ଭାରତ ୩ଟି ମ୍ୟାଚ ଖେଳି ଅପରାଜେୟ ରହିଛି ...ଭାରତୀୟ ବ୍ୟାଟର ଓ ବୋଲରଙ୍କ ଦମଦାର ପ୍ରଦର୍ଶନ
କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି । ଏସିଆନ ଗେମ୍ସ ଜାଭେଲିନ୍ ଥ୍ରୋ ରୌପ୍ୟ ପଦକ ବିଜେତା ହେଉଛନ୍ତି କିଶୋର ଜେନା ।
ନେଦରଲ୍ୟାଣ୍ଡସଠୁ ହାରିଲା ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକା । ଆଜି ଧର୍ମଶାଳାରେ ଖେଳାଯାଇଥିବା ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୮ ରନରେ ହରାଇ ଦେଇଛି ନେଦରଲ୍ୟାଣ୍ଡସ ଟିମ୍ ।
ବିଶ୍ୱକପ୍ରେ ରୋହିତ ଶର୍ମାଙ୍କୁ ନେଇ ଏବେ ବେଶ୍ ଚର୍ଚ୍ଚା। ଏ ଯାବତ ରୋହିତ କେବଳ ଅଧିନାୟକ ଭାବେ ନୁହନ୍ତି, ଜଣେ ବ୍ୟାଟର୍ ଭାବେ ମଧ୍ୟ ସଫଳ ହୋଇଛନ୍ତି। ତେବେ ପୁରୁଣା ରୂପକୁ ଫେରିଥିବା ହିଟ୍ମ୍ୟାନ୍ଙ୍କୁ କ’ଣ ଆଗକୁ ଆଶାନୁରୂପ ସଫଳତା ମିଳିପାରିବ? ସେ କ’ଣ ଟିମ୍ ଇଣ୍ଡିଆର ୧୨ ବର୍ଷର ମୁକୁଟ-ପ୍ରତୀକ୍ଷାର ଅନ୍ତ ଘଟାଇପାରିବେ?
ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ସାମ୍ନାରେ ୨୮୫ ରନ୍ର ଟାର୍ଗେଟ ରଖିଥିଲା ଆଫଗାନିସ୍ତାନ। ତେବେ ଏହି ଟାର୍ଗେଟକୁ ପୂରଣ କରିପାରିନଥିଲା ଇଂଲଣ୍ଡ। ମାତ୍ର ୨୧୫ ରନ୍ କରି ଅଲଆଉଟ ହୋଇଥିଲା ଡିଫେଣ୍ଡିଂ ଚମ୍ପିଆନ୍ ଇଂଲଣ୍ଡ।
ଏହି ସମୟରେ ପାକିସ୍ତାନର ବୋଲିଂ ଲାଇନ୍ ଅଫ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ରବି ଶାସ୍ତ୍ରୀ। ସେ କହିଛନ୍ତି ‘ସମସ୍ତେ କହୁଛନ୍ତି ପାକିସ୍ତାନ ପାଖରେ ଭଲ ବୋଲିଂ ଲାଇନ୍ ଅଫ୍ ଅଛି। ଏହା କିନ୍ତୁ ମିଛ। ବର୍ତ୍ତମାନ ସମୟରେ ପାକିସ୍ତାନ ବୋଲିଂ ଦୁର୍ବଳ।
ଦିନିକିଆ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଟିମ୍ ଇଣ୍ତିଆର ଲଗାତର ଅଷ୍ଟମ ବିଜୟ । ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ସଚିନ-ସୋଏବଙ୍କ ମଧ୍ୟରେ ଠଟ୍ଟାମଜା ।
ଅଧିନାୟକ ରୋହିତ ଶର୍ମା ବିସ୍ଫୋରକ ୮୬ ରନ୍ କରିଥିବା ବେଳେ ଶ୍ରେୟସ ଆୟାର ଅପରାଜିତ ୫୩ ରନ୍ କରିଛନ୍ତି ।
ପାକିସ୍ତାନ ୧୯୧ ରନ୍ରେ ଅଲଆଉଟ୍ କଲା ଟିମ୍ ଇଣ୍ତିଆ ।
ସଚିନଙ୍କୁ ଆଉଟ ବେଳର ଫଟୋ ପୋଷ୍ଟ କରି ଟ୍ରୋଲ ହେଲେ ସୋଏବ । ଫ୍ୟାନ୍ସ କହିଲେ କଲ୍ ଅଗର କୁଛ୍ ଐସା ହୁଆ ତୋ ..
ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ନେଇଛି । ଭାରତର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ପାକିସ୍ତାନ ବିପକ୍ଷରେ ଅପରାଜେୟ ରେକର୍ଡ ବଜାୟ ଲକ୍ଷ୍ୟରେ ଭାରତ । ରେକର୍ଡ ଏବେ ରହିଛି ୭-୦ । ସେହି ରେକର୍ଡକୁ ଅକ୍ଷୂର୍ଣ୍ଣ ରଖିବାକୁ ଟାର୍ଗେଟ କରିଛି ଭାରତ।
ଆମେ ଭାରତ ଓ ପାକିସ୍ତାନ କ୍ରିକେଟ ଇତିହାସକୁ ଦେଖିବା ତାହାଲେ ଏହି ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ୍ ୧୯୫୨ରେ ଖେଳାଯାଇଥିଲା। ଏହା ଏକ ଟେଷ୍ଟ ମ୍ୟାଚ୍ ଥିଲା।
ଭାରତ-ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍ ପୂର୍ବରୁ ଅହମ୍ମଦାବାଦ ହସ୍ପିଟାଲରେ ବଢ଼ିବାରେ ଲାଗିଛି ରୋଗୀଙ୍କ ସଂଖ୍ୟା। ସାଧାରଣତଃ ଅସୁସ୍ଥତା ଯୋଗୁଁ ଲୋକେ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି।
୨୦୨୮ ଅଲମ୍ପିକ୍ସ ଲସ୍ ଏଞ୍ଜଲ୍ସେରେ ହେବାକୁ ଯାଉଛି। ଏହା ପୂର୍ବରୁ ଲସ୍ ଏଞ୍ଜେଲ୍ସ ଆୟୋଜନ ସମିତି ଅଲମ୍ପିକ୍ସରେ କ୍ରିକେଟକୁ ସାମିଲ୍ କରିବାକୁ IOCକୁ ପ୍ରସ୍ତାବ ଦେଇଥିଲା। କ୍ରିକେଟ୍ ସହ ଫ୍ଲାଗ୍ ଫୁଟବଲ୍, ବେସ୍ବଲ୍, ସ୍କ୍ୱାସ୍ ଓ ଲାକ୍ରୋସ୍ ଭଳି ଖେଳ ଅଲମ୍ପିକ୍ସରେ ସାମିଲ କରିବାକୁ ପ୍ରସ୍ତାବ ଦିଆଯାଇଛି ।
ଭାରତ-ଇଂଲଣ୍ତ ମ୍ୟାଚ ଦେଖିବେ ଇଂଲଣ୍ତ ପ୍ରଧାନମନ୍ତ୍ରୀ ଋଷି ସୁନକ । ଆସନ୍ତା 29 ରେ ଲକ୍ଷ୍ନୌରେ ଖେଳାଯିବ ଭାରତ ଓ ଇଂଲଣ୍ତ ମଧ୍ୟରେ ବିଶ୍ବକପ ମ୍ୟାଚ ।
ରୋହିତ ଶର୍ମାଙ୍କ ଧୂଆଁଧାର ଶତକ ବଳରେ ଜିତିଲା ଟିମ୍ ଇଣ୍ଡିଆ । ଆଜିର ମ୍ୟାଚ୍ରେ ଆଫଗାନିସ୍ତାନ ପକ୍ଷରୁ ମିଳିଥିବା ୨୭୩ ରନ୍ର ଟାର୍ଗେଟ ୩୫ ମାତ୍ର ୩୫ ଓଭରରେ ପୂରା କରିନେଇଥିଲା ଟିମ୍ ଇଣ୍ଡିଆ।
ଆପଗାନିସ୍ତାନ ବିପକ୍ଷ ମ୍ୟାଚରେ ରୋହିତ ମାତ୍ର ୬୩ ବଲ୍ରେ ଶତକ ହାସଲ କରିଥିଲେ। ବିଶ୍ୱକପରେ ଭାରତ ପକ୍ଷରୁ ଏହା ସର୍ବନିମ୍ନ ବଲରେ ଶତକ ବୋଲି କୁହାଯାଉଛି। ପୂର୍ବରୁ ଏହି ରେକର୍ଡ କ୍ରିକେଟ କିମ୍ବଦନ୍ତୀ କପିଳ ଦେବଙ୍କ ନାଁରେ ରହିଥିଲା।
ଆଜିର ମ୍ୟାଚରେ ବି ଆଫଗାନିସ୍ତାନକୁ ହରାଇବା ସହ ପଏଣ୍ଟ ବଢାଇବାକୁ ଚେଷ୍ଟା କରିବ ରୋହିତ ବାହିନୀ ।
ପୂର୍ବରୁ ଭାରତ କ୍ରୀଡ଼ା କ୍ଷେତ୍ରରେ ଅଗ୍ରଣୀ ଥିଲେ ବି ପ୍ରଶିକ୍ଷଣ ଅଭାବରୁ ପଦକ ସଂଖ୍ୟା କମ୍ ରହୁଥିଲା। ଏବେ ଖେଲୋ ଇଣ୍ଡିଆ ଅଭିଯାନ ଦ୍ୱାରା ଖେଳାଳିଙ୍କୁ ପ୍ରଶିକ୍ଷଣ ଦିଆଯିବା ଦ୍ୱାରା ପଦକ ସଂଖ୍ୟା ବୃଦ୍ଧି ପାଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ଅକ୍ଟୋବର ୬ରେ ଶୁଭମନ୍ଙ୍କୁ ଏକ ଖବର ସାମ୍ନାକୁ ଆସିଥିଲା ଯେ, ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି। ଡେଙ୍ଗୁ କାରଣରୁ ସେ ଅଷ୍ଟ୍ରେଲିଆ ବିପକ୍ଷରେ ବିଶ୍ୱକପ୍ର ପ୍ରଥମ ମ୍ୟାଚରେ ମଧ୍ୟ ଖେଳିନଥିଲେ। ତେବେ ଡେଙ୍ଗୁରେ ପୀଡିତ ଶୁଭମନ ଗିଲ୍ଙ୍କ ପ୍ଲେଟଲେଟ୍ କମ୍ ହେବା ଯୋଗୁଁ ତାଙ୍କୁ ଗତକାଲି ଚେନ୍ନାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ନିଜର ପ୍ରଥମ ମ୍ୟାଚ ଜିତିଛି ବାଂଲାଦେଶ । ଆଜିର ଦ୍ୱିତୀୟ ମ୍ୟାଚ ହେବ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ । ହାଇଦ୍ରାବାଦରେ ଏହି ମ୍ୟାଚ ଖେଳାଯିବ ।
ଭାରତରେ ଆରମ୍ଭ ହୋଇଯାଇଛି ୨୦୨୩ ଦିନିକିଆ ବିଶ୍ୱକପ୍। ଏଥର ମୁକୁଟର ଦାବିଦାରମାନଙ୍କ ମଧ୍ୟରେ ଏକ ନମ୍ବର ସ୍ଥାନରେ ରହିଛି ଟିମ୍ ଇଣ୍ଡିଆ। ତେବେ ଅଷ୍ଟ୍ରେଲିଆ, ଇଂଲଣ୍ଡ, ପାକିସ୍ତାନ, ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ବି ରହିଛି ଦୌଡ଼ରେ।
ଏହି ସଙ୍କଟ ସ୍ଥିତିରେ ଭାରତ ପାଇଁ ସଙ୍କଟମୋଚକ ସାଜିଥିଲେ ବିରାଟ କୋହଲି ଓ କେଏଲ ରାହୁଲ । ଉଭୟଙ୍କ ମଧ୍ୟରେ ୧୬୫ ରନ୍ର ଜବରଦସ୍ତ ପାର୍ଟନରସିପ୍ ହୋଇଥିଲା। ଯାହାଫଳରେ ଭାରତ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ହାତରୁ ଛଡ଼ାଇ ଆଣିଥିଲା।
ଏହି ସଙ୍କଟ ସ୍ଥିତିରେ ଭାରତ ପାଇଁ ସଙ୍କଟମୋଚକ ସାଜିଥିଲେ ବିରାଟ କୋହଲି ଓ କେଏଲ ରାହୁଲ । ଉଭୟଙ୍କ ମଧ୍ୟରେ ୧୬୫ ରନ୍ର ଜବରଦସ୍ତ ପାର୍ଟନରସିପ୍ ହୋଇଥିଲା। ଯାହାଫଳରେ ଭାରତ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ହାତରୁ ଛଡ଼ାଇ ଆଣିଥିଲା।