ଆଖି ପିଛୁଳାକେ ଡାଉନଲୋଡିଂ, ବିଜୁଳି ବେଗରେ ସର୍ଫିଂ।
ଆଜିଠୁ ଓଡ଼ିଶାରେ 5G ସେବା ଆରମ୍ଭ ହୋଇଛି। ଆଖି ପିଛୁଳାକେ ଡାଉନଲୋଡିଂ, ଆଉ ବିଜୁଳି ବେଗରେ ସର୍ଫିଂ ହେବ।
5G ସେବାକୁ ସାରା ଦେଶ ଅପେକ୍ଷା କରିଥିବାବେଳେ ଏହି ଅପେକ୍ଷାର ଅନ୍ତ ଘଟିଛି । ଦେଶରେ ଆରମ୍ଭ ହୋଇଛି 5G ସେବା । ଉପଭୋକ୍ତା ମାନଙ୍କୁ ମାଗଣାରେ ଏହି ସେବା ଯୋଗାଇ ଦେଇଛି ଟେଲିକମ୍ ଅପରେଟର୍ JIO ।
ଦୀପାବଳି ଅବସରରେ ଜିଓ ଗ୍ରାହକଙ୍କୁ ଦେଇଛି ଭେଟି। ଆରମ୍ଭ କରିଛି 5G ସେବା। ଚେୟାରମ୍ୟାନ୍ ଆକାଶ ଅମ୍ବାନୀ ଜିଓ 5G ସେବା ଆରମ୍ଭ କରିଛନ୍ତି। ଜାଣନ୍ତୁ କେଉଁଠି ଆରମ୍ଭ ହେଲା…
ରିଲାଏନ୍ସ ଜିଓ ସାରା ଦେଶରେ 5G ଲଞ୍ଚ୍ କରିବା ପାଇଁ ପ୍ରସ୍ତୁତ ହେଉଛି। ଏନେଇ ରିଲାଏନ୍ସ ଜିଓର ଚେୟାରମ୍ୟାନ୍ ଆକାଶ ଅମ୍ବାନୀ ଇସାରା ଦେଇଛନ୍ତି।
ଆମେରିକାରେ ଫାଇଭ୍ ଜି ସେବା ପ୍ରଚଳନ ହେଉଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜିଠାରୁ ବିମାନ ଚଳାଚଳ କାଣ୍ଟଛାଣ୍ଟ କରାଯାଇଛି ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାୟାଇଛି । ତେବେ ବିମାନ ଚଳାଚଳ ପୁଣି କେବେ ସ୍ୱାଭାବିକ ହେବ ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି ।