5T କୁ ନେଇ ବଢିଲା ବିବାଦ । ବିଧାନସଭାରେ ପୁଣି 5T ତାତି । ସ୍କୁଲଗୁଡ଼ିକର 5T ରୂପାନ୍ତୀକରଣକୁ ନେଇ ଉଠିଲା ପ୍ରଶ୍ନ । ଗତକାଲି ବିଧାନସଭାରେ 5T ଏକ ବିଭାଗ କି ବୋଲି ପ୍ରଶ୍ନ ଉଠିଥିବା ବେଳେ ଆଜି 5T ମାଧ୍ୟମରେ ସ୍କୁଲ୍ ରୂପାନ୍ତୀକରଣ ଉପରେ ଉଠିଛି ପ୍ରଶ୍ନ ।
ବିଧାନସଭାରେ 5T ଝଡ଼ । ଗତକାଲି ବିରୋଧୀ, 5T ପ୍ରସଙ୍ଗ ଉଠାଇ ସରକାରଙ୍କୁ ଅକଳରେ ପକାଇଥିଲେ, ଆଜି ସମାନ ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି ବିରୋଧୀ ଓ ଶାସକ ବିଧାୟକ ।
ସବୁ ବିଭାଗର କ୍ଷମତା ସଂକୋଚନ ପାଇଁ ଆସିଛି କି 5T ? ଯଦି ବିଭାଗ, ତେବେ ବିଧାନସଭାରେ କାହିଁକି ହେଉନି ପ୍ରଶ୍ନୋତ୍ତର ?
ସାତଟି ଶ୍ରେଣୀକୁ ମାତ୍ର ଦୁଇଜଣ ଶିକ୍ଷକ l ଥରେ ଚିନ୍ତା କରନ୍ତୁ କେମିତି ପାଠ ପଢା ଚାଲିଥିବ ସେହି ସବୁ ସ୍କୁଲରେ ?
ପାଞ୍ଚଟି T ବେଶି ଗୁରୁତ୍ୱପୂର୍ଣ୍ଣ, ନା ଗୋଟିଏ P ଓ ଗୋଟିଏ C । ଆମେ ଆପଣଙ୍କୁ ଇଂରାଜୀ ବର୍ଣ୍ଣ ପରିଚୟ କରାଉନୁ । ଆପଣଙ୍କୁ ପରିଚିତ କରାଉଛୁ ସରକାରୀ ବାବୁଙ୍କ ଉପୁରି ମୋହ ସହ ।