାଡିୟମ ସମ୍ମୁଖରେ ଉତ୍ତେଜନା, ଆୟୋଜନ ବନ୍ଦ କରିବାକୁ ଚେତାବନୀ

ଟୋକିଓ ଅଲିମ୍ପିକ୍ସ ଉଦଘାଟନୀ ସମାରୋହ ପୂର୍ବରୁ ଟୋକିଓରେ ପ୍ରବଳ ହଙ୍ଗାମା । ଅଲିମ୍ପିକ୍ସ ବନ୍ଦ କରିବା ପାଇଁ ଜମିଲା ଲୋକଙ୍କ ଭିଡ଼ ।

Tokyo Olympics 2020
ଅପେକ୍ଷାର ହେଲା ଅନ୍ତ, ରଙ୍ଗାରଙ୍ଗ ଉଦ୍‌ଘାଟନୀ ସମାରୋହ ପରେ ଆରମ୍ଭ ହେଲା ଟୋକିଓ ଅଲିମ୍ପିକ୍ସ

କୋଭିଡ -୧୯ ମହାମାରୀର ଭୟ ମଧ୍ୟରେ ଶୁକ୍ରବାର ଏକ ରଙ୍ଗାରଙ୍ଗ ଉଦଘାଟନୀ ସମାରୋହରେ ଟୋକିଓରେ ୩୨ ତମ ଅଲିମ୍ପିକ୍ସ ଗେମ୍ସ ଆରମ୍ଭ ହୋଇଯାଇଛି । ଏହି କରୋନା ପାଇଁ ପ୍ରାୟ ଏକ ବର୍ଷ ବିଳମ୍ବରେ ଆଲିମ୍ପିକ୍ସ ଆୟୋଜନ କରଯାଇଛି ।

stoke
ଦର୍ଶକଙ୍କୁ ଅଭଦ୍ର ଶବ୍ଦ କହି ଦଣ୍ଡିତ ହେଲେ ବେନ୍‌ ଷ୍ଟୋକ୍ସ

ଜୋହାନ୍ସବର୍ଗ: ଦକ୍ଷିଣ ଆଫ୍ରିକା ବିପକ୍ଷ ୪ର୍ଥ ଟେଷ୍ଟର ପ୍ରଥମ ଦିନରେ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଦର୍ଶକଙ୍କ ପ୍ରତି ଅଭଦ୍ର ଶବ୍ଦ ପ୍ରୟୋଗ କରିଥିବାରୁ ଆଇସିସି ଆଜି ତାଙ୍କୁ ଦଣ୍ଡିତ କରିଛି। ତାଙ୍କ ମ୍ୟାଚ୍‌ର ୧୫% ଫି’ କାଟିବା ସହିତ ତାଙ୍କୁ ଗୋଟିଏ ଡିମେରିଟ୍‌ ପଏଣ୍ଟ ମିଳିଛି। ୪ର୍ଥ ଟେଷ୍ଟରେ ଷ୍ଟୋକ୍ସ ମାତ୍ର ୨ ରନ୍‌ କରି ଆଉଟ୍‌ ହୋଇଥିଲେ। ତେବେ ପ୍ୟାଭିଲିୟନ ଫେରିବା ବେଳେ ସେ ଦର୍ଶକଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରୁଥିବା କ୍ୟାମେରାରେ କଏଦ […]

  • Friday, 23 July 2021
fg
ମ୍ୟାରିକମ୍ ଓ ସିନ୍ଧୁ ପାଇବେ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ: ଆଜି ଭାରତ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ପାଇଁ ପଦ୍ମ ପୁରସ୍କାର ଘୋଷଣା ହୋଇଛି। ବକ୍ସିଂରେ ୬ଥର ବିଶ୍ୱ ବିଜେତା ହୋଇଥିବା ଏମସି ମ୍ୟାରିକମଙ୍କୁ ସମ୍ମାନଜନକ ପଦ୍ମ ବିଭୂଷଣ ସମ୍ମାନ ପାଇଁ ମନୋନୀତ କରାଯାଇଛି। ସେହିପରି ବିଶ୍ୱ ଚାମ୍ପିୟନ ଶଟଲର ପିଭି ସିନ୍ଧୁ ଚଳିତ ବର୍ଷ ପଦ୍ମ ଭୂଷଣ ସମ୍ମାନ ପାଇବେ। ଏମାନଙ୍କ ବ୍ୟତୀତ ୬ ଜଣ କ୍ରୀଡ଼ାବିତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଆଜି ଭାରତ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ପଦ୍ମଶ୍ରୀ […]

  • Friday, 23 July 2021
icc
ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପ୍‌; ଭାରତର କ୍ରମାଗତ ତୃତୀୟ ବିଜୟ

ବ୍ଲୋଏମଫୋଣ୍ଟେନ୍‌: ଚଳିତ ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପରେ ଭାରତୀୟ ଯୁବ ଦଳ କ୍ରମାଗତ ତୃତୀୟ ବିଜୟ ସହ ସୁପରଲିଗରେ ସ୍ଥାନ ପକ୍କା କରିନେଇଛି। ଶୁକ୍ରବାର ଭାରତ ଗ୍ରୁପ୍‌-ଏ’ରେ ତା’ର ଶେଷ ମୁକାବିଲାରେ ନ୍ୟୁଜିଲ୍ୟାଣ୍ଡକୁ ଡିଏଲ୍ ନିୟମରେ ୪୪ ରନରେ ପରାସ୍ତ କରିଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୩ ଓଭରରେ ବିନା ୱିକେଟ୍ ୧୧୫ ରନ୍ ହରାଇ କରିଥିଲା। ଫଳରେ ଡିଏଲ୍ ନିୟମ ଆଧାରରେ ନ୍ୟୁଜିଲ୍ୟାଣ୍ଡ୍ ଆଗରେ ୨୩ ଓଭରରେ ୧୯୩ ରନ୍ […]

  • Friday, 23 July 2021