ଯେତେବେଳେ ଆମେ ଇଂରାଜୀରେ Gully ଗଲୀ ବୋଲି ଲେଖୁ ଏହା ଗଳି, ଡ୍ରେନ୍, ସଂକୀର୍ଣ୍ଣ ରାସ୍ତା ଆଦିକୁ ବୁଝାଏ। ତେବେ କ୍ରିକେଟର କଥା କହିଲେ ଗଲୀ ପୋଜିଜନ୍କୁ ସ୍ଲିପ୍ ମଝିରେ ଥିବା ସଂକୀର୍ଣ୍ଣ ଚ୍ୟାନେଲ୍ କିମ୍ବା ପଏଣ୍ଟକୁ ବୁଝାଏ। କେମିତି ଆସିଲା ଏହି ଶବ୍ଦ…
ପୁନିତ ଗୁପ୍ତା ଆହୁରି ଲେଖିଛନ୍ତି ଗତଥର ମୋ ସାଥୀରେ କେବଳ କିଛି ସାଥୀଥିଲେ । ଯାହାଙ୍କ ସହ ମୁଁ ଖୁସି ବାଣ୍ଟିଥିଲି । କିନ୍ତୁ ଏଥର ମୋସହ କିଛି ଆଷ୍ଟ୍ରୋଟକ୍ ୟୁଜର୍ସ ଅଛନ୍ତି । ମୁଁ ତାଙ୍କ ସହ କିଛି କରିବାକୁ ଚାହୁଁଛି ।
ଟସ୍ ଜିତି ବୋଲିଂ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି ନେଇଛି ।
ଆଜି ଉଭୟ ଦଳ ପାଇଁ ମହାମଞ୍ଚ ପ୍ରସ୍ତୁତ । ଯିଏ ଜିତିବ ସେ ହେବ ବିଶ୍ୱ ବିଜେତା । ମୋଟ ଉପରେ କହିବାକୁ ଗଲେ ଭାରତ ଜବରଦସ୍ତ ଫର୍ମରେ ଥିବା ବେଳେ ଲଗାତାର ୮ଟି ମ୍ୟାଚ ଜିତି ଅଷ୍ଟ୍ରେଲିଆର ଆତ୍ମ ବିଶ୍ୱାସ ମଧ୍ୟ ଉଚ୍ଚା ରହିଛି ।
ସୁପର ସଣ୍ଡେରେ ହେବ ସୁପର ଫାଇଟ୍... ଫାଇନାଲ ଜିତି ଟାଇଟଲ କବଜା ଲକ୍ଷ୍ୟରେ ଟିମ ଇଣ୍ଡିଆ ... ଲକ୍ଷାଧିକ ଫ୍ୟାନଙ୍କ ଉପସ୍ଥିତିରେ କମ୍ପିବ ମୈଦାନ ...
ଭାରତ ମାତା କି ଜୟ ନାରାରେ କମ୍ପିଲା ଘାଟ....ଗଙ୍ଗା ସେବା ନିଧି ପକ୍ଷରୁ ହୋଇଥିବା ଏହି ଆଳତିରେ ଶତାଧିକ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ...
ଫାଇନାଲ ପୂର୍ବରୁ ଆଜି ସାମ୍ବାଦିକ ସମ୍ମିଳନୀ କରିଥିଲେ ଅଧିନାୟକ ରୋହିତ ଶର୍ମା । ଏହି ସାମ୍ବାଦିକ ସମ୍ମିଳନୀରେ ରାହୁଲ ଦ୍ରାବିଡଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ରୋହିତ । ଚଳିତ ବିଶ୍ୱକପ୍ ଦଳର ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡଙ୍କ ପାଇଁ ଜିତିବାକୁ ଚାହୁଁଛନ୍ତି ବୋଲି ସେ କହିଛନ୍ତି ।
ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।
ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।
୫ ଥରର ବିଶ୍ୱକପ୍ ବିଜେତା ଅଷ୍ଟ୍ରେଲିଆକୁ ହରାଇ ତୃତୀୟ ଥର ଚାମ୍ପିୟନ ହେବାକୁ ପ୍ରାଣପଣେ ଚେଷ୍ଟା କରିବ ଭାରତ । ଚଳିତ ବିଶ୍ୱକପ୍ରେ ଅପରାଜେୟ ରହିଛି ଘରୋଇ ଟିମ୍ ।
ଆସନ୍ତାକାଲି ଖେଳାଯିବ ବିଶ୍ୱକପ ଫାଇନାଲ ମ୍ୟାଚ । ଅହମଦାବାଦରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ ।
ବିଶ୍ୱକପରେ ସୂର୍ଯ୍ୟକିରଣ ଟିମର ଜଲୱା । ବିଶ୍ୱକପ୍ ଫାଇନାଲ୍ ପୂର୍ବରୁ ଆକାଶରେ ସୂର୍ଯ୍ୟ କିରଣ ଏରୋବାଟିକ୍ ଟିମ୍ ଦେଖାଇବ ଜଲୱା ।
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ବିଶ୍ବକପର ଫାଇନାଲ ଫାଇଟ୍ । ସୁପରସଣ୍ଡେରେ ହେବ ସୁପର ମୁକାବିଲା ।
ଚଳିତ ବିଶ୍ୱକପ୍ରେ ପ୍ରତିଶୋଧ ନେବା ମୁଡ୍ରେ ରହିଛି ଭାରତ। ପ୍ରଥମେ ନ୍ୟୁଜିଲାଣ୍ଡଠାରୁ ୨୦୧୯ ସେମି ଫାଇନାଲ ହାରିବାର ପ୍ରତିଶୋଧ ନେବା ପରେ ଏବେ ଅଷ୍ଟ୍ରେଲିଆକୁ ଫାଇନାଲରେ ପରାସ୍ତ କରି ୨୦୦୩ର ବଦଲା ନେବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ।
ଦ୍ୱିତୀୟ ଦଳ ଭାବେ ବିଶ୍ୱକପ୍ ଫାଇନାଲ୍ରେ ପହଞ୍ଚିଲା ଅଷ୍ଟ୍ରେଲିଆ। ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୩ ୱିକେଟରେ ହରାଇ ହାତେଇଲା ଫାଇନାଲ୍ ଟିକେଟ୍।
ଟିମ୍ ଇଣ୍ଡିଆ ହାତ ପାହାନ୍ତାରେ ୱାଲର୍ଡ କପ୍ ଟ୍ରଫି। ୧୨ ବର୍ଷ ପରେ ପୁଣି କ୍ରିକେଟ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି ଭାରତ। ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ଜବରଦସ୍ତ ଫର୍ମରେ ଥିବା ଭାରତୀୟ ଟିମ୍ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ମାତ୍ ଦେବା ସହ ୨୦୧୯ ପରାଜୟର ବଦଲା ନେଇଛି ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆହତ ପରେ ଚୂଡାନ୍ତ ଏକାଦଶରେ ସାମିଲ ହୋଇଥିବା ଶାମି ପୁରା ଟୁର୍ଣ୍ଣାମେଣ୍ଟରେ ଦମଦାର ପ୍ରଦର୍ଶନ ଜାରି ରଖିଛନ୍ତି । ୬ଟି ମ୍ୟାଚରେ ତିନି ତିନି ଥର ୫ ୱିକେଟ୍ ସଫଳତା ପାଇଛନ୍ତି । ଆଉ ୨୩ଟି ୱିକେଟ ସହ ଟୁର୍ଣ୍ଣାମେଣ୍ଟର ସର୍ବାଧିକ ୱିକେଟ ହାସଲକାରୀ ହୋଇଛନ୍ତି ।
ବିଶ୍ୱକପରେ ଭାରତ ଫାଇନାଲରେ ପ୍ରବେଶ କରିବା ପରେ ଛୁଟିଛି ଶୁଭେଚ୍ଛାର ସୁଅ । ଏନେଇ ଏକ୍ସରେ ପୋଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ୭ଟି ୱିକେଟ ନେଇଛନ୍ତି ମହମ୍ମଦ ସାମି । ମାତ୍ର ୫୭ରନ ଦେଇ ୭ଟି ୱିକେଟ ଅକ୍ତିଆର କରିଥିଲେ ଶାମୀ । ଗତକାଲି ୱାଙ୍ଖଡେରେ ଖେଳା ଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିଥିଲା ।
ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଇତିହାସରେ ଇତିହାସ ରଚି ସାରିଛନ୍ତି ବିରାଟ କୋହଲି । ୱାଙ୍ଖେଡେରେ ୫୦ତମ ଶତକ ହାସଲ କରିଛନ୍ତି କିଙ୍ଗ ।
ସଫଳ ବୋଲର ମହମ୍ମଦ ସାମିଙ୍କୁ ୭ ୱିକେଟ ସଫଳତା ମିଳିଛି । ୫୭ ରନ୍ ବିନିମୟରେ ୭ ୱିକେଟ ନେଇ ବଡ଼ ସଫଳତା ହାସଲ କରିଛନ୍ତି ମହମ୍ମଦ ସାମି । ସେପଟେ ୩୨୭ ରନ୍ କରି ଅଲଆଉଟ ହୋଇଛି ନ୍ୟୁଜିଲାଣ୍ଡ ।
ବିଶ୍ୱକପ୍ ସେମି ଫାଇନାଲରେ ବିରାଟ କୋହଲିଙ୍କ ବିରାଟ ଶତକ । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଶତକ ରେକର୍ଡ ଭାଙ୍ଗିଛନ୍ତି ବିରାଟ । ୫୦ ତମ ସେଞ୍ଚରୀ କରି ସେ ସଚିନଙ୍କ ରେକର୍ଡ ଭାଙ୍ଗିବା ସହ କ୍ରିକେଟରେ ବିରାଟ ରେକର୍ଡ କରିଛନ୍ତି ବିରାଟ କୋହଲି ।
ଅପରାଜେୟ ଭାରତ, ବେଲଗାମ କୋହଲି । ଆଜି ପୁଣି ଥରେ ପଡ଼ିଆ ଭିତରେ ନିଜର ଦମ ଦେଖାଇଛନ୍ତି ବିରାଟ ।
ବଡ଼ ଟାର୍ଗେଟ ଦେବାକୁ ଲକ୍ଷ୍ୟ, ରୋମାଞ୍ଚକର ମ୍ୟାଚ ଆଶାରେ ଫ୍ୟାନ ...
ଭାରତ ନ୍ୟୁଜିଲାଣ୍ତ ମ୍ୟାଚ ପୂର୍ବରୁ ସୋସିଆଲ ମିଡ଼ିଆ X ରେ ଧମକପୂର୍ଣ୍ଣ ଟ୍ୱିଟ । ମୁମ୍ବାଇ ପୋଲିସର ଟ୍ୱିଟର ଆକାଉଣ୍ଟକୁ ଟ୍ୟାଗ କରି ଧମକ ଦେଇଛି ସନ୍ଦିଗ୍ଧ ।