Advertisment

ଓଡ଼ିଶାରେ ବ୍ୟାଡମିଣ୍ଟନ କିମ୍ବଦନ୍ତୀ ଗୋପୀଚାନ୍ଦ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦ। ଓଡ଼ିଶା-ସାଇ ରିଜିଓନାଲ ବ୍ୟାଡମିଣ୍ଟନ ଏକାଡେମୀ ଏବଂ ପୁଲେଲା ଗୋପୀଚାନ୍ଦ ଫାଉଣ୍ଡସେନ ସହ MOU ସ୍ୱାକ୍ଷର ପାଇଁ ସେ ଭୁବନେଶ୍ୱର ଆସିଛନ୍ତି। କ୍ରୀଡ଼ା ବିଭାଗ ସହିତ ଆଲୋଚନା ମଧ୍ୟ କରିବେ। ଏହା ସହିତ କଳିଙ୍ଗ ଷ୍ଟାଡ଼ିୟମରେ ଅନୁଷ୍ଠିତ ଏସିଆନ ଆଥଲେଟିକସ ଚାମ୍ପିୟନସିପର କଫି ଟେବୁଲ ବୁକର ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ବ୍ୟାଡମିଣ୍ଟନ ପ୍ରତିଭାମାନଙ୍କୁ ଖୋଜି ବାହାର କରିବା ପାଇଁ ଉଦ୍ୟମ କରିବେ ବୋଲି ଗୋପୀଚାନ୍ଦ […]

author-image
Otv Khabar Bureau
ଓଡ଼ିଶାରେ ବ୍ୟାଡମିଣ୍ଟନ କିମ୍ବଦନ୍ତୀ ଗୋପୀଚାନ୍ଦ

gopichand

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦ। ଓଡ଼ିଶା-ସାଇ ରିଜିଓନାଲ ବ୍ୟାଡମିଣ୍ଟନ ଏକାଡେମୀ ଏବଂ ପୁଲେଲା ଗୋପୀଚାନ୍ଦ ଫାଉଣ୍ଡସେନ ସହ MOU ସ୍ୱାକ୍ଷର ପାଇଁ ସେ ଭୁବନେଶ୍ୱର ଆସିଛନ୍ତି। କ୍ରୀଡ଼ା ବିଭାଗ ସହିତ ଆଲୋଚନା ମଧ୍ୟ କରିବେ। ଏହା ସହିତ କଳିଙ୍ଗ ଷ୍ଟାଡ଼ିୟମରେ ଅନୁଷ୍ଠିତ ଏସିଆନ ଆଥଲେଟିକସ ଚାମ୍ପିୟନସିପର କଫି ଟେବୁଲ ବୁକର ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ବ୍ୟାଡମିଣ୍ଟନ ପ୍ରତିଭାମାନଙ୍କୁ ଖୋଜି ବାହାର କରିବା ପାଇଁ ଉଦ୍ୟମ କରିବେ ବୋଲି ଗୋପୀଚାନ୍ଦ କହିଛନ୍ତି।

Advertisment
Advertisment
Advertisment