Advertisment

ବାଙ୍ଗାଲୋରକୁ ହରାଇଲା କୋଲକତା ନାଇଟ୍ ରାଇଡର୍ସ

ନୂଆଦିଲ୍ଲୀ: କୋଲକାତା ନାଇଟ୍ ରାଇଡର୍ସ ଆର୍‌ସିବିକୁ ୪ ୱିକେଟ୍‌ରେ ପରାସ୍ତ କରି ଆଇପିଏଲରେ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୬ରନ୍‌ କରିବାରେ ସକ୍ଷମ ହୋଇଥିଲା। ଜବାବରେ କେକେଆର୍ ୭ଟି ବଲ୍‌ ବାକିଥାଇ ଏହି ବିଜୟ ଲକ୍ଷ୍ୟକୁ ହାସଲ କରିନେଇଛି। କୋଲକାତା ଟିମ୍‌ ପକ୍ଷରୁ ସୁନିଲ ନାରିନ୍‌ ମାତ୍ର ୧୯ବଲ୍‌ରେ ବିସ୍ଫୋରକ ୫୦ ରନ କରିଥିବା ବେଳେ ଅଧିନାୟକ ଦୀନେଶ କାର୍ତ୍ତିକ ଅପରାଜିତ ୩୫ ରନ କରି […]

author-image
Otv Khabar Bureau
ବାଙ୍ଗାଲୋରକୁ ହରାଇଲା କୋଲକତା ନାଇଟ୍ ରାଇଡର୍ସ

ipl

ନୂଆଦିଲ୍ଲୀ: କୋଲକାତା ନାଇଟ୍ ରାଇଡର୍ସ ଆର୍‌ସିବିକୁ ୪ ୱିକେଟ୍‌ରେ ପରାସ୍ତ କରି ଆଇପିଏଲରେ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୬ରନ୍‌ କରିବାରେ ସକ୍ଷମ ହୋଇଥିଲା।

Advertisment

ଜବାବରେ କେକେଆର୍ ୭ଟି ବଲ୍‌ ବାକିଥାଇ ଏହି ବିଜୟ ଲକ୍ଷ୍ୟକୁ ହାସଲ କରିନେଇଛି। କୋଲକାତା ଟିମ୍‌ ପକ୍ଷରୁ ସୁନିଲ ନାରିନ୍‌ ମାତ୍ର ୧୯ବଲ୍‌ରେ ବିସ୍ଫୋରକ ୫୦ ରନ କରିଥିବା ବେଳେ ଅଧିନାୟକ ଦୀନେଶ କାର୍ତ୍ତିକ ଅପରାଜିତ ୩୫ ରନ କରି ଦଳକୁ ଜିତାଇଥିଲେ।

IPL RCB Royal Challengers Bangalore Kolkata Knight Riders KKR IPL 2018
Advertisment
Advertisment