ଦୁବାଇ: ଚଳିତ ଆଇପିଏଲର ୩୬ ତମ ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ କିଙ୍ଗ୍ସ ଇଲେଭେନ୍ ପଞ୍ଜାବ ମୁହାଁମୁହିଁ ହେଇଛନ୍ତି। ଏହି ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଉଛି। ଏହି ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେପଞ୍ଜାବ ଅଧିନାୟକ କେ.ଏଲ୍ ରାହୁଲ ବୋଲିଂ ଭାର ସମ୍ଭାଳି ଥିଲେ। ପ୍ରଥମେ ବ୍ୟାଟିଂ କରି ମୁମ୍ୱାଇ ୨୦ ଓଭରରେ ୬ଟି ୱିକେଟ୍ ହରାଇ ୧୭୬ ରନ୍ କରିବାକୁ […]
ଆବୁଧାବି: ସୁପର ସଣ୍ଡେରେ ସୁପର ସୋ। ଗତକାଲି ଆଇପିଏଲ ମ୍ୟାଚରେ ଭରପୁର ମଜା ଉଠାଇଛନ୍ତି ଦର୍ଶକ । ଗତକାଲି ପ୍ରଥମ ମ୍ୟାଚରେ କୋଲକତା ନାଇଟ ରାଇଡର୍ସ ସୁପର ଓଭରରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇଛି । କୋଲକତା ପ୍ରଥମେ ବ୍ୟାଟିଂ କରି ୫ ଉଇକେଟ ହରାଇ ୧୬୩ରନ କରିଥିଲା । ଜବାବରେ ଡାଭିଡ୍ ୱାର୍ଣ୍ଣରଙ୍କ ଅପରାଜିତ ୪୮ରନ ସତ୍ତ୍ୱେ ସନରାଇଜର୍ସ ୬ଉଇକେଟ ହରାଇ ସମାନ ୧୬୩ରନ କରିଥିଲା ।ଏହାପରେ ସୁପର ଓଭର ଖେଳାଯାଇଥିଲା ଏଥିରେ ଫର୍ଗୁସନଙ୍କ ବୋଲିଂ ଆଗରେ […]
ଆବୁଧାବି:IPL-2020 ମୁମ୍ବାଇ ଇଣ୍ଡିଆନ୍ସ ଭର୍ସେସ କିଙ୍ଗସ ଇଲେଭେନ ପଞ୍ଜାବ (MI Vs KXIP) ମଧ୍ୟରେ ଗତକାଲିର ମ୍ୟାଚ ଥିଲା ବେଶ ରୋମାଞ୍ଚକର। ଗୋଟିଏ ମ୍ୟାଚ୍ରେ ୨ଟି ସୁପରଓଭର ଖେଳିବାକୁ ପଡ଼ିଥିଲା। ୨ୟ ସୁପର ଓଭରରେ ପଞ୍ଜାବ ମୁମ୍ବାଇକୁ ହରାଇବାରେ ସଫଳ ହୋଇଥିଲା। ତେବେ ଉଭୟ ଟିମ୍ ଚମତ୍କାର ପ୍ରଦର୍ଶନ କରିଥିଲେ। ହେଲେ ସୁପର ଓଭରରେ ମୟଙ୍କ ଅଗ୍ରୱାଲଙ୍କ ଫିଲ୍ଡିଂକୁ ନେଇ ଏବେ ଖୁବ୍ ଚର୍ଚ୍ଚା । ଆକାଶରେ ଉଡି ଉଡ଼ି ମୟଙ୍କ ଯେପରି ଏକ ଛକାକୁ ବଞ୍ଚାଇଥିଲେ […]
ଲଣ୍ଡନରେ ଚାଲିଛି ୱିମ୍ବିଲ୍ଡନ ଟେନିସ ଚାମ୍ପିୟନସିପ ମ୍ୟାଚ। ଏହାର କିଛି ଦୃଶ୍ୟ କଏଦ ହୋଇଛି କ୍ୟାମେରାରେ। ମ୍ୟାଚ୍ର ଚତୁର୍ଥ ଦିନରେ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍ ସମୟରେ ଫ୍ରାନ୍ସର ଗେଲ୍ ମୋନଫିଲ୍ସ
ଅବୁଧାବି: ଚଳିତ ଆଇପିଏଲର ୩୭ତମ ମ୍ୟାଚ୍ରେ ଆଜି ମହେନ୍ଦ୍ର ସିଂ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ ଓ ଷ୍ଟିଭ୍ ସ୍ମିଥ୍ଙ୍କ ରାଜସ୍ଥାନ ରୟାଲ୍ସ ମୁହାଁମୁହିଁ ହେଉଛନ୍ତି। ଏହି ମ୍ୟାଚ୍ରେ ଚେନ୍ନାଇ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ରାଜସ୍ଥାନ ପ୍ରଥମେ ବୋଲିଂ ଭାର ସମ୍ଭାଳିବ। ଚେନ୍ନାଇ ତା’ର ଚୂଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ କରିଛି। ଡ୍ୱେନ ବ୍ରାଭୋ ଏବଂ କରନ ଶର୍ମାଙ୍କୁ ଆଜି ବେଞ୍ଚରେ ବସାଯାଇଛି। ତାଙ୍କ ବଦଳରେ ଜୋଶ ହେଜେଲଉଡ୍ ଓ […]
ଅବୁଧାବି: ଆଇପିଏଲର ୩୭ ତମ ମ୍ୟାଚ୍ରେ ଧୋନୀ ବାହିନୀ ଆଜି ବେଶି ସ୍କୋର କରିବାକୁ ସକ୍ଷମ ହୋଇନି। ଦଳ ୨୦ ଓଭର୍ରେ ୫ ୱିକେଟ ହରାଇ ୧୨୫ ରନ୍ କରିପାରିଛି। ଫଳରେ ରାଜସ୍ଥାନକୁ ଏହି ମ୍ୟାଚ୍ ଜିତିବା ପାଇଁ ୧୨୬ ରନ୍ର ଟର୍ଗେଟ ମିଳିଛି। ଏହି ମ୍ୟାଚ୍ରେ ଧୋନି ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ଦଳ ରାଜସ୍ଥାନ ରୟାଲ୍ସର ବୋଲରଙ୍କୁ ସାମ୍ନା କରିପାରିନଥିଲା। ଯାହା ଫଳରେ ଚେନ୍ନାଇ ବଡ଼ ସ୍କୋର କରିବାରୁ ବଞ୍ଚିତ […]
ଦୁବାଇ:ଚେନ୍ନାଇ ସୁପରକିଙ୍ଗସ୍ କ୍ୟାପ୍ଟେନ ମହେନ୍ଦ୍ର ସିଂ ଧୋନିଙ୍କ ଟିମ୍ ଚଳିତ ଆଇପିଏଲ-୨୦୨୦ରେ ୭ମ ଥର ପାଇଁ ପରାଜୟକୁ ସାମ୍ନା କରିଛି। ଏହା ଉପରେ ପ୍ରତିକ୍ରିୟା ରଖି ଧୋନି କହିଛନ୍ତି, ତାଙ୍କର ଟିମ୍ ପରିଣାମ ନୁହେଁ, ପ୍ରକ୍ରିୟା ଉପରେ ଗୁରୁତ୍ୱ ଦେବା ଉଚିତ୍। ଆଉ ଏଥିପାଇଁ ତାଙ୍କୁ ଆଗକୁ ଦୃଢ ପଦକ୍ଷେପ ନେବାକୁ ପଡ଼ିବ। ଚେନ୍ନାଇ ଟିମ୍ ରାଜସ୍ଥାନ ରୟାଲ୍ସ ବିରୋଧରେ ୫ ୱିକେଟରେ ୧୨୫ ରନ କରିପାରି ଥିଲା। ୭ ୱିକେଟରେ ମ୍ୟାଚ ହାରି ଯାଇଥିଲା। ଚେନ୍ନାଇ […]
ଦୁବାଇ: ଦିଲ୍ଲୀ କ୍ୟାପିଟାଲ୍ ଓପନ୍ର ବ୍ୟାଟ୍ସମ୍ୟାନ୍ ଶିଖର ଧାୱନଙ୍କ ଧମାକା। ଆଇପିଏଲ୍ର ୫ମ ବ୍ୟାଟ୍ସମ୍ୟାନ୍ ଭାବେ ୫ ହଜାର ରନ୍ ପୂରଣ କଲେ ଶିଖର। ଚଳିତ ଆଇପିଏଲ୍ ସିଜନରେ ଶିଖର ଧାୱନଙ୍କ ଜବରଦସ୍ତ ଫର୍ମ ଜାରି ରହିଛି। ବିଶେଷକରି ଗତ ୩ଟି ମ୍ୟାଚ୍ରେ ଶିଖର ୬୯, ୫୭ ଓ ୧୦୧ ରନ୍ କରିଛନ୍ତି। ଚଳିତ ଆଇପିଏଲ୍ ସେ ଦ୍ୱିତୀୟ ସର୍ବାଧିକ ସ୍କୋର୍ କରିଥିବା ବ୍ୟାଟ୍ସମ୍ୟାନ୍ ଭାବେ ୪୨୧ ରନ୍ ସଂଗ୍ରହ କରିଛନ୍ତି। ଏହି ତାଲିକାରେ ପ୍ରଥମ ସ୍ଥାନରେ […]
ଦୁବାଇ: ଗତକାଲିର ଆଇପିଏଲ ମ୍ୟାଚ୍ରେ ପଞ୍ଜାବଠାରୁ ହାରିବା ଆମ ଆଖି ଖୋଲିବା ସହ ସମାନ ବୋଲି ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଶ୍ରେୟସ ଆୟାର କହିଛନ୍ତି। ଆମକୁ ଏଥିପ୍ରତି ଅଧିକ ଦାୟୀତ୍ୱବାନ ହେବାକୁ ପଡ଼ିବ। ଧୱନଙ୍କୁ ଛାଡ଼ି ଅନ୍ୟ ଖେଳାଳୀମାନେ ଅଧିକ ସଜାଗର ସହ ଖେଳିବାର ଆବଶ୍ୟକ ରହିଛି ବୋଲି ସେ କହିଛନ୍ତି। ଗତକାଲି ଅର୍ଥାତ ମଙ୍ଗଳବାର ଆଇପିଏଲର ୩୮ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗସ ଏକାଦଶ ପଞ୍ଜାବ ମୁହାଁମୁହିଁ ହେଇଥିଲେ। ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ […]
ଆବୁ ଧାବି: ଚଳିତ ଆଇପିଏଲର ୩୯ତମ ମୁକାବିଲାରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ଓ କୋଲକାତା ନାଇଟ୍ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି କୋଲକାତା ନାଇଟ୍ ରାଇଡର୍ସର ଅଧିନାୟକ ଇଅନ୍ ମୋର୍ଗାନ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆରସିବି ପ୍ରଥମେ ବୋଲିଂ କରିବ। ଆଜିର ମ୍ୟାଚ୍ ପାଇଁ କୋଲକାତା ଦଳରେ ଦୁଇଟି ପରିବର୍ତ୍ତନ କରିଛି। ଆନ୍ଦ୍ରେ ରସେଲଙ୍କ ସ୍ଥାନରେ ବାଣ୍ଟମଙ୍କୁ ସାମିଲ କରାଯାଇଥିବା ବେଳେ ଶିବମ ମାଭିଙ୍କ ସ୍ଥାନରେ ପ୍ରସିଦ୍ଧ କ୍ରିଷ୍ଣା […]
ଆବୁଧାବି: ଆଇପିଏଲ୍ ମହାସମର କୋଲକାତାକୁ ୮ ଓ୍ୱିକେଟ୍ରେ ହରାଇ ବାଙ୍ଗାଲୋର ସପ୍ତମ ବିଜୟ ହାସଲ କରିଛି। ଗତକାଲି ଆବୁଧାବିରେ ଖେଳାଯାଇଥିବା ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସକୁ ୮ ଓ୍ୱିକେଟରେ ପରାସ୍ତ କରିଛି ରୟାଲ ଚ୍ୟାଲେଞ୍ଜର୍ସ । ବାଙ୍ଗାଲୋର କୋଲକାତା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଓ୍ୱିକେଟ୍ ହରାଇ ମାତ୍ର ୮୪ ରନ୍ କରିଥିଲା । ଚଳିତ ଆଇପିଏଲ୍ ସିଜନ୍ରେ ଏହା ସବୁୁଠୁ କମ୍ ସ୍କୋର। ୮୫ ରନ୍ ଟାର୍ଗେଟକୁ ପିଛା କରି ବାଙ୍ଗାଲୋର ମାତ୍ର […]
ଦୁବାଇ: ଚଳିତ ଆଇପିଏଲର ୪୦ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ ଦୁବାଇ ଇଣ୍ଟରନ୍ୟାଶନାଲ୍ ଷ୍ଟାଡିୟମରେ ଖେଳାଯାଉଛି। ଟସ୍ ଜିତି ସନରାଇଜର୍ସ ହାଇଦ୍ରାବାଦ କ୍ୟାପଟେନ୍ ଡେଭିଡ୍ ୱାର୍ଣ୍ଣର୍ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୫୪ ରନ୍ କରିବାକୁ ସକ୍ଷମ ହୋଇଛି। ତେବେ ଏସ୍ଆରଏଚ ୧୫୫ ରନ୍ ଟାର୍ଗେଟ୍ର ପିଛା କରି ପଡ଼ିଆକୁ ଓହ୍ଲାଇଛି। ରାଜସ୍ଥାନ […]
ନୂଆଦିଲ୍ଲୀ: ଆଇପିଏଲକୁ ନେଇ ବଡ଼ ଧରଣର ବେଟିଂ । ଜବତ ହେଲା ବିପୁଳ ପରିମାଣର ଟଙ୍କା । ରାଜସ୍ଥାନ ଜୟପୁରରେ ଆଇପିଏଲ୍ ବେଟିଂ ବେଳେ ଜବତ ହୋଇଛି ୪ କୋଟି ଟଙ୍କା । ଜୟପୁର ପୋଲିସ ୪ କୋଟି ଟଙ୍କା ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କଠାରୁ ୧୯ଟି ମୋବାଇଲ୍ ଫୋନ୍ ଏବଂ ୨ଟି ନୋଟ୍ ଗଣିବା ମେସିନ୍ ମଧ୍ୟ ଜବତ କରାଯାଇଛି। ଆଇପିଏଲ୍ ଚାଲିଥିବା ବେଳେ ଏହାକୁ ନେଇ ଜୁଆ […]
ନୂଆଦିଲ୍ଲୀ: ୧୯୮୩ ବିଶ୍ୱକପ ବିଜେତା ଭାରତର କ୍ରିକେଟ୍ କିମ୍ବଦନ୍ତି କପିଲ ଦେବଙ୍କୁ ହୃଦଘାତ ଶିକାର ହୋଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଆଞ୍ଜିଓପ୍ଲାଷ୍ଟିକ୍ ଚିକିତ୍ସା ପୂର୍ବରୁ ତାଙ୍କ ହାର୍ଟଆଟାକ ହୋଇଛି। ତେବେ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ୬୧ ବର୍ଷୀୟ କପିଲଙ୍କୁ ହୃଦ୍ଘାତ ହୋଇଥିବା ଖବର ଆସିବା ପରେ କ୍ରିକେଟ ଜଗତରୁ ଆରୋଗ୍ୟ କାମନାର ସୁଆ ଛୁଟିଛି। କପିଲଙ୍କ ଅସୁସ୍ଥତା ନେଇ ପୂର୍ବତନ କ୍ରିକେଟର ମଦନ ଲାଲ୍ ସୁଚନା ଦେଇଥିଲେ। କପିଲ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ […]
ଶାରଜା:ଆଇପିଏଲର ୪୧ ତମ ମ୍ୟାଚ୍ରେ ସୁପର୍ କିଙ୍ଗସ୍ ଓ ଡିଫେଣ୍ଡିଂ ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଚେନ୍ନାଇ ଟିମ୍ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ଧୋନୀ ବାହିନୀ ଆଜି ବଡ଼ ସ୍କୋର କରିବାକୁ ସକ୍ଷମ ହୋଇନି। ଦଳ ମୁମ୍ବାଇ ଇଣ୍ଡିଆନ୍ସର ବୋଲରଙ୍କୁ ସାମ୍ନା କରିପାରିନଥିଲା। ଯାହା ଫଳରେ ଚେନ୍ନାଇ ବଡ଼ ସ୍କୋର କରିବାରୁ ବଞ୍ଚିତ ହୋଇଥିଲା। ଦଳ ୨୦ […]
ନୂଆଦିଲ୍ଲୀ: ଅସୁସ୍ଥ ହୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିବା କିମ୍ବଦନ୍ତୀ କ୍ରିକେଟର କପିଲ୍ ଦେବଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ ଅଛି। ହସ୍ପିଟାଲ୍ ବେଡ୍ରୁ ସାମ୍ନାକୁ ଆସିଥିବା ତାଙ୍କର ଏହି ପ୍ରଥମ ଫଟୋ ଏବେ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପୂର୍ବତନ ଭାରତୀୟ ଅନ୍ତର୍ଜାତୀୟ କ୍ରିକେଟର ଚେତନ୍ ଶର୍ମା ଏହି ଫଟୋକୁ ଟ୍ୱିଟ୍ରରେ ଶେଆର କରି ଲେଖିଛନ୍ତି, ‘ଅପରେସନ୍ ପରେ କପିଲ୍ ପା ଜୀ ବର୍ତ୍ତମାନ ଠିକ୍ ଅଛନ୍ତି। ସେ ତାଙ୍କ ଝିଅ ଅମ୍ୟାଙ୍କ ସହ ବସିଛନ୍ତି। ଜୟ […]
ଦୁବାଇ: ଚଳିତ ଆଇପିଏଲର ୪୩ ତମ ମ୍ୟାଚ୍ରେ ସନ୍ ରାଇଜର୍ସ ହାଇଦ୍ରାବାଦ ଓ କିଙ୍ଗ୍ସ ଇଲେଭେନ୍ ପଞ୍ଜାବ ମୁହାଁମୁହିଁ ହେଇଛନ୍ତି। ଏହି ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଉଛି। ଏହି ମ୍ୟାଚ୍ରେ ସନ ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ଣ୍ଣର ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ପଞ୍ଜାବ ଅଧିନାୟକ କେ.ଏଲ୍ ରାହୁଲ ବ୍ୟାଟିଂ ଭାର ସମ୍ଭାଳି ଥିଲେ। କିଙ୍ଗସ ଏକାଦଶ ପଞ୍ଜାବ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭର୍ରେ […]
ମୁମ୍ବାଇ: ଭାରତର ପ୍ରଥମ ବିଶ୍ୱକପ୍ ବିଜେତା କ୍ୟାପ୍ଟେନ୍ କପିଲ ଦେବ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି। ହାର୍ଟଆଟାକ୍ର ପରେ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା ପାଇଁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୁଇଦିନ ପରେ ଆଜି ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି କପିଲ। ଏନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦେଇ କୁହାଯାଇଛି ଯେ ଆଜି ଅପରାହ୍ନରେ କପିଲ ଦେବ ଡାକ୍ତରଖାନାରୁ ଡିସ୍ଚାର୍ଜ ହୋଇଛନ୍ତି। ସେ ଏବେ ସୁସ୍ଥ ଅଛନ୍ତି। ଖୁବଶୀଘ୍ର ସେ ତାଙ୍କ ପୂର୍ବ କାର୍ଯ୍ୟଶୈଳୀକୁ ଫେରିବେ। ତେବେ ବର୍ତ୍ତମାନ ପାଇଁ ନିୟମିତ […]
ନୂଆଦିଲ୍ଲୀ:ରାଜସ୍ଥାନ ରୟାଲ୍ସର ବିଜୟ ସହିତ ଚେନ୍ନାଇ ସୁପରକିଙ୍ଗସ୍ ପ୍ଲେଅଫ ରେସ୍ରୁ ବାହାରି ଯାଇଛି। ରାଜସ୍ଥାନ ଟିମ୍ ପଏଣ୍ଟ ଟେବୁଲ୍ରେ ଏବେ ୧୦ ଅଙ୍କ ସହ ୭ମ ନମ୍ବରରେ ରହିଛି। ତେବା ରାଜସ୍ଥାନର ବିଜୟ ଏବେ ପ୍ଲେଅଫର ରେସ୍କୁ ଆହୁରି ଟ୍ୱିଷ୍ଟ କରିଛି। ସେହୱାଗ ମଧ୍ୟ ଏହି ମଜାଦାର ସମୀକରଣକୁ ନେଇ ଟ୍ୱିଟ୍ କରିଛନ୍ତି। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଚେନ୍ନାଇ ସୁପରକିଙ୍ଗସ୍ ଆଇପିଏଲ ପ୍ଲେଅଫ୍ରୁ ବାହାରି ଯାଇଛି।ଧୋନୀଙ୍କ ପତ୍ନୀ ସାକ୍ଷୀ ମଧ୍ୟ ଟ୍ୱିଟ କରି ରିଆକ୍ସନ ଦେଇଛନ୍ତି। […]
ଦୁବାଇ: ଚଳିତ ଆଇପିଏଲ୍ ମ୍ୟାଚ୍ ଆରମ୍ଭ ହେବା ଦିନ ଠାରୁ ଶାରଜାରେ ରାଜସ୍ଥାନ ଖେଳିଥିବା ପ୍ରଥମ ଦୁଇଟି ମ୍ୟାଚ୍ରେ ସଞ୍ଜୁ ସାମସନ ଅନେକ ପ୍ରଶଂସା ସାଉଁଟି ଥିଲେ। ଲାଗୁଥିଲା ଯେପରି ସଞ୍ଜୁ ସବୁ ମ୍ୟାଚ୍ରେ ଚମକିବେ। ରାଜସ୍ଥାନର ପ୍ରଥମ ମ୍ୟାଚ୍ରେ ସଞ୍ଜୁ ଧୂଆଁଧାର ବ୍ୟାଟିଂ କରିଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚ୍ରେ ସେ ୩୨ ବଲ୍ରେ ୭୪ ରନ୍ କରିଥିଲେ। ଏହା ପର ମ୍ୟାଚ୍ରେ ସେ କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷରେ ୪୫ ବଲ୍ରେ ୮୪ […]
ଶାରଜା: ଚଳିତ ଆଇପିଏଲର ୪୬ ତମ ମୁକାବିଲାରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଓ କୋଲକାତା ନାଇଟ୍ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି କିଙ୍ଗ୍ସ ଏକାଦଶ ପଞ୍ଜାବର ଅଧିନାୟକ କେ.ଏଲ ରାହୁଲ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କେକେଆର ପ୍ରଥମେ ବ୍ୟାଟିଂ କରିବ। ଦୁଇ ଦଳ ପାଇଁ ଆଜିର ମ୍ୟାଚ୍ ବହୁତ ଗୁରୁତ୍ୱପୂର୍ଣ୍ଣ। କାରଣ କେକେଆର ୧୧ଟି ମ୍ୟାଚ୍ ଖେଳି ୬ଟି ଜିତି ୧୨ ପଏଣ୍ଟ ସହ ଟେବୁଲ୍ର ଚତୁର୍ଥ ସ୍ଥାନରେ […]
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା। ଟି-ଟ୍ୱେଣ୍ଟି, ଦିନିକିଆ ଏବଂ ଟେଷ୍ଟ ମ୍ୟାଚ ପାଇଁ ଦଳ ଘୋଷଣା ହୋଇଛି। କ୍ୟାପଟେନ୍ ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ସମସ୍ତ ୩ ଫର୍ମାଟରେ ଦଳ ଘୋଷଣା ହୋଇଛି। ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆ ୩ଟି ଟି-ଟ୍ୱେଣ୍ଟି, ୩ଟି ଦିନିକିଆ ଏବଂ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ। ଟି-ଟ୍ୱେଣ୍ଟି ଦଳ: ବିରାଟ କୋହଲି-ଅଧିନାୟକ, ଶିଖର ଧଓ୍ୱନ, ମୟଙ୍କ ଅଗ୍ରଓ୍ୱାଲ, କେ.ଏଲ. ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ […]
ଶାରଜା: ଚଳିତ ଆଇପିଏଲର ଆଜିର ମ୍ୟାଚ୍ରେ କିଙ୍ଗସ୍ ଇଲେଭେନ୍ ପଞ୍ଜାବ ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଟକ୍କର ଆରମ୍ଭ ହୋଇଛି। କୋଲକାତା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହାଇ ୧୪୯ ରନ୍ କରିବାକୁ ସକ୍ଷମ ହୋଇଛି। ତେବେ ପଞ୍ଜାବକୁ ଏହି ମ୍ୟାଚ୍ ଜିତିବା ପାଇଁ ୧୫୦ ରନ୍ର ପିଛା କରିବାକୁ ପଡ଼ିବ। ଏହି ମ୍ୟାଚ୍ରେ କେକେଆର ପ୍ରାରମ୍ଭିକ ପର୍ଯ୍ୟାୟରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ଶୁବମନ୍ ଗିଲ୍ ଓ କ୍ୟାପଟେନ୍ ଇଆନ୍ […]
ନୂଆଦିଲ୍ଲୀ: କ୍ରିସ ଗେଲ୍ ଓ ମନଦୀପ ସିଂଙ୍କ ଅର୍ଦ୍ଧଶତକ ବଳରେ ସହଜ ବିଜୟ ହାସଲ କଲା କିଙ୍ଗ୍ସ ଇଲେଭେନ୍ ପଞ୍ଜାବ ।କୋଲକାତା ଠାରୁ ୮ ଓ୍ୱିକେଟରେ ଜିତି ପଞ୍ଜାବ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛି । ୧୪୯ ରନର ଟାର୍ଗେଟକୁ ପିଛା କରୁଥିବା ପଞ୍ଜାବ ୭ଟି ବଲ ପୂର୍ବରୁ ମ୍ୟାଚକୁ ଜିତି ନେଇଥିଲା । ଦଳ ପକ୍ଷରୁ କ୍ରିସ୍ ଗେଲ୍ ୨୯ଟି ବଲ୍ରୁ ୫୧ ରନ ଓ ମନଦୀପ ସିଂ ୫୬ଟି ବଲ୍ରୁ ୬୬ […]
ନୂଆଦିଲ୍ଲୀ: ଆଇପିଏଲ୍ ସିଜିନ୍ ୧୩ରେ ବୃହତ ବିଜୟ ହାସଲ କରିଛି ସନ୍ରାଇଜର୍ସ ହାଇଦ୍ରାବାଦ(Sunrisers Hyderabad)। ଦିଲ୍ଲୀ କ୍ୟାପିଟାଲ୍ସ (Delhi Capitals)କୁ ୮୮ ରନ୍ରେ ହରାଇ ହାଇଦ୍ରାବାଦ ବିଜୟୀ ହୋଇଛି । ଗତକାଲି ଦୁବାଇରେ ଖେଳାଯାଇଥିବା ମ୍ୟାଚ୍ରେ ଟସ୍ ଜିତି ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୨ ଓ୍ୱିକେଟ୍ ହରାଇ ୨୧୯ ରନ୍ କରିଥିଲା। ହାଇଦ୍ରାବାଦ ପକ୍ଷରୁ ରିଦ୍ଦିମାନ ଶାହ ସର୍ବାଧିକ ୮୭ ରନ୍ କରିଥିଲେ । ଜବାବରେ ଦିଲ୍ଲୀ ୧୩୧ […]