Advertisment

ଝିଲ୍ଲି ଦଳବେହେରା ପାଇଲେ ଏକଲବ୍ୟ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର : ଓଡ଼ିଶାର ଜଣାଶୁଣା ଭାରୋତ୍ତୋଳିକା ଝିଲ୍ଲି ଦଳବେହେରାଙ୍କୁ ପ୍ରଦାନ କରାଯାଇଛି ସମ୍ମାନଜନକ ଏକଲବ୍ୟ କ୍ରୀଡ଼ା ପୁରସ୍କାର । ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ଏହି ଉତ୍ସବରେ ଝିଲ୍ଲୀଙ୍କୁ ସମ୍ମାନିତ କରାଯାଇଛି । ପୁରସ୍କାର ବାବଦ ଝିଲ୍ଲୀଙ୍କୁ ନଗଦ ୫ ଲକ୍ଷ ଟଙ୍କା, ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଛି । କମନ୍‌ୱେଲଥ ସ୍ୱର୍ଣ୍ଣ ପଦକ ବିଜେତା ରେସଲର ବବିତା ଫୋଗଟ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ତାଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ରାଜ୍ୟର ଅନ୍ୟ ଦୁଇ […]

ଝିଲ୍ଲି ଦଳବେହେରା ପାଇଲେ ଏକଲବ୍ୟ କ୍ରୀଡ଼ା ପୁରସ୍କାର

jhili

Advertisment

ଭୁବନେଶ୍ୱର : ଓଡ଼ିଶାର ଜଣାଶୁଣା ଭାରୋତ୍ତୋଳିକା ଝିଲ୍ଲି ଦଳବେହେରାଙ୍କୁ ପ୍ରଦାନ କରାଯାଇଛି ସମ୍ମାନଜନକ ଏକଲବ୍ୟ କ୍ରୀଡ଼ା ପୁରସ୍କାର । ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ଏହି ଉତ୍ସବରେ ଝିଲ୍ଲୀଙ୍କୁ ସମ୍ମାନିତ କରାଯାଇଛି ।

Advertisment

ପୁରସ୍କାର ବାବଦ ଝିଲ୍ଲୀଙ୍କୁ ନଗଦ ୫ ଲକ୍ଷ ଟଙ୍କା, ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଛି । କମନ୍‌ୱେଲଥ ସ୍ୱର୍ଣ୍ଣ ପଦକ ବିଜେତା ରେସଲର ବବିତା ଫୋଗଟ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ତାଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ରାଜ୍ୟର ଅନ୍ୟ ଦୁଇ କ୍ରୀ଼ଡ଼ାବିତଙ୍କୁ ବି ସମ୍ବର୍ଦ୍ଧିତ କରାଯାଇଛି । ସେମାନେ ହେଲେ ଫୁଟବଲ ତାରକା ଯବାମଣି ଟୁଡୁ ଓ ହକି ତାରକା ନମିତା ଟପ୍ପୋ। କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରତିବର୍ଷ ଇମ୍ଫା ପକ୍ଷରୁ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ