ପୂର୍ବତନ IFS ଅଭୟକାନ୍ତ ପାଠକଙ୍କ ଘରେ ଇଡିର ରେଡ୍ । ଭୁବନେଶ୍ୱର ବିବେକାନନ୍ଦ ମାର୍ଗ ବାସଭବନରେ ରେଡ୍ ।
ଆୟ ବହିର୍ଭୁତ ସମ୍ପତ୍ତି ଓ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ED ନିକଟରେ ହାଜର ହେଲେ ପୂର୍ବତନ IFS ଅଧିକାରୀ ଅଭୟକାନ୍ତ ପାଠକ । ଏ ଦୁଇଟି ମାମଲାରେ ପଚରାଉଚରା ପାଇଁ ସମନ ପରେ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଅଭୟକାନ୍ତ ।