• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Abvp

KIIT Student Suicide Row
KIIT Student Suicide Row: କିଟ୍ କାଣ୍ଡକୁ ନେଇ ବଢୁଛି ତାତି; ମୁହଁ ଖୋଲୁନାହାନ୍ତି ମୁଖିଆ ଅଚ୍ୟୁତ

ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେଉଥିବା ନୂଆ ନୂଆ ଭିଡ଼ିଓ କିଟ୍ କର୍ତ୍ତୃପକ୍ଷଙ୍କ ଦାୟିତ୍ବହୀନତାକୁ ନେଇ ପ୍ରଶ୍ନ ଉଠାଉଛି । କିଟ୍ କ୍ୟାମ୍ପସ-୬, କୁଇନ୍ସ ହଷ୍ଟେଲର ୧୮ ନମ୍ବର ରୁମରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିବା ଜାଣିବା ପରେ କର୍ମଚାରୀମାନେ କବାଟ ଭାଙ୍ଗି ପଶିବାର ଭିଡିଓ ଭାଇରାଲ ହୋଇଛି ।

Students Union Election
Students Union Election: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ‘ଆସନ୍ତା ଶିକ୍ଷା ବର୍ଷରେ ହେବ ଛାତ୍ର ସଂସଦ ନିର୍ବାଚନ’

ଆସନ୍ତା ଶିକ୍ଷା ବର୍ଷରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ। ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Student Election
ଛାତ୍ର ସଂସଦ ନିର୍ବାଚନ କାହିଁକି ବନ୍ଦ ?

ତେବେ କୋଭିଡ୍ ପରବର୍ତ୍ତି ସ୍ଥିତିରେ ଯେତେବେଳେ ସବୁ କିଛି ସ୍ୱାଭାବିକ ହୋଇଛି, ସେତେବେଳେ ଛାତ୍ର ସଂସଦ ନିର୍ବାଚନ କାହିଁକି ହେବନି ବୋଲି ଯୁକ୍ତି ବାଢି ABVP ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା ।

Student Election
ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ, ଗତ ୫ ବର୍ଷ ଧରି ହେଉ ନାହିଁ ନିର୍ବାଚନ

ଗଣତାନ୍ତ୍ରିକ ଅଧିକାରକୁ କାହିଁକି ଗୁରୁତ୍ୱ ଦେଉନାହାନ୍ତି ସରକାର ? କୋର୍ଟ ଯିବାକୁ ବିଜେପି ଯୁବମୋର୍ଚ୍ଚାର ଚେତାବନୀ ।

Vani Vihar Campus
ବାଣୀବିହାର କ୍ୟାମ୍ପସ୍‌ରେ 5T ଷ୍ଟିକର ! BCJD-ABVPର ପୋଷ୍ଟର ୱାର୍...

5T ସଚିବଙ୍କ ଷ୍ଟିକର ପାଖରେ ମହାପୁରୁଷଙ୍କ ପୋଷ୍ଟର ମରାକୁ ନେଇ ମୁହାଁମୁହିଁ । ଛାତ୍ର ବିଜେଡି-ଏବିଭିପି ମଧ୍ୟରେ ମୁହାଁମୁହିଁ ।

Vani Vihar
ଉତ୍କଳ ବିଶ୍ୱବିଦ୍ୟାଳୟ VC କହିଲେ, ‘JNUରୁ କିଏ ଆସିଥିଲେ, କାହାକୁ ମାଡ଼ ହୋଇଛି ଜାଣିନି’

ଜେଏନୟୁ ପ୍ରଫେସରଙ୍କୁ ଆକ୍ରମଣ ନେଇ ଚର୍ଚ୍ଚାରେ ବାଣୀବିହାର ।

Utkal University 2nd Campus
ବେଆଇନ୍‌ ଫି’ ଆଦାୟ ବିରୋଧରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌ରେ ଛାତ୍ରଛତ୍ରୀଙ୍କ ବିକ୍ଷୋଭ

ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌ରେ ଛାତ୍ରଛତ୍ରୀଙ୍କ ବିକ୍ଷୋଭ । କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ନାରା ଦେବା ସହ କଲେ ଆନ୍ଦୋଳନ । ଯାଜପୁର ଚଣ୍ଡିଖୋଲସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ୍‌ରେ ପଢ଼ାଯାଉଥିବା ନର୍ସିଂ ଶିକ୍ଷାରେ ଅବ୍ୟବସ୍ଥା ନେଇ ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ।