• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: 10 Month Child

Railway Job
୧୦ ମାସରେ ପାଇଗଲେ ସରକାରୀ ଚାକିରୀ

ଦଶ ମାସର ଶିଶୁକୁ ମିଳିଲା ଚାକିରି। ସେ ପୁଣି ରେଲୱେରେ। କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଛତିଶଗଡରେ ରାୟପୁର ରେଳବାଇ ବିଭାଗ ପକ୍ଷରୁ ଏମିତି ନିଯୁକ୍ତି ଦିଆଯିବା ଖବର ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି।