i1
ନୂଆଦିଲ୍ଲୀ: ଆଇପିଏଲ୍ରେ ଆଜି ହେବ ଫାଇନାଲ୍ ଫାଇଟ୍। ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱି ଚେନ୍ନାଇ ସୁପର୍ କିଙ୍ଗସ୍ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହେବ ଟାଇଟଲ ଟକ୍କର।
ହାଇଦ୍ରାବାଦରେ ଏହି ଫାଇନାଲ ମ୍ୟାଚ୍ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ୍ ଚେନ୍ନାଇ ସୁପର କିଙ୍ଗସ୍ ପୁଣିଥରେ ଟାଇଟଲ ବଜାୟ ରଖିବାକୁ ଚେଷ୍ଟା କରିବ। ଧୋନୀ ନେତୃତ୍ୱାଧିନ ଚେନ୍ନାଇ କ୍ୱାଲିଫାୟର ମ୍ୟାଚ୍ରେ ପରାସ୍ତ ହୋଇଥିଲେ ମଧ୍ୟ ଟାଇଟଲ ଦାବିଦାର ରହିଛି।
ଚେନ୍ନାଇ ସୁପର୍ କିଙ୍ଗସ୍ ଫାଇନାଲରେ ବେଶ ଭଲ ପ୍ରଦର୍ଶନ କରିଆସିଛି। ଅନ୍ୟପଟେ ଚେନ୍ନାଇକୁ ପରାସ୍ତ କରିବା ପାଇଁ ହେଲେ ମୁମ୍ବାଇ ଇଣ୍ଡିଆନ୍ସକୁ ବେଶ ପରିଶ୍ରମ କରିବ।
ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ମଧ୍ୟ ଚଳିତ ବର୍ଷ ବେଶ ଭଲ ପ୍ରଦର୍ଶନ କରିଆସୁଛି। ଉଭୟ ଦଳ ତିନି ତିନି ଥର ଟାଇଟଲ ହାସଲ କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/i1_1626429774.jpg)