ରାଜ୍ୟସଭା ମୁଲତବୀ ହେବା ପରେ ସୁରକ୍ଷା କର୍ମୀମାନେ ଯାଞ୍ଚ କରିବା ବେଳେ ଏହି ନୋଟ୍ ବିଡ଼ା ଠାବ କରିଛନ୍ତି । ଏହି ୨୨୨ ସିଟ୍ଟି ତେଲଙ୍ଗାନାର କଂଗ୍ରେସ ସାଂସଦ ଅଭିଷେକ ମନୁ ସିଂଘଭିଙ୍କୁ ଆଲଟ୍ କରାଯାଇଛି । ରୁଟିନ୍ ଚେକ୍ ବେଳେ ସିଟରେ ଏହି ନୋଟ୍ ଥିବା ଜଣାପଡିଥିଲା । ସୁରକ୍ଷା କର୍ମୀମାନେ ତୁରନ୍ତ ଏହା ତାଙ୍କ ଦୃଷ୍ଟିକୁ ଆଣିଥିଲେ ବୋଲି କହିଛନ୍ତି ଧନକଡ । ତେଣୁ ଏହାର ତଦନ୍ତ କରାଯାଉଛି ।
ଯଦି ଆପଣଙ୍କ ପାଖରେ ୨ ହଜାର ଟଙ୍କିଆ ନୋଟ୍ ଅଛି ତେବେ ତୁରନ୍ତ ଏହାକୁ ଜମା କରନ୍ତୁ। ଆରବିଆଇ ଏନେଇ ଏକ ରିପୋର୍ଟ ପ୍ରକାଶ କରିଛି। ଯେଉଁଥିରେ ଟଙ୍କା କେଉଁଠି ବଦଳ କରିବେ ତାହା ଉଲ୍ଲେଖ ରହିଛି। ତେବେ କିପରି ଟଙ୍କା ବଦଳାଇବେ ଜାଣିରଖନ୍ତୁ...
ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ୨୦୨୩ ମେ’ ୧୯ରେ ୨୦୦୦ ଟଙ୍କିଆ ନୋଟ୍ ଅଚଳ ହୋଇଯିବ ବୋଲି ଘୋଷଣା କରାଯାଇଥିଲା । ପ୍ରଥମେ ସେପ୍ଟେମ୍ବର ୩୦ ମଧ୍ୟରେ ୨୦୦୦ ଟଙ୍କିଆ ନୋଟ୍ ବ୍ୟାଙ୍କରେ ଏକ୍ସଚେଞ୍ଜ କରିବାକୁ ଆରବିଆଇ ପକ୍ଷରୁ କୁହାଯାଇଥିଲା।
ଦୁଇ ହଜାର ଟଙ୍କିଆ ବନ୍ଦ ପାଇଁ RBIର ଘୋଷଣା ପରଠୁ ଏହାର ପ୍ରଭାବକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହାରି ମଧ୍ୟରେ ୨ ହଜାର ଟଙ୍କିଆ ନୋଟ ବଦଳାଇବା ପାଇଁ ଷ୍ଟେଟ ବ୍ୟାଙ୍କର ନୂଆ ଗାଇଡ ଲାଇନ ଲାଗୁ କରିଛି ।