ଏବେ ଚାଲିଛି ପ୍ରାର୍ବଣର ଋତୁ । ନବରାତ୍ରୀରେ ଭଳି କି ଭଳି ମିଠାର ରେସିପି ପ୍ରସ୍ତୁତ କରାଯାଏ । ଆଜି ଆମେ ଏକ ମିଠାର ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ବାଦାମ୍ ଫିର୍ନି’ । ଘରକୁ କୁଣିଆ ଆସିଲେ ଏହି ରେସିପିଟି ଆପଣ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ ।