ଜିଓ ପକ୍ଷରୁ ଏହି ସୁବିଧାଗୁଡ଼ିକ ଓଡ଼ିଶାର ଲୋକମାନଙ୍କ ଜୀବନରେ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିବ।
ଆଖି ପିଛୁଳାକେ ଡାଉନଲୋଡିଂ, ବିଜୁଳି ବେଗରେ ସର୍ଫିଂ।
ସବୁଠାରୁ ଉନ୍ନତ କୁହାଯାଉଥିବା ୭୦୦ ମେଗାହର୍ଜ ସମେତ ଅନ୍ୟ ବ୍ୟାଣ୍ଡର ସ୍ପ୍ରେମକୁ କିଣିଛି ଜିଓ।
ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଦେଶରେ ୫ଜି ସେବା ମିଳିବ ବୋଲି ଆଶା ରଖାଯାଇଛି।