Advertisment

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷିତ : ୪ଜଣ ଓଡ଼ିଆ ଖେଳାଳି ସାମିଲ୍‌

ନୂଆ ଦିଲ୍ଲୀ/ ଭୁବନେଶ୍ୱର : ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି।  ଭାରତୀୟ ମହିଳା ଦଳରେ ସ୍ଥାନ ପାଇଛନ୍ତି ଓଡ଼ିଶାର ୪ ଜଣ ଖେଳାଳି। ସେମାନେ ହେଲେ ଦୀପ ଗ୍ରେସ୍ ଏକ୍କା, ଲିଳିମା ମିଞ୍ଜ୍, ନମିତା ଟପ୍ପୋ ଓ ସୁନିତା ଲାକ୍ରା। ବାଂଲାଦେଶ ଓ କୋରିଆ ଗସ୍ତରେ ଚମତ୍କାର ପ୍ରଦର୍ଶନ କରି ସେମାନେ ଭାରତୀୟ ମହିଳା ହକି ଦଳରେ ସାମିଲ ହୋଇଛନ୍ତି।ଅଷ୍ଟ୍ରେଲିଆର ଗୋଲ୍ଡ କୋଷ୍ଟରେ ଏପ୍ରିଲ ୪ରୁ ଆରମ୍ଭ ହେବ ୨୧ତମ […]

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷିତ : ୪ଜଣ ଓଡ଼ିଆ ଖେଳାଳି ସାମିଲ୍‌

hockey player

Advertisment

ନୂଆ ଦିଲ୍ଲୀ/ ଭୁବନେଶ୍ୱର : ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି।  ଭାରତୀୟ ମହିଳା ଦଳରେ ସ୍ଥାନ ପାଇଛନ୍ତି ଓଡ଼ିଶାର ୪ ଜଣ ଖେଳାଳି। ସେମାନେ ହେଲେ ଦୀପ ଗ୍ରେସ୍ ଏକ୍କା, ଲିଳିମା ମିଞ୍ଜ୍, ନମିତା ଟପ୍ପୋ ଓ ସୁନିତା ଲାକ୍ରା।

Advertisment

ବାଂଲାଦେଶ ଓ କୋରିଆ ଗସ୍ତରେ ଚମତ୍କାର ପ୍ରଦର୍ଶନ କରି ସେମାନେ ଭାରତୀୟ ମହିଳା ହକି ଦଳରେ ସାମିଲ ହୋଇଛନ୍ତି।ଅଷ୍ଟ୍ରେଲିଆର ଗୋଲ୍ଡ କୋଷ୍ଟରେ ଏପ୍ରିଲ ୪ରୁ ଆରମ୍ଭ ହେବ ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ା। ଗତକାଲି ପୁରୁଷ ହକି ଦଳରେ ଅମିତ ରୋହିଦାସ ସ୍ଥାନ ପାଇଥିଲେ।

CWG 2018 Four Odia Players Indian Women’s Hockey Squad
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ