/odishatv-khabar/media/post_attachments/uploadimage/library/16_9/16_9_0/hockey-player_1626432456.jpg)
hockey player
ନୂଆ ଦିଲ୍ଲୀ/ ଭୁବନେଶ୍ୱର : ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି। ଭାରତୀୟ ମହିଳା ଦଳରେ ସ୍ଥାନ ପାଇଛନ୍ତି ଓଡ଼ିଶାର ୪ ଜଣ ଖେଳାଳି। ସେମାନେ ହେଲେ ଦୀପ ଗ୍ରେସ୍ ଏକ୍କା, ଲିଳିମା ମିଞ୍ଜ୍, ନମିତା ଟପ୍ପୋ ଓ ସୁନିତା ଲାକ୍ରା।
Advertisment
ବାଂଲାଦେଶ ଓ କୋରିଆ ଗସ୍ତରେ ଚମତ୍କାର ପ୍ରଦର୍ଶନ କରି ସେମାନେ ଭାରତୀୟ ମହିଳା ହକି ଦଳରେ ସାମିଲ ହୋଇଛନ୍ତି।ଅଷ୍ଟ୍ରେଲିଆର ଗୋଲ୍ଡ କୋଷ୍ଟରେ ଏପ୍ରିଲ ୪ରୁ ଆରମ୍ଭ ହେବ ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ା। ଗତକାଲି ପୁରୁଷ ହକି ଦଳରେ ଅମିତ ରୋହିଦାସ ସ୍ଥାନ ପାଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)