ଦୂର୍ଗାପୂଜାରେ ମାଆଙ୍କ ନିକଟରେ ଲାଗିଥାଏ ଭଳି ଭଳିକି ଭୋଗ । ଆପଣ ଘରେ ବିଭିନ୍ନ ମିଠାର ରେସିପି ତିଆରି କରି ମାଆଙ୍କ ନିକଟରେ ଭୋଗ ଲଗାଇ ପାରିବେ । ଆଗରୁ ଆପଣ ଛେନାରେ ପ୍ରସ୍ତୁତ ରସମଲାଇ ଖାଇଥିବେ । କେବେ ଚାଉଳରେ ପ୍ରସ୍ତୁତ ରସମଲାଇ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କ ପାଇଁ ଏକ ମିଠାର ଏକ ନୂଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଚାଉଳ ରସମଲାଇ’ ।