• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: 2024 General Elections

New Voters’ conference
ବିଜେପି-ବିଜେଡି ଟାର୍ଗେଟରେ ନୂଆ ଭୋଟର, ୨୫ରେ ଦେଶବ୍ୟାପୀ ନବ ମତଦାତା ସମ୍ମିଳନୀ କରିବ ବିଜେପି

ନିର୍ବାଚନ ପୂର୍ବରୁ ନୂଆ ଭୋଟରଙ୍କୁ ନିଜ ପକେଟକୁ ନେବାକୁ ବିଜେପି-ବିଜେଡି ମଧ୍ୟରେ ଫାଇଟ୍। ବିଜେପିର ନବ ମତଦାତା ସମ୍ମିଳନୀ ବନାମ ବିଜେଡିର ନୂଆ ଓ ଆଉ ସୋସିଆଲ ମିଡିଆ ପ୍ରତିଯୋଗିତା।

Anganwadi Politics
ଭୋଟ୍ ପୂର୍ବରୁ ପୁଣି ଆଶା ଓ ଅଙ୍ଗନୱାଡ଼ି ଦିଦିଙ୍କୁ ଦରମା ବୃଦ୍ଧି ଥୋପ !

ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି।

election commissioner of india
କଲେକ୍ଟରଙ୍କଠୁ SP ଯାଏଁ, କିଏ ୬ ବର୍ଷ ତ କିଏ ୩ ବର୍ଷ

ଦୀର୍ଘ ଦିନ ଧରି ଗୋଟିଏ ପଦବିରେ ଥିବା ଅଫିସରଙ୍କ ପୋଷ୍ଟିଂକୁ ନେଇ ତେଜିଛି ରାଜନୀତି। ବିରୋଧୀ ବିଜେପି ଓ କଂଗ୍ରେସର ଅଭିଯୋଗ, ସରକାରୀ ଦଳ ଅଫିସରଙ୍କୁ ହାତବାରିସି କରି ଭୋଟ୍ ପାଇବାକୁ ଏଭଳି ପ୍ରୟାସ କରିଛି। ଶାସକ ଦଳର ଯୁକ୍ତି ଏହା ଗତାନୁଗତିକ ପ୍ରକ୍ରିୟା ।

Dharmendra Pradhan
ଅଙ୍କ କଷିଲେ ଧର୍ମେନ୍ଦ୍ର; କହିଲେ..ଲୋକସଭାରେ ୧୫, ବିଧାନସଭାରେ ନଂ ୧

ଧର୍ମେନ୍ଦ୍ରଙ୍କ ଗଣିତ, ରାଜ୍ୟ ରାଜନୀତିରେ ହଟ ଚମଟ । ଦୃଢ଼ ଭାବେ କହିଛନ୍ତି, ୨୦୨୪ରେ ଓଡ଼ିଶାରେ ବିଜେପି ପାଇବ ୧୫ଟି ସାଂସଦ ସିଟ୍ । ବିଧାନସଭାରେ ବି ବିଜେପି ଏକ ନମ୍ବର ହେବ ।

2024 General Elections
୨୪ ରେ ଫୋକସ୍‌ ନୂଆ ଭୋଟର୍‌; ତିନି ଦଳର ସ୍କିମ ଅଫର୍‌ !

ଯୁବ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସବୁ ଦଳର ଭରପୂର ଉଦ୍ୟମ । ବିଜେଡି ସରକାରଙ୍କ ସ୍କିମ୍ ବନାମ ବିଜେପିର ମତଦାତା ସଚେତନତା ଅଭିଯାନ । କଂଗ୍ରେସ ବି ଯୁବକଙ୍କୁ ଟ୍ରେନିଂ ଦେଇ କରିବ ନିର୍ବାଚନ ପାଇଁ ପ୍ରସ୍ତୁତ କରିବ ।

Odisha Politics, BJD - BJP
୨୪ ଭୋଟ୍ ପାଇଁ BJPର କମରକଷା, କର୍ମୀଙ୍କ କାନରେ ବିଜୟ ମନ୍ତ୍ର ଫୁଙ୍କିଲେ ବଂଶଲ

ଭୋଟ୍ ହାତେଇବା ପାଇଁ ବୁଥ୍‌କୁ ଫୋକସ୍ । ବିଜେପି-ବିଜେଡି ଲଢେଇ ପାଇଁ ଗ୍ରାଉଣ୍ଡ ୱାର୍କ । ତୃଣମୂଳ ସ୍ତରରେ ବ୍ଲୁ-ପ୍ରିଣ୍ଟକୁ କାର୍ଯ୍ୟକାରୀ କରିବାକୁ ଦିଆଯାଉଛି ଟାସ୍କ । ବଂଶଲଙ୍କ ଷ୍ଟ୍ରାଟେଜି ବାନାମ୍ ନବୀନଙ୍କ ରଣନୀତି ।

Mohan Majhi
ଆମର ଲକ୍ଷ୍ୟ ଓଡ଼ିଶାରେ ଡବଲ ଇଂଜିନ୍ ସରକାର; ମୋହନ ମାଝି

ନିର୍ବାଚନରେ ବିଜୟୀ ହେବା ପାଇଁ, ବିଜେପି ଗୌହଟିରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛି । ବୈଠକ ପରେ ଏହା ସ୍ପଷ୍ଟ ହେବ ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକମୋହନ ଚରଣ ମାଝୀ....

2024 General Elections
ରାଜନୈତିକ ଦଳର ଫୋକସରେ ସେପ୍ଟେମ୍ବର

ଆରମ୍ଭ ହୋଇଯାଇଛି ସୁପର୍ ସେପ୍ଟେମ୍ବର। ଆଉ ମାସ ଆରମ୍ଭରୁ ବିଭିନ୍ନ ରାଜନୈତିକ ଦଳରେ ପ୍ରତିଯୋଗିତାମୂଳକ ଭାବେ ସ୍ଥିର ହୋଇଛି କାର୍ଯ୍ୟକ୍ରମ। କେହି କାହାକୁ ବାଟ ଛାଡ଼ିବାକୁ ପ୍ରସ୍ତୁତ ନାହାଁନ୍ତି। କାରଣ ସାଧାରଣ ନିର୍ବାଚନକୁ ରହିଲା ଦୁଇ ବର୍ଷରୁ କମ୍ ସମୟ। ସବୁଠାରୁ ବେଶୀ କାର୍ଯ୍ୟକ୍ରମ ରହିଛି ବିଜେପିର ଦଳର।

BJP
୨୪ ନିର୍ବାଚନ ପାଇଁ ଓଡିଶା ବିଜେପିର ୨୪ରୋଡ୍ ମ୍ୟାପ୍

ଭୁବନେଶ୍ୱର ମୁଖ୍ୟାଳୟରେ ରାଜ୍ୟ ବିଜେପିର ମାନସମନ୍ଥନ । ୨୦୨୪ ପାଇଁ ପ୍ରସ୍ତୁତ ହେଉଛି ରୋଡ୍‌ମ୍ୟାପ୍‌ । ଏନେଇ ଦଳୀୟ ନେତାଙ୍କ ସହ ବିଚାରବିମର୍ଶ କରିଛନ୍ତି ରାଜ୍ୟ ପ୍ରଭାରୀ ଡି. ପୁରେନ୍ଦ୍ରଶ୍ୱରୀ ।