ଘରେ ଆମେ କଞ୍ଚା କଦଳୀରେ ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆପଣଙ୍କ ପାଇଁ କଞ୍ଚା କଦଳୀରେ ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘କଞ୍ଚା କଦଳୀ କୋଫ୍ତା କରି’ । ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ଭାବରେ ବନେଇ ପାରିବେ ।