ଏଥର ରାହୁଲଙ୍କ କାର୍ଯ୍ୟକାଳକୁ ଆଉ ବୃଦ୍ଧି କରାଯିବ ନାହିଁ ବୋଲି ସ୍ପଷ୍ଟ ହୋଇଯାଇଛି। ତେଣୁ ପୁଣି ଥରେ ବିଜ୍ଞାପନ ବାହାରିବ । ଆଉ ରାହୁଲ ଦ୍ରାବିଡ଼ ମଧ୍ୟ ଏଥିପାଇଁ ଆବେଦନ କରିପାରିବେ ।
ତେବେ ଆଗାମୀ ସିଜିନ୍ରେ ଏହି ଇମ୍ପାକ୍ଟ ପ୍ଲେୟାର ନିୟମ ରଦ୍ଦ ହୋଇପାରେ ବୋଲି କୁହାଯାଉଛି। ଏହାକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି ବିସିସିଆଇ ସଚିବ ଜୟ ଶାହ ।
ଲକ୍ଷ୍ମୌର ପରାଜୟ ପରେ କ୍ୟାପ୍ଟେନ କେ ଏଲ୍ ରାହୁଲଙ୍କ ଉପରେ ଦଳର ମାଲିକ ରାଗିଯାଇଥିବା ଦେଖିବାକୁ ମିଳୁଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଆସନ୍ତା ମାସରେ ହେବ ଟି-ଟ୍ୱେଣ୍ଟି ବିଶ୍ୱକପ୍ । ଏନେଇ ସମସ୍ତ ଦଳର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆଇପିଏଲ ସରିବା ପରେ ପରେ ହିଁ ଆରମ୍ଭ ହୋଇଯିବ ଏହି ବିଶ୍ୱକପ୍ ମହାକୁମ୍ଭ । ଅଳ୍ପ କିଛିଦିନ ତଳେ ଭାରତୀୟ ଦଳ ନିଜର ଦଳ ଘୋଷଣା କରିଛି ।
ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟ ଅନୁଯାୟୀ, ଟି -୨୦ ବିଶ୍ୱକପ୍ ମ୍ୟାଚ୍ ସମୟରେ ୱେଷ୍ଟଇଣ୍ଡିଜ୍ରେ ଆତଙ୍କବାଦୀ ଆକ୍ରମଣ ନେଇ ଉତ୍ତର ପାକିସ୍ତାନରୁ ଧମକ ମିଳିଛି ।
ରୋହିତ ଶର୍ମାଙ୍କ ନେତୃତ୍ୱରେ ଟି-୨୦ ବିଶ୍ୱକପ୍ ଖେଳିବ ଟିମ୍ ଇଣ୍ଡିଆ। ଦଳ ଘୋଷଣା ହେବା ପରେ ଏବେ ଫ୍ୟାନ୍ସଙ୍କ ମନରେ ଅସନ୍ତୋଷ ତେଜିବାରେ ଲାଗିଛି। ଦଳରେ ରିଙ୍କୁ ସିଂ ଓ କେ ଏଲ୍ ରାହୁଲଙ୍କ ଅନୁପସ୍ଥିତିକୁ ନେଇ ଅନେକ ପ୍ରଶ୍ନ ଉଠିଛି।
ହାରିଲା ଚେନ୍ନାଇ, ଜିତିଲା ପଞ୍ଜାବ । ଗତକାଲି IPLରେ ଆଉ ଏକ ରୋମାଞ୍ଚକର ମ୍ୟାଚ୍ ଚେନ୍ନାଇକୁ ୭ ୱିକେଟରେ ମାତ୍ ଦେଲା ପଞ୍ଜାବ । ପଂଜାବ ୧୬୩ ରନର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା। ୧୭.୫ ଓଭରରେ ୩ଟି ୱିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ
ଘୋଷଣା ହୋଇଥିବା ଦଳରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ତୁଲାଇବେ। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ ଦାୟିତ୍ୱ ମିଳିଛି।
ଆଇପିଏଲ ୨୦୨୪ ଚାଲିଥିବା ବେଳେ ଆଇସିସି ଟି-୨୦ ବିଶ୍ୱକପ ପାଇଁ କେତେବେଳେ ବି ଦଳ ଘୋଷଣା କରିପାରେ । ୨୦୨୪ ବିଶ୍ୱକପ୍ ପାଇଁ ନ୍ୟୁଜିଲ୍ୟାଣ୍ଡ କ୍ରିକେଟ୍ ବୋର୍ଡ ପ୍ରଥମେ ନିଜ ଦଳ ଘୋଷଣା କରିଛି ।
୨୦୦୮ରୁ ଏବେଯାଏ ଆଇପିଏଲ୍ରେ ଧୋନି ମୋଟ ୨୫୯ ଟି ମ୍ୟାଚ୍ ଖେଳିସାରିଲେଣି। ୪୨ ବର୍ଷୀୟ ଦୋନି ଆଇପିଏଲ୍ର ଜଣେ ସଫଳ କ୍ୟାପ୍ଟେନ ଭାବେ ବେଶ୍ ପରିଚିତ।
ସୋସିଆଲ ମିଡିଆରେ ଧୋନିଙ୍କ ନାଁରେ ଚାନ୍ଦା ଆଦାୟ କରୁଛନ୍ତି ସାଇବର ଠକ। ନିଜକୁ ଧୋନି କହି ଫ୍ୟାନ୍ସଙ୍କଠୁ ଲୁଟୁଥିଲେ ଟଙ୍କା। ଯାହାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଗତକାଲି ଖେଳା ଯାଇଥିବା ମ୍ୟାଚରେ ଦମଦାର ପ୍ରଦର୍ଶନ କରିଥିଲା ଦିଲ୍ଲୀ କ୍ୟାପିଟାଲ୍ସ । ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚରେ ଡିସି ଅଧିନାୟକ ଋଷଭ ପନ୍ତ ବଢ଼ିଆ ପ୍ରଦର୍ଶନ କରିଥିଲେ ।
ବିରାଟ ଆଉଟ ହେବା ପରେ ଅମ୍ପାୟାରଙ୍କ ସହ ଖରାପ ବ୍ୟବହାର କରିଥିବା କୁହାଯାଉଛି। ଯେଉଁଠି ପାଇଁ କୋହଲିଙ୍କ ମ୍ୟାଚ୍ର ୫୦ ପ୍ରତିଶତ ଫି କାଟି ଦିଆଯାଇଛି।
୨୦୨୪ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଟିମ୍ରେ କେଉଁମାନେ ସ୍ଥାନ ପାଇବେ, ତାହାକୁ ନେଇ ଏବେ ଜୋର୍ସୋର୍ରେ ଚର୍ଚ୍ଚା ଚାଲିଛି। ଟି-୨୦ ଆନ୍ତର୍ଜାତିକ ଛଡ଼ା ଇଣ୍ଡିଆନ୍ ପ୍ରିମିଅର୍ ଲିଗ୍ (ଆଇପିଏଲ୍)ର ଚଳିତ ସିଜନ୍ ମଧ୍ୟ ବିଶ୍ୱକପ୍ ପାଇଁ ଚୟନର ମାପକାଠି ହୋଇଥିବାରୁ ଦାବିଦାରଙ୍କ ସଂଖ୍ୟା ବଢ଼ୁଛି।
ନିଜର ପ୍ରିୟ ଖେଳାଳି ଧୋନିଙ୍କଠାରୁ ଏହି ଉପହାର ପାଇବା ପରେ ମେହେର କହିଛନ୍ତି, ‘ମୁଁ ମଧ୍ୟ ଦିନେ ଭାରତ ପାଇଁ କ୍ରିକେଟ ଖେଳିବି।
ବିବାହକୁ କିଛି ଲୋକ ଭିନ୍ନ ଢଙ୍ଗରେ ଆୟୋଜନ କରିବାକୁ ଚେଷ୍ଟା କରନ୍ତି । ସେମିତି ଏକ ଘଟଣା ଘଟିଛି ଯାହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲିଟିଛି ।
ତେଲେଙ୍ଗାନାର ଅନନ୍ୟା ରେଡ୍ଡିଙ୍କ UPSC ସଫଳତା କାହାଣୀ ଏବେ ବେଶ୍ ଚର୍ଚ୍ଚାରେ। ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ବିରାଟ କୋହଲିଙ୍କୁ ନିଜର ଆଦର୍ଶ ବୋଲି କହିଛନ୍ତି ଅନନ୍ୟା।
ଗତକାଲି ସନ୍ରାଇଜର୍ସ ହାଇଦ୍ରାବାଦ ସୋମବାର ରେକର୍ଡ ସ୍କୋର୍ (୨୮୭/୩) ସହିତ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନ୍ରେ ପରାସ୍ତ କରିଥିଲା । ଏହି ମ୍ୟାଚ୍ରେ ଏମିତି ବିଭିନ୍ନ ରେକର୍ଡ଼ ହୋଇଛି । ଦେଖନ୍ତୁ ତାଲିକା...
ଚଳିତ ଆଇପିଏଲରେ ଲଗାତାର ଭାବେ ଖରାପ ପ୍ରଦର୍ଶନ ଦେଇ ଆସୁଛି ଆରିସିବି । କେବେ କେବେ ବୋଲର ମାନେ ଫେଲ୍ ହେଉଛନ୍ତି ତ କେବେ କେବେ ବ୍ୟାଟର୍ । ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହୱାଗ ଓ ମନୋଜ ତିୱାରୀ ଅନେକ କାରଣ ଉପରେ ଆଲୋକପାତ କରିଛନ୍ତି । ଆସନ୍ତୁ ଜାଣିବା ..
ପୁଣି ଧୋନି..ଧୋନି..ଧ୍ୱନିରେ କମ୍ପିବ ଷ୍ଟାଡିୟମ। ଶେଷ ଚାରି ବଲରେ ରୋମାଞ୍ଚ ଭରିଥିଲେ ମହେନ୍ଦ୍ର ସିଂହ ଧୋନି।
ଆଇସିସି ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଖୁବ ଶୀଘ୍ର ଘୋଷଣା ହେବାକୁ ଯାଉଛି।
ଆଜିର ମ୍ୟାଚ୍ରେ ଲକ୍ଷ୍ନୌ ପକ୍ଷରୁ ଡେବ୍ୟୁ କରିଛନ୍ତି ସମର ଜୋଶେଫ । ନବୀନ ଉଲ୍ ହକ୍ଙ୍କ ବଦଳରେ ଚୁଡାନ୍ତ ଏକାଦଶରେ ସାମିଲ ହୋଇଛନ୍ତି ଜୋଶେଫ୍।
ସବୁଠାରୁ ବଡ଼ କଥା ହେଉଛି ସେହି ବ୍ୟକ୍ତି ଜଣକ ତାଙ୍କ ଝିଅର ସ୍କୁଲ ଫି’ ନ ଦେଇ ଆଇପିଏଲ ଟିକେଟ୍ କିଣିଛନ୍ତି ।
ପାଣ୍ଡ୍ୟା ବ୍ରଦର୍ସଙ୍କ ସାବତ ଭାଇ ହିଁ ତାଙ୍କୁ କୋଟି କୋଟି ଟଙ୍କାର ଚୂନ ଲଗାଇଛନ୍ତି। ତାଙ୍କ ସାବତ ଭାଇ ବୈଭବ ପାଣ୍ଡ୍ୟ ପ୍ରାୟ ସାଢ଼େ ୪ କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।
ମନ୍ଥର ବୋଲିଂ ପାଇଁ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁଙ୍କୁ ଜୋରିମାନା । ଗତକାଲି ଖେଳାଯାଇଥିବା ଗୁଜୁରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ସ୍ଲୋ ବୋଲିଂ ପାଇଁ ଲାଗିଛି ଜୋରିମାନା । ମନ୍ଥର ବୋଲିଂ ପାଇଁ ୧୨ ଲକ୍ଷ ଟଙ୍କା ଜୋରିମାନା ଲାଗିଛି ।