ପ୍ୟାରିସ ଅଲିମ୍ପିକ୍ସରେ ଗୋଲ୍ଡ ମେଡାଲ ଜିତିଥିବା ପାକିସ୍ତାନୀ ଜାଭେଲିନ ଥ୍ରୋଅର ଅର୍ଶଦ ନଦୀମଙ୍କୁ ମିଳିଲା ମଇଁଷି ଉପହାର ।
ସରିଲା ବିଶ୍ବ କ୍ରୀଡ଼ା ମହାକୁମ୍ଭ। ଜାଭେଲିନ ଥ୍ରୋ’ରେ ନୀରଜ ଚୋପ୍ରା ଏକ ମାତ୍ର ରୌପ୍ୟ ପଦକ ହାସଲ କରିଥିବା ବେଳେ, ସୁଟିଂରୁ ସର୍ବାଧିକ ୩ଟି ଏବଂ ହକି ଓ କୁସ୍ତିରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ମିଳିଛି। ତେବେ ଏହି ସମୟରେ ଏକ ଭିଡିଓ ସାମ୍ନାକୁ ଆସିଛି।
ପ୍ୟାରିସ ଅଲିମ୍ପିକ୍ସରେ ପଦକ ଜିତିବା ପରେ ସରକାର ଯାଚିଲେ ବଡ଼ ଚାକିରି । ମନା କରିଦେଲେ ଯୁବ ସୁଟର ସରବଜୋତ ।
ତେବେ ଚଳିତ ଅଲିମ୍ପିକ୍ସରେ ଭାରତର ୧୧୨ ଜଣ ଖେଳାଳି ଅଂଶଗ୍ରହଣ ବେଳେ ମାତ୍ର ୬ଟି ପଦକ ପାଇଛନ୍ତି ।
CAS ଭିନେଶଙ୍କ ଅବେଦନକୁ ଗ୍ରହଣ କରିଥିବା ବେଳେ ୧୧ରେ ଏହାର ରାୟ ପ୍ରକାଶ ପାଇବାର ଥିଲା । ତେବେ ଏହା ପୁଣି ଥରେ ୧୩ ତାରିଖକୁ ଘୁଂଚିଛି ।
ବର୍ତ୍ତମାନ ସୁଦ୍ଧା ଭାରତକୁ ମିଳିଛି ୫ ବ୍ରୋଞ୍ଜ, ଗୋଟିଏ ସିଲଭର । ଅମନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
ପ୍ୟାରିସ ଅଲିମ୍ପିକ୍ସରେ ଏବେ ଚର୍ଚ୍ଚାରେ ଏହି ପାକିସ୍ତାନୀ ଆଥଲେଟ୍ । ୯୨.୯୭ ମିଟର ଜାଭେଲିନ୍ ଥ୍ରୋ କରି ସେ ଆଥଲେଟିକ୍ସରେ ପାକିସ୍ତାନ ପାଇଁ ପ୍ରଥମ ବ୍ୟକ୍ତିଗତ ସ୍ୱର୍ଣ୍ଣ ପଦକ ଜିତିବାର ରେକର୍ଡ କରିଛନ୍ତି ।
ପ୍ୟାରିସ୍ ଅଲିମ୍ପିକରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ କୁସ୍ତିରୁ ସନ୍ୟାସ ନେଇ ବଡ଼ ଘୋଷଣା କରିସାରିଛନ୍ତି।
ଚତୁର୍ଥ ଭାରତୀୟ ଭାବେ ବ୍ୟକ୍ତିଗତ ଦୁଇଟି ଅଲିମ୍ପିକରେ ମେଡାଲ । ପାକିସ୍ତାନର ଅର୍ସଦ ନଦୀମ ଜିତିଲେ ସ୍ବର୍ଣ୍ଣପଦକ ।
ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ମେଡାଲ ନିଜ ନାମରେ କରିଛି ଭାରତ ।
ଅଲିମ୍ପିକ୍ସରେ ଆଜି ଏକାଧିକ ପଦକ ଆଶାରେ ଭାରତ । ଗୋଲ୍ଡେନ ବୟ ନୀରଜ ଚୋପ୍ରା ଓ ପୁରୁଷ ହକି ଟିମ ପାଖରେ ରହିଛି ପଦକ ଜିତିବାର ସୁଯୋଗ ।
କୁସ୍ତିକୁ ଅଲବିଦା କହିଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ସବୁଦିନ ପାଇଁ କୁସ୍ତି ଛାଡିଛନ୍ତି ଭିନେଶ୍। ସେ କୁସ୍ତିରୁ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଏଥିସହ ଭାବ ବିହ୍ଵଳ ପୋଷ୍ଚ କରି ଲେଖିଛନ୍ତି, କୁସ୍ତି ମୋ ବିପକ୍ଷରେ ମ୍ୟାଚ୍ ଜିତିଗଲା, ମୁଁ ହାରିଗଲି।
ଏହାକୁ କମ୍ କରିବା ପାଇଁ ସବୁ ପ୍ରକାର ଚେଷ୍ଟା କରିଥିଲେ ଭିନେଶ। ନେଇଥିଲେ କଠୋରରୁ କଠୋର ପଦକ୍ଷେପ।
ପ୍ରଥମ ଭାରତୀୟ ମହିଳା ଭାବେ ଅଲିମ୍ପିକ୍ସ ଫାଇନାଲକୁ ଯାଇଥିବା ରେସଲର ଭିନେଶ ଫୋଗଟ୍ ।
ଭିନେଶ ସାଧାରଣତଃ ଦିନକୁ ଦେଢ଼ କେଜି ଖାଦ୍ୟ ଖାଉଥିବା ବେଳେ, ତାହା ଦୈନିକ ଅଭ୍ୟାସ ପାଇଁ ଯଥେଷ୍ଟ ହୋଇଥାଏ। ସେ ୩ ବାଉଟ୍ ଖେଳିବାକୁ ଥିବାରୁ ଡିହାଇଡ୍ରେସନ ରୋକିବାକୁ ଅଳ୍ପ ପରିମାଣର ପାଣି ପିଇବାକୁ ଦିଆଯାଇଥିଲା।
ପୁନର୍ବିଚାର ପାଇଁ UWWରେ IOAର ଅପିଲ୍ । ସଂସଦରେ ବି ଉଠିଲା ଭିନେଶ ଅଯୋଗ୍ୟ ପ୍ରସଙ୍ଗ ।
ନୀରଜ ଚୋପ୍ରାଙ୍କ ପାଇଁ ବଡ଼ ଅଫର ଘୋଷଣା କଲେ କ୍ରିକେଟର ରିଷଭ ପନ୍ତ । ଗୋଲ୍ଡ ଜିତିଲେ ଲକି ବିଜେତାଙ୍କୁ ମିଳିବ ।
ସ୍ୱର୍ଣ୍ଣ ପଦକ ଆଣିବା ଆଶାରେ ଭିନେଶ ଫୋଗଟଙ୍କ ଉପରେ ସମଗ୍ର ଦେଶର ଆଖି ଥିଲା, ଯାହା ବର୍ତ୍ତମାନ ଆଉ ସମ୍ଭବ ନୁହେଁ। ଏହି ଆଶା ଏବେ ମଉଳି ଯାଇଥିଲେ ମଧ୍ୟ ସେ କିନ୍ତୁ ଭାରତ ପାଇଁ ନିଶ୍ଚିତ ଗୌରବ। ତେବେ ଆସନ୍ତୁ ଏହାରି ଭିତରେ ଭିନେଶ ଫୋଗଟ୍ କିପରି ଜଣେ ରେସଲର୍ ହୋଇଗଲେ ସେ ବିଷୟରେ ଜାଣିନେବା।
ଭିନେଶ ତୁମେ ଭାରତ ପାଇଁ ଗର୍ବ ଓ ସାରା ଭାରତୀୟଙ୍କ ପାଇଁ ପ୍ରେରଣା । ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେବାପରେ ଭିନେଶ ଫୋଗଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ୍ତ୍ୱନା ।
ଅଲିମ୍ପିକ୍ସରେ ଭିନେଶ ଫୋଗଟଙ୍କ ବିଜୟକୁ ନେଇ ସମସ୍ତେ ଅଭିନନ୍ଦନ ଜଣାଇଛନ୍ତି। ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରାଣାୱତ ମଧ୍ୟ ଭିନେଶଙ୍କ ବିଜୟରେ ଖୁସି ଅଛନ୍ତି ସତ କିନ୍ତୁ ସେ ତାଙ୍କର ଏକ ପୋଷ୍ଟରେ ତାଙ୍କୁ ପରିହାସ କରିଛନ୍ତି।
ପ୍ୟାରିସ୍ ଅଲିମ୍ପିକ୍ସରୁ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଅଯୋଗ୍ୟ ଘୋଷିତ । ୫୦ କିଲୋଗ୍ରାମ ବର୍ଗରେ ଖେଳିପାରିବେନି ଗୋଲ୍ଡ ମେଡାଲ ମ୍ୟାଚ୍ ।
ସ୍ବର୍ଣ୍ଣ, ରୌପ୍ୟ ପଦରୁ ବଞ୍ଚିତ ଥିବା ଭାରତ ଆସନ୍ତାକାଲିର ମ୍ୟାଚ ଜିଣି ବ୍ରୋଞ୍ଜ୍ ପଦକ ଭାରତ ନାଁରେ କରିବ ବୋଲି ହକି ପ୍ରେମୀ ଆଶା ରଖିଛନ୍ତି ।
ଫାଇନାଲ ଜିତିଲେ ସ୍ୱର୍ଣ୍ଣ, ହାରିଲେ ପାଇବେ ରୌପ୍ୟ ପଦକ ।
ପ୍ୟାରିସ୍ ଅଲିମ୍ପିକ୍ସ ମହିଳା କୁସ୍ତି ଇଭେଣ୍ଟରେ ବଢ଼ିଲା ପଦକ ଆଶା । ୫୦ କିଲୋଗ୍ରାମ ବର୍ଗରେ ସେମିଫାଇନାଲରେ ସ୍ଥାନ ପକା କରିଛନ୍ତି ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ।
ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲି ଅସୁସ୍ଥ ! ଭେଟେରାନ କ୍ରିକେଟର ଚାଲିବାକୁ ସଂଘର୍ଷ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ।