Advertisment

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

ମୁମ୍ବାଇ: ଭାରତର ପ୍ରଥମ ବିଶ୍ୱକପ୍‌ ବିଜେତା କ୍ୟାପ୍ଟେନ୍‌ କପିଲ ଦେବ ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ହାର୍ଟଆଟାକ୍‌ର ପରେ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା ପାଇଁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୁଇଦିନ ପରେ ଆଜି ହସ୍‌ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି କପିଲ। ଏନେଇ ହସ୍‌ପିଟାଲ ପକ୍ଷରୁ ସୂଚନା ଦେଇ କୁହାଯାଇଛି ଯେ ଆଜି ଅପରାହ୍ନରେ କପିଲ ଦେବ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଛନ୍ତି। ସେ ଏବେ ସୁସ୍ଥ ଅଛନ୍ତି। ଖୁବଶୀଘ୍ର ସେ ତାଙ୍କ ପୂର୍ବ କାର୍ଯ୍ୟଶୈଳୀକୁ ଫେରିବେ। ତେବେ ବର୍ତ୍ତମାନ ପାଇଁ ନିୟମିତ […]

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

kapil-dev

Advertisment

ମୁମ୍ବାଇ: ଭାରତର ପ୍ରଥମ ବିଶ୍ୱକପ୍‌ ବିଜେତା କ୍ୟାପ୍ଟେନ୍‌ କପିଲ ଦେବ ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ହାର୍ଟଆଟାକ୍‌ର ପରେ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା ପାଇଁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୁଇଦିନ ପରେ ଆଜି ହସ୍‌ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି କପିଲ।

Advertisment

ଏନେଇ ହସ୍‌ପିଟାଲ ପକ୍ଷରୁ ସୂଚନା ଦେଇ କୁହାଯାଇଛି ଯେ ଆଜି ଅପରାହ୍ନରେ କପିଲ ଦେବ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଛନ୍ତି। ସେ ଏବେ ସୁସ୍ଥ ଅଛନ୍ତି। ଖୁବଶୀଘ୍ର ସେ ତାଙ୍କ ପୂର୍ବ କାର୍ଯ୍ୟଶୈଳୀକୁ ଫେରିବେ। ତେବେ ବର୍ତ୍ତମାନ ପାଇଁ ନିୟମିତ ଡାକ୍ତର ଅତୁଲ ମାଥୁରଙ୍କ ପରାମର୍ଶରେ ରହିବେ ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି।

ଶୁକ୍ରବାର ଏହି ୬୧ ବର୍ଷୀୟ କ୍ରିକେଟ କିମ୍ବଦନ୍ତୀ କପିଲ ଦେବଙ୍କର ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଖବର ବ୍ୟାପିଯିବା ପରେ ପୁରା ଖେଳ ଜଗତ କପିଲ ଦେବଙ୍କର ଆରୋଗ୍ୟ କାମନା କରିଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ