Advertisment

ଆଜି ଆଇପିଏଲ୍‌ରେ ମୁମ୍ବାଇ-ପଞ୍ଜାବ ଓ ଦିଲ୍ଲୀ-କୋଲକାତା ଟକ୍କର

ନୂଆଦିଲ୍ଲୀ: ଆଜି ଆଇପିଏଲ୍‌ରେ ୨ଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ-କିଙ୍ଗସ୍‌ ଇଲେଭେନ ପଞ୍ଜାବକୁ ଭେଟିବ। ଅପରାହ୍ଣ ୪ଟାରେ ମୋହାଲିଠାରେ ଏହି ମ୍ୟାଚ୍‌ ଖେଳାଯିବ। ସେହିପରି ରାତି ୮ଟାରେ ଦିଲ୍ଲୀରେ ଦ୍ୱିତୀୟ ମ୍ୟାଚ ଖେଳାଯିବ। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ ସହ ହେବ।

ଆଜି ଆଇପିଏଲ୍‌ରେ ମୁମ୍ବାଇ-ପଞ୍ଜାବ ଓ ଦିଲ୍ଲୀ-କୋଲକାତା ଟକ୍କର

match

Advertisment

ନୂଆଦିଲ୍ଲୀ: ଆଜି ଆଇପିଏଲ୍‌ରେ ୨ଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ-କିଙ୍ଗସ୍‌ ଇଲେଭେନ ପଞ୍ଜାବକୁ ଭେଟିବ। ଅପରାହ୍ଣ ୪ଟାରେ ମୋହାଲିଠାରେ ଏହି ମ୍ୟାଚ୍‌ ଖେଳାଯିବ।

Advertisment

match

ସେହିପରି ରାତି ୮ଟାରେ ଦିଲ୍ଲୀରେ ଦ୍ୱିତୀୟ ମ୍ୟାଚ ଖେଳାଯିବ। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ ସହ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ