• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Sports Updates

PM in team India Dressing room
'ଯନ୍ତ୍ରଣା ଜର୍ଜରିତ ଭାରତୀୟ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା '

ଗୋଟିଏ ମ୍ୟାଚ; ଗତ ଚାରି ବର୍ଷର ପରିଶ୍ରମ, ସଂଘର୍ଷ, ଟ୍ରଫି ଜିତିବାର ସ୍ୱପ୍ନକୁ ଚୁରମାର କରି ଦେଇଥିଲା । ପୁରା ଭାରତ ସେଦିନ ବୁକୁ ଫଟା ଯନ୍ତ୍ରଣାରେ ଛଟପଟ ହୋଇଥିଲା ।

Team India breaks down in dressing room
ଦୁଃଖରେ ଭାଙ୍ଗି ପଡ଼ିଲା ଟିମ୍ ଇଣ୍ଡିଆ, ଡ୍ରେସିଂ ରୁମ୍‌ରେ ଦେଖିବାକୁ ମିଳିଲା ଏମିତି ଦୃଶ୍ୟ...

ବିଶ୍ୱକପ୍‌ରେ ପରାଜୟ ପରେ ଦୁଃଖରେ ଭାଙ୍ଗି ପଡ଼ିଲା ଟିମ୍ ଇଣ୍ଡିଆ । କ୍ୟାପଟେନ୍ ରୋହିତ ଶର୍ମାଙ୍କଠୁ ଆରମ୍ଭ କରି କୋହଲି, କେଏଲ୍ ରାହୁଲ, ଜାଡେଜା, ସାମି...ସମସ୍ତେ ଯେମିତି ଏହି କଷ୍ଟକୁ ସହି ପାରି ନାହାନ୍ତି ।

  • Monday, 20 November 2023
amitabh bachchan reaction on india defeated
World Cup 2023: ଟିମ୍ ଇଣ୍ଡିଆ ବିଶ୍ୱକପ୍‌ରେ ପରାଜୟ ପରେ ଏମିତି କହିଲେ ଅମିତାଭ, ଶାହରୁଖ, ରଣବୀର

୨୦୨୩ ବିଶ୍ୱକପ୍‌ରେ ପରାଜୟ ପରେ ଭାରତର ସବୁ ମହଲରେ ଏବେ ଶୋକର ବାତାବରଣ ଖେଳିଯାଇଛି। ଏହାରି ଭିତରେ ଅନେକ କ୍ରିକେଟ୍ ପ୍ରେମୀ ଏବଂ ସେଲିବ୍ରେଟି ଭାରତୀୟ ଟିମ୍‌କୁ ନେଇ ନିଜର ମତାମତ ଦେଉଛନ୍ତି। ସେଲିବ୍ରେଟିମାନେ ଭାରତୀୟ ଖେଳାଳୀଙ୍କ ମନୋବଳକୁ ଦୃଢ କରିବା ନେଇ ଉତ୍ସାହିତ କରୁଥିବା ଦେଖାଯାଏ।

World Cup Trophy
ବିଶ୍ୱକପ୍ ଟ୍ରଫିକୁ ଗୋଡ଼ ତଳେ ରଖିଛନ୍ତି ଅଷ୍ଟ୍ରେଲିଆ ଖେଳାଳି ! ଭାଇରାଲ୍‌ ହେଉଛି ଫଟୋ...

ଗତକାଲି ବିଶ୍ୱକପ୍ ଜିତିବା ପରେ ଅଷ୍ଟ୍ରେଲିଆ ଖେଳାଳି ମିଚେଲ୍ ମାର୍ସ ଟ୍ରଫିକୁ ଗୋଡ଼ ତଳେ ରଖିଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି ।

KRK tweet India will never get a captain like dhoni
World Cup 2023: ଭାରତ ମହେନ୍ଦ୍ର ସିଂହ ଧୋନିଙ୍କ ପରି ଅଧିନାୟକ ପାଇବ ନାହିଁ: KRK

ଭାରତ ହୁଏତ ବିଶ୍ୱକପ୍ ୨୦୨୩୩ର ଫାଇନାଲକୁ ଅଷ୍ଟ୍ରେଲିଆ ଠାରୁ ହାରିଥାଇପାରେ। କିନ୍ତୁ ଭାରତୀୟ ଟିମ୍ ପ୍ରଶଂସକଙ୍କ ହୃଦୟରେ ନିଜର ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି। ପରାଜୟ ସତ୍ତ୍ୱେ ପ୍ରଶଂସକମାନେ ଭାରତୀୟ କ୍ରିକେଟ୍ ଟିମ୍‌କୁ ସମର୍ଥନ କରୁଥିବା ଦେଖାଯାଏ।

Why team india loss World Cup 2023 know 8 reason
World Cup 2023: ଅଷ୍ଟ୍ରେଲିଆ ଠାରୁ କାହିଁକି ହାରିଲା ଭାରତ; ଜାଣନ୍ତୁ ଏହା ପଛର ୮ କାରଣ

ଟିମ୍ ଇଣ୍ଡିଆ ଯେଉଁ ବୋଲିଂ ଆଧାରରେ ଏଯାଏ ପହଞ୍ଚିଥିଲା ସେହି ବୋଲିଂ ଫାଇନାଲରେ ପ୍ରଭାବହୀନ ହୋଇଗଲା। ଭାରତୀୟ ଖେଳାଳିମାନେ କେବଳ ବୋଲିଂରେ ନୁହେଁ ବ୍ୟାଟିଂରେ ମଧ୍ୟ ଫ୍ଲପ୍ ହୋଇଥିଲେ। ଭାରତୀୟ ଟିମ୍‌ର ଏଭଳି ସାଙ୍ଘାତିକ ପରିସ୍ଥିତି ପାଇଁ ଅନେକ କାରଣ ରହିଛି। ଆସନ୍ତୁ ଏହାର ୮ଟି କାରଣ ଉପରେ ନଜର ପକେଇ ନେବା।

ICC World Cup
ବିଶ୍ୱକପ୍‌ ଫାଇନାଲରେ ହାରିଲା ଭାରତ; କପ୍‌ ନେଇଗଲା କଙ୍ଗାରୁଦଳ

କଙ୍ଗାରୁ ଦଳ ମାତ୍ର ୪୩ ଓଭରରେ ୨୪୦ରନ୍‌ କରିବାରେ ସମର୍ଥ ହୋଇଥିଲା । ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ଭାରତ ହାରିଛି । ଅଷ୍ଟ୍ରେଲିଆ ଠାରୁ ୬ ୱିକେଟ୍‌ରେ ହାରିଲା ଭାରତ ।

INDvAUS
ଅଟକିଛି ୧୪୦ କୋଟି ହୃତ୍‌ତ୍ସ୍ପନ୍ଦନ, ସାରା ଦେଶକୁ କ୍ରିକେଟ୍ ଫିଭର୍

କ୍ରିକେଟ୍ ଫିଭରରେ କମ୍ପୁଛି ସାରା ଦେଶ... ଶୁଭୁଛି ଇଣ୍ଡିଆ ଇଣ୍ଡିଆ । ଗାଁରୁ ସହର, ପିଲା ଠୁ ବୟସ୍କ, ପୁରୁଷ-ମହିଳା... ଏପରିକି ଦେଶର ସିପାହୀ । ସଭିଏଁ ଆଜି କ୍ରିକେଟ୍ ଫ୍ୟାନ୍ ।

ICC World Cup
ଫାଇନାଲରେ ହାରିଲା ଭାରତ; ବିଶ୍ୱବିଜୟୀ ହେଲା କଙ୍ଗାରୁଦଳ

କଙ୍ଗାରୁ ଦଳ ମାତ୍ର ୪୩ ଓଭରରେ ୨୪୦ରନ୍‌ କରିବାରେ ସମର୍ଥ ହୋଇଥିଲା । ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ଭାରତ ହାରିଛି । ଅଷ୍ଟ୍ରେଲିଆ ଠାରୁ ୬ ୱିକେଟ୍‌ରେ ହାରିଲା ଭାରତ ।

INDvAUS
ଅଟକିଛି ୧୪୦ କୋଟି ହୃତ୍‌ତ୍ସ୍ପନ୍ଦନ, ସାରା ଦେଶକୁ କ୍ରିକେଟ୍ ଫିଭର୍

କ୍ରିକେଟ୍ ଫିଭରରେ କମ୍ପୁଛି ସାରା ଦେଶ... ଶୁଭୁଛି ଇଣ୍ଡିଆ ଇଣ୍ଡିଆ । ଗାଁରୁ ସହର, ପିଲା ଠୁ ବୟସ୍କ, ପୁରୁଷ-ମହିଳା... ଏପରିକି ଦେଶର ସିପାହୀ । ସଭିଏଁ ଆଜି କ୍ରିକେଟ୍ ଫ୍ୟାନ୍ ।

rajinikanth confident india will lift the cricket world cup 2023 trophy
World Cup 2023: ରଜନୀକାନ୍ତଙ୍କ ଭବିଷ୍ୟବାଣୀ; ସାମିଙ୍କ ଯୋଗୁଁ ଜିତିବ ଭାରତ

ସାମିଙ୍କ ଯୋଗୁଁ ଭାରତ କ୍ରିକେଟ୍ ବିଶ୍ୱକପ ୨୦୨୩ ଜିତିବ ବୋଲି ରଜନୀକାନ୍ତ କରିଛନ୍ତି ଭବିଷ୍ୟବାଣୀ। ତେବେ ଆଜିର ଫାଇନାଲ ମ୍ୟାଚ୍‌କୁ ନେଇ ଅନେକଙ୍କ ମଧ୍ୟରେ ସନ୍ଦେହ ରହିଛି। ଏଭଳି ପରିସ୍ଥିତିରେ ରଜନୀକାନ୍ତଙ୍କ ଏହି ଭବିଷ୍ୟବାଣୀ ସତ ହେବ କି?

World Cup Final
World Cup 2023; ପ୍ରଥମ ୱିକେଟ୍‌ ନେଲା ଭାରତ

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ ଭାରତ ବ୍ୟାଟିଂ କରିଥିଲା । ୫୦ ଓଭରରେ ୨୪୦ ରନରେ ସୀମିତ ରହିଥିଲା ଭାରତ । ୨୪୧ ରନ କଲେ ଷଷ୍ଠ ଥର ବିଶ୍ୱ ବିଜେତା ହେବ ଅଷ୍ଟ୍ରେଲିଆ । କେଏଲ ରାହୁଲ ୬୬ ରନ ସହ ସର୍ବୋଚ୍ଚ ସ୍କୋରର୍ ।

INDIA all out
ସରିଲା ଭାରତର ବ୍ୟାଟିଂ, ଅଷ୍ଟ୍ରେଲିଆକୁ ୨୪୧ ରନର ଟାର୍ଗେଟ

ବିଶ୍ୱକପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ । ଫାଇନାଲରେ ମନ୍ଥର ବ୍ୟାଟିଂ କଲା ଭାରତ ।

Pro-Palestine
ବିଶ୍ୱକପ୍ ଫାଇନାଲରେ ବଡଧରଣର ତ୍ରୁଟି; ଭାଙ୍ଗିଲା ସୁରକ୍ଷାବଳୟ

ଯୁବକ ଜଣକ ପାଲେଷ୍ଟାଇନ ପତାକା ଧରି କୋହଲିଙ୍କ କାନ୍ଧରେ ହାତ ପକାଇଥିଲେ । ଏପରି ଘଟଣା ଘଟିବା ପରେ ସଙ୍ଗେ ସଙ୍ଗେ ସୁରକ୍ଷାକର୍ମୀ ପଡ଼ିଆକୁ ଯାଇ ଯୁବକକୁ କାବୁ କରିଥିଲେ ।

World Cup 2023 Final
ନିରାଶ କଲେ ବିରାଟ; ଅର୍ଦ୍ଧଶତକ ପରେ ଆଉଟ୍‌

ପ୍ରଥମେ ରୋହିତ ଶର୍ମା ଓ ପରେ ବିରାଟଙ୍କ ବୋଲ୍ଡ କ୍ରିକେଟ୍‌ ପ୍ରେମୀଙ୍କୁ ଶକ୍ତ ଧକ୍କା ଦେଇଛି । ବିରାଟଙ୍କ ଏପରି ଆଉଟ୍‌ ହେବା କ୍ରିକେଟ୍‌ ପ୍ରେମୀଙ୍କ ମଧ୍ୟରେ ଦୁଃଖ ଆଣି ଦେଇଛି ।

Knowledge what is gully cricket
କ୍ରିକେଟ୍‌ରେ ଗଲୀ ପୋଜିସନ କ’ଣ; କିଏ ଆବିଷ୍କାର କଲେ ଏହି ଫିଲ୍ଡିଂ ପୋଜିସନ୍

ଯେତେବେଳେ ଆମେ ଇଂରାଜୀରେ Gully ଗଲୀ ବୋଲି ଲେଖୁ ଏହା ଗଳି, ଡ୍ରେନ୍, ସଂକୀର୍ଣ୍ଣ ରାସ୍ତା ଆଦିକୁ ବୁଝାଏ। ତେବେ କ୍ରିକେଟର କଥା କହିଲେ ଗଲୀ ପୋଜିଜନ୍‌କୁ ସ୍ଲିପ୍ ମଝିରେ ଥିବା ସଂକୀର୍ଣ୍ଣ ଚ୍ୟାନେଲ୍ କିମ୍ବା ପଏଣ୍ଟକୁ ବୁଝାଏ। କେମିତି ଆସିଲା ଏହି ଶବ୍ଦ…

World Cup
ଭାରତ ଜିତିଲେ World Cup ବଣ୍ଟାଯିବ ୧୦୦ କୋଟି !

ପୁନିତ ଗୁପ୍ତା ଆହୁରି ଲେଖିଛନ୍ତି ଗତଥର ମୋ ସାଥୀରେ କେବଳ କିଛି ସାଥୀଥିଲେ । ଯାହାଙ୍କ ସହ ମୁଁ ଖୁସି ବାଣ୍ଟିଥିଲି । କିନ୍ତୁ ଏଥର ମୋସହ କିଛି ଆଷ୍ଟ୍ରୋଟକ୍‌ ୟୁଜର୍ସ ଅଛନ୍ତି । ମୁଁ ତାଙ୍କ ସହ କିଛି କରିବାକୁ ଚାହୁଁଛି ।

Ind Vs Aus
ବିଶ୍ୱକପ୍‌ ଫାଇନାଲ୍‌: ଟସ୍‌ ଜିତି ବୋଲିଂ କରିବ ଅଷ୍ଟ୍ରେଲିଆ

ଟସ୍‌ ଜିତି ବୋଲିଂ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି ନେଇଛି ।

Parking regulation for Final  match
ଷ୍ଟାଡ଼ିୟମ ଭିତରେ ତାତି, ବାହାରେ ଭିଡ଼; ପାର୍କିଂ ପାଇଁ ୨୩ଟି ପାର୍କିଂ ପ୍ଳଟ

ଆଜି ଉଭୟ ଦଳ ପାଇଁ ମହାମଞ୍ଚ ପ୍ରସ୍ତୁତ । ଯିଏ ଜିତିବ ସେ ହେବ ବିଶ୍ୱ ବିଜେତା । ମୋଟ ଉପରେ କହିବାକୁ ଗଲେ ଭାରତ ଜବରଦସ୍ତ ଫର୍ମରେ ଥିବା ବେଳେ ଲଗାତାର ୮ଟି ମ୍ୟାଚ ଜିତି ଅଷ୍ଟ୍ରେଲିଆର ଆତ୍ମ ବିଶ୍ୱାସ ମଧ୍ୟ ଉଚ୍ଚା ରହିଛି ।

 India vs Australia
ଆଜି ବିଶ୍ୱକପ୍ ଗ୍ରାଣ୍ଡ ଫିନାଲେ: ଅହମ୍ମଦାବାଦରେ ଭାରତ-ଅଷ୍ଟ୍ରେଲିଆ ମହାମୁକାବିଲା

ସୁପର ସଣ୍ଡେରେ ହେବ ସୁପର ଫାଇଟ୍... ଫାଇନାଲ ଜିତି ଟାଇଟଲ କବଜା ଲକ୍ଷ୍ୟରେ ଟିମ ଇଣ୍ଡିଆ ... ଲକ୍ଷାଧିକ ଫ୍ୟାନଙ୍କ ଉପସ୍ଥିତିରେ କମ୍ପିବ ମୈଦାନ ...

Varanasi's Dashashwamedh Ghat
ଟିମ୍ ଇଣ୍ଡିଆର ବିଜୟ ମନାସି ପୂଜାର୍ଚ୍ଚନା, ବାରାଣାସୀର ଦଶାଶ୍ୱମେଧ ଘାଟରେ ସ୍ୱତନ୍ତ୍ର ଆଳତି

ଭାରତ ମାତା କି ଜୟ ନାରାରେ କମ୍ପିଲା ଘାଟ....ଗଙ୍ଗା ସେବା ନିଧି ପକ୍ଷରୁ ହୋଇଥିବା ଏହି ଆଳତିରେ ଶତାଧିକ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ...

Rohit Sharma on Dravid
‘ରାହୁଲ ଦ୍ରାବିଡ଼ଙ୍କ ପାଇଁ ବିଶ୍ୱକପ୍‌ ଜିତିବାକୁ ଚାହୁଁଛୁ’: ରୋହିତ ଶର୍ମା

ଫାଇନାଲ ପୂର୍ବରୁ ଆଜି ସାମ୍ବାଦିକ ସମ୍ମିଳନୀ କରିଥିଲେ ଅଧିନାୟକ ରୋହିତ ଶର୍ମା । ଏହି ସାମ୍ବାଦିକ ସମ୍ମିଳନୀରେ ରାହୁଲ ଦ୍ରାବିଡଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ରୋହିତ । ଚଳିତ ବିଶ୍ୱକପ୍‌ ଦଳର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡଙ୍କ ପାଇଁ ଜିତିବାକୁ ଚାହୁଁଛନ୍ତି ବୋଲି ସେ କହିଛନ୍ତି ।

World Cup Final
ଗ୍ରାଣ୍ଡ ଫିନାଲେ ପୂର୍ବରୁ ଦେଶବ୍ୟାପୀ କ୍ରିକେଟ୍ ଜ୍ୱର, ୨୦୦୩ର ବଦଲା ନେବାକୁ ପ୍ରସ୍ତୁତ ରୋହିତ୍ ବ୍ରିଗେଡ

ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।

World Cup Final
ଗ୍ରାଣ୍ଡ ଫିନାଲେ ପୂର୍ବରୁ ଦେଶବ୍ୟାପୀ କ୍ରିକେଟ୍ ଜ୍ୱର, ୨୦୦୩ର ବଦଲା ନେବାକୁ ପ୍ରସ୍ତୁତ ରୋହିତ୍ ବ୍ରିଗେଡ

ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।

 India Vs Australia Final 2023 tomorrow
ବିଶ୍ୱକପ୍ ଟ୍ରଫି ପାଇଁ ଲଢ଼େଇ: ଅଷ୍ଟ୍ରେଲିଆକୁ ହରାଇ ଚାମ୍ପିୟନ ହେବା ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ

୫ ଥରର ବିଶ୍ୱକପ୍ ବିଜେତା ଅଷ୍ଟ୍ରେଲିଆକୁ ହରାଇ ତୃତୀୟ ଥର ଚାମ୍ପିୟନ ହେବାକୁ ପ୍ରାଣପଣେ ଚେଷ୍ଟା କରିବ ଭାରତ । ଚଳିତ ବିଶ୍ୱକପ୍‌ରେ ଅପରାଜେୟ ରହିଛି ଘରୋଇ ଟିମ୍ ।

  • Saturday, 18 November 2023