Advertisment

ଜୟସୂରିୟାଙ୍କ ରେକର୍ଡ ଭାଙ୍ଗିଲେ ରୋହିତ୍‌

କଟକ : ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ୨୨ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗି ଦେଇଛନ୍ତି। ରୋହିତ୍ ରବିବାର ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆରେ ୯ ରନ୍ କରିବା ମାତ୍ରକେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଓପନିଂ ବ୍ୟାଟ୍ସମ୍ୟାନ୍ ଭାବେ ସର୍ବାଧିକ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଶ୍ରୀଲଙ୍କାର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ସନତ ଜୟସୂରିୟା ୧୯୯୭ରେ ୨୩୮୭ ରନ୍ କରିଥିଲେ। ଅନ୍ୟପକ୍ଷରେ ରୋହିତ୍ ଏହି ମ୍ୟାଚ୍ […]

ଜୟସୂରିୟାଙ୍କ ରେକର୍ଡ ଭାଙ୍ଗିଲେ ରୋହିତ୍‌

rohit

Advertisment

କଟକ : ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ୨୨ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗି ଦେଇଛନ୍ତି।

Advertisment

ରୋହିତ୍ ରବିବାର ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆରେ ୯ ରନ୍ କରିବା ମାତ୍ରକେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଓପନିଂ ବ୍ୟାଟ୍ସମ୍ୟାନ୍ ଭାବେ ସର୍ବାଧିକ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଶ୍ରୀଲଙ୍କାର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ସନତ ଜୟସୂରିୟା ୧୯୯୭ରେ ୨୩୮୭ ରନ୍ କରିଥିଲେ।

ଅନ୍ୟପକ୍ଷରେ ରୋହିତ୍ ଏହି ମ୍ୟାଚ୍ ପୂର୍ବରୁ ୨୦୧୯ରେ ଏପର୍ଯ୍ୟନ୍ତ ଇନିଂସ୍ ଶୁଭାରମ୍ଭ କରି ୨୩୭୯ ରନ୍ କରିଥିଲେ। କିନ୍ତୁ ରୋହିତ୍ ଚଳିତ ବର୍ଷ ନିଜର ଜବରଦସ୍ତ ଫର୍ମ ବଜାର ରଖି ଜୟସୂରିୟାଙ୍କ ରେକର୍ଡକୁ କାଟି ଦେଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ