ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ । ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ବ ଆମ୍ବୁଲାନ୍ସ କର୍ମଚାରୀ ।
ପୋଲିସ ଗାଡ଼ି ସଂପୂର୍ଣ୍ଣ ଚୁରମାର୍ । ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବା ବେଳେ ଆଇଆଇସିଙ୍କ ସମେତ ୪ ଜଣ ଆହତ।
ରାସ୍ତା ଖରାପ ଯୋଗୁଁ ଆସି ପାରିଲାନି ଆମ୍ବୁଲାନ୍ସ । ଦୁନିଆ ଦେଖିବା ଆଗରୁ ମାଆ ପେଟରେ ହିଁ ଚାଲିଗଲା ଛୁଆର ଜୀବନ ।
ଆମ୍ବୁଲାନ୍ସ ଡ୍ରାଇଭର, ହେଲପର ଏବଂ ଟେକ୍ନିସିଆନଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା ହୋଇଛି।
୫-ଟି ସଚିବଙ୍କ ଗସ୍ତ ପାଇଁ ବନ୍ଦ ହୋଇଗଲା ଗାଡ଼ି । ଏତିକିବେଳେ ସାଇରନ୍ ଦେଇ ମାଡି ଆସିଲା ୧୦୮ ଆମ୍ବୁଲାନ୍ସ...ଯେତେ ଚେଷ୍ଟା କଲେ ବି ଆଗକୁ ବଢିପାରୁନଥିଲା ଗାଡ଼ି । ଲୋକେ କହିଲେ, ସଚିବଙ୍କ ଲାଗି କାହିଁକି ବନ୍ଦ ହେବ ଟ୍ରାଫିକ୍?
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀଙ୍କୁ ଆମ୍ବୁଲାନ୍ସ ଟିଏ ନ ମିଳିବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସ୍ଥାନୀୟ ବାସିନ୍ଦା ।
ଜରୁରୀକାଳୀନ ସେବାକୁ ଖେଳ ଭାବୁଛନ୍ତି ଅସାମାଜିକ । ଆମ୍ବୁଲାନ୍ସ ସେବା ଯୋଗାଉଥିବା ୧୦୮ର ଧଜ୍ଜିଆ ଉଡ଼ାଉଛନ୍ତି ଜଣଙ୍କ ପରେ ଜଣେ । ଗୋଟିଏ ପରେ ଗୋଟିଏ ଫେକ୍ କଲ୍ ଆସୁଛି ଦିନ ତମାମ୍ । ଅଭଦ୍ରାମୀର ସୀମା ଲଂଘିଚାଲିଛନ୍ତି କିଛି ବିଶୃଙ୍ଖଳିତ ବ୍ୟକ୍ତି ।
ଲୋକଙ୍କୁ ଯେଉଁଠି ସହାୟତା ମିଳିବା କଥା ସେଠି କିଛି ଲୋକେ ଜାଣିଶୁଣି ୧୦୮ ନମ୍ବରକୁ କଲ୍ କରି ଟେଲି କଲର୍ଙ୍କ ସହ ଇଆଡ଼ୁ ସିଆଡ଼ୁ ଗପିବା ସହ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ୍ କରୁଛନ୍ତି।
ଏବେ ପ୍ରଶ୍ନ କାହିଁକି ଏମିତି ବିନା ରୋଗୀରେ ଦୌଡୁଛନ୍ତି ଏ ଆମ୍ବୁଲାନ୍ସ? ଜଣେ ପୂର୍ବତନ ଆମ୍ବୁଲାନ୍ସ କର୍ମଚାରୀଙ୍କ ଅଭିଯୋଗ ଅନୁସାରେ,ଏମିତି ରାଜ୍ୟର ଅଧିକାଂଶ ଆମ୍ବୁଲାନ୍ସ ଫେକ୍ କଲ୍ କରାନ୍ତି କାରଣ ଗାଡି ଯେତେ ବାଟ ଗଡିବ ସେତେ ଟଙ୍କା ପାଇବ।