Advertisment

ଆଇପିଏଲ୍‌-୧୧ :  ରାଜସ୍ଥାନ ରୟାଲସ୍‌ରେ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସ୍ଥାନ ନେବେ କ୍ଲାସେନ୍‌

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍‌ ତଥା ଓ୍ଵକେଟକିପର ହେନ୍‌ରିଚ୍‌ କ୍ଲାସେନ୍‌ ଏବେ ଚର୍ଚ୍ଚାରେ। ସେ ଏବେ ରାଜସ୍ଥାନ ରୟାଲସ୍‌ରେ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସ୍ଥାନ ନେବାକୁ ଯାଉଛନ୍ତି। ବଲ ଟାମ୍ପରିଂ ବିବାଦରେ  କ୍ରିକେଟ ଅଷ୍ଟ୍ରେଲିଆ ଓ ଆଇପିଏଲ୍‌ରୁ ବାଦ୍‌ ପଡ଼ିଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସ୍ଥାନରେ କ୍ଲାସେନ୍‌ ଖେଳିବେ। କ୍ରିକେଟ ଅଷ୍ଟ୍ରେଲିଆ ସ୍ମିଥ୍‌ଙ୍କୁ ଏକ ବର୍ଷ ପାଇଁ ବାସନ୍ଦ କରିବା ପରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ସ୍ମିଥ୍‌ଙ୍କୁ ରାଜସ୍ଥାନ ରୟାଲସ୍‌ରେ ସ୍ଥାନ ଦେବାକୁ ମନା କରିଦେଇଛି। […]

ଆଇପିଏଲ୍‌-୧୧ :  ରାଜସ୍ଥାନ ରୟାଲସ୍‌ରେ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସ୍ଥାନ ନେବେ କ୍ଲାସେନ୍‌

sport

Advertisment

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍‌ ତଥା ଓ୍ଵକେଟକିପର ହେନ୍‌ରିଚ୍‌ କ୍ଲାସେନ୍‌ ଏବେ ଚର୍ଚ୍ଚାରେ। ସେ ଏବେ ରାଜସ୍ଥାନ ରୟାଲସ୍‌ରେ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସ୍ଥାନ ନେବାକୁ ଯାଉଛନ୍ତି। ବଲ ଟାମ୍ପରିଂ ବିବାଦରେ  କ୍ରିକେଟ ଅଷ୍ଟ୍ରେଲିଆ ଓ ଆଇପିଏଲ୍‌ରୁ ବାଦ୍‌ ପଡ଼ିଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସ୍ଥାନରେ କ୍ଲାସେନ୍‌ ଖେଳିବେ।

Advertisment

କ୍ରିକେଟ ଅଷ୍ଟ୍ରେଲିଆ ସ୍ମିଥ୍‌ଙ୍କୁ ଏକ ବର୍ଷ ପାଇଁ ବାସନ୍ଦ କରିବା ପରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ସ୍ମିଥ୍‌ଙ୍କୁ ରାଜସ୍ଥାନ ରୟାଲସ୍‌ରେ ସ୍ଥାନ ଦେବାକୁ ମନା କରିଦେଇଛି। ମିଳିଥିବା ସୂଚନା ମୁତାବକ, ହେନ୍‌ରିଚ୍‌ଙ୍କୁ ରାଜସ୍ଥାନ ରୟାଲସ୍‌ ୫୦ ଲକ୍ଷ ଟଙ୍କାରେ କିଣିଛି। ୩ଟି ଟି-୨୦ ଶୃଙ୍ଖଳାର ମ୍ୟାଚ୍‌ ଗୁଡ଼ିକରେ କ୍ଲାସେନଙ୍କ ପ୍ରଦର୍ଶନ ପ୍ରଶଂସନୀୟ ଥିଲା। ଭ୍ରମଣକାରୀ ଦଳ ଏହି ଶୃଙ୍ଖଳା ୨-୧ରେ ବିଜୟୀ ହୋଇଥିଲା।

Rajasthan Royals Smith Klaase
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ