Advertisment

ବିଦେଶରେ ପୁଣି ଚମକିଲେ ମାନସ

ଭୁବନେଶ୍ୱର: ପୁଣି ଥରେ ବିଦେଶରେ ଚମକିଲେ ଓଡିଆ ବାଲୁକା ଶିଳ୍ପୀ ମାନସ କୁମାର ସାହୁ। କତାରର ଦୋହାରେ ଏକ ସାଣ୍ଡ ଆନିମେଶନ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମାନସି । ୩୦ ମିନିଟ୍‌ର ଏହି କାର୍ଯ୍ୟକ୍ରମରେ ମାନସଙ୍କ ଆନିମେଶନ୍ ବେଶ ଚିତ୍ତାକର୍ଷକ ହୋଇଥିଲା। ଭାରତ ଓ କତାରର କଳା, ସଂସ୍କୃତି ଏବଂ ଐତିହ୍ୟକୁ ଏହି ଅବସରରେ ଦର୍ଶାଇଥିଲେ ମାନସ। ବହୁ ସଂଖ୍ୟାରେ ବିଦେଶୀ ଅତିଥି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

author-image
Minati Mishra
ବିଦେଶରେ ପୁଣି ଚମକିଲେ ମାନସ

6y

ଭୁବନେଶ୍ୱର: ପୁଣି ଥରେ ବିଦେଶରେ ଚମକିଲେ ଓଡିଆ ବାଲୁକା ଶିଳ୍ପୀ ମାନସ କୁମାର ସାହୁ। କତାରର ଦୋହାରେ ଏକ ସାଣ୍ଡ ଆନିମେଶନ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମାନସି ।

Advertisment

୩୦ ମିନିଟ୍‌ର ଏହି କାର୍ଯ୍ୟକ୍ରମରେ ମାନସଙ୍କ ଆନିମେଶନ୍ ବେଶ ଚିତ୍ତାକର୍ଷକ ହୋଇଥିଲା। ଭାରତ ଓ କତାରର କଳା, ସଂସ୍କୃତି ଏବଂ ଐତିହ୍ୟକୁ ଏହି ଅବସରରେ ଦର୍ଶାଇଥିଲେ ମାନସ।

ବହୁ ସଂଖ୍ୟାରେ ବିଦେଶୀ ଅତିଥି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Left Top
Advertisment
Advertisment