କେନ୍ଦ୍ର କର୍ମଚାରୀଙ୍କ DA ବଢ଼ାଇଲେ ସରକାର । ଡିଏ ୩% ବଢ଼ିବା ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।
7th Pay Commission: କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ସରକାର ପରେ, ବର୍ତ୍ତମାନ ବିଭିନ୍ନ ରାଜ୍ୟ ସରକାର ସେମାନଙ୍କ କର୍ମଚାରୀଙ୍କୁ ଦେଲେ ହୋଲି ଉପହାର ।
ଆଗାମୀ ଦିନରେ କେନ୍ଦ୍ର ସରକାରୀ କର୍ମଚାରୀ(Central Government Employees)ଙ୍କୁ ପୁଣି ଏକ ବଡ଼ ଉପହାର ଦେଇପାରନ୍ତି ସରକାର। ଏହାଦ୍ୱାରା ସେମାନଙ୍କର ଦରମା ମଧ୍ୟ ବଢ଼ିପାରେ।
ସରକାରୀ କର୍ମଚାରୀ ଓ ପେନ୍ସନ୍ଧାରୀଙ୍କ ପାଇଁ ଖୁସି ଖବର। ପଶ୍ଚିମବଙ୍ଗ ସରକାର ମହଙ୍ଗା ଭତ୍ତା(DA) ଓ ମହଙ୍ଗା ରିଲିଫ୍(DR) ବୃଦ୍ଧି କରିଛନ୍ତି।
ଖୁବ୍ଶୀଘ୍ର କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। କର୍ମଚାରୀଙ୍କ DA(Dearness Allowance) ବୃଦ୍ଧି ନେଇ କେନ୍ଦ୍ର ସରକାର ଘୋଷଣା କରିପାରନ୍ତି ବୋଲି ଆଶା କରାଯାଉଛି।
ଦୀପାବଳି ପୂର୍ବରୁ DA ବୃଦ୍ଧି ପରେ କେନ୍ଦ୍ର ସରକାରୀ କର୍ମଚାରୀମାନେ ଆଉ ଏକ ଭଲ ଖବରକୁ ଅପେକ୍ଷା କରିଛନ୍ତି। ସେମାନେ ବର୍ତ୍ତମାନ ଫିଟମେଣ୍ଟ ଫ୍ୟାକ୍ଟର୍ ଏବଂ HRA ବୃଦ୍ଧିକୁ ଅପେକ୍ଷା କରିଛନ୍ତି।
ଆସନ୍ତା ମାସରେ କର୍ମଚାରୀଙ୍କ ଦରମା ବୃଦ୍ଧି(Salary Hike) ଲାଗି ସରକାର ଯୋଜନା କରୁଥିବା ସୂଚନା ମିଳିଛି। ଡିଏ ବୃଦ୍ଧି(DA Hike)ଠୁ ଆରମ୍ଭ କରି ବକେୟା ଡିଏ (Due DA) ସରକାର ପ୍ରଦାନ କରିପାରନ୍ତି। ଏହାସହ PF ଉପରେ ମିଳିବାକୁ ଥିବା ସୁଧ ଟଙ୍କା ମଧ୍ୟ କର୍ମଚାରୀଙ୍କ ଆକାଉଣ୍ଟକୁ ପଠା ଯାଇପାରେ।
ଖୁବ୍ଶୀଘ୍ର କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ଜୁଲାଇରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ DA ବଢ଼ାଇ(DA Hike)ପାରନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ(Central Govt Employees)ଙ୍କ ପାଇଁ ଖୁସି ଖବର। ମୋଦି ସରକାର ପୁଣିଥରେ କେନ୍ଦ୍ର ସକରାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି କରିବା ଲାଗି ଯୋଜନା କରିଛନ୍ତି।
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିବ ସପ୍ତମ ବେତନ କମିଶନର ୨୦ ପ୍ରତିଶତ ବକେୟା ପ୍ରାପ୍ୟ । ଚଳିତ ମାର୍ଚ୍ଚ ମାସ ଦରମାରେ ଏହି ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା(DA) ବୃଦ୍ଧି ପରେ ଏବେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ HRA(House Rent Allowance) ବୃଦ୍ଧି ହୋଇପାରେ।
ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ଖୁବ୍ ଶୀଘ୍ର କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ଶୁଣିବାକୁ ମିଳୁଛି, କେନ୍ଦ୍ର ସରକାରୀ କର୍ମଚାରୀଙ୍କ ସର୍ବନିମ୍ନ ଦରମା ମଧ୍ୟ ବୃଦ୍ଧି ହୋଇପାରେ। ଫଳରେ କର୍ମଚାରୀଙ୍କ ସର୍ବନିମ୍ନ ବେସିକ୍ ସାଲାରୀ ୧୮ ହଜାର ଟଙ୍କାରୁ ବୃଦ୍ଧି ହୋଇ ୨୬ ହଜାର ଟଙ୍କା ହୋଇପାରେ।