• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Accident

Accident
କୋରାପୁଟ ବୋରିଗୁମ୍ମାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜୀବନ

ଅଟୋରେ ଥିବା ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି, ଗୁରୁତର ଆହତଙ୍କୁ ମଧ୍ୟରୁ ୪ ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି।

Congress Press Meet
ବାଇକ ଆରୋହୀଙ୍କ ମୃତ୍ୟୁ ଘଟଣା: ପାଣ୍ତିଆନଙ୍କୁ କଂଗ୍ରେସର ଟାର୍ଗେଟ

ଗଜପତି ଜିଲ୍ଲା ପରିସଲ୍ ଛକରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁକୁ ନେଇ ଜୋର ଧରିଲା ରାଜନୀତି । ଦୁର୍ଘଟଣା ଘଟାଇଥିବା ଗାଡ଼ିଟି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ସୁରକ୍ଷାରେ ନିୟୋଜିତ ଥିବା ବୋଲି କହିଛି କଂଗ୍ରେସ । ଧକ୍କା ଦେଇଥିବା ଗାଡ଼ିଟି ଏକ ପୋଲିସ ଗାଡ଼ି ।

Accident
କୁହୁଡ଼ି ସାଜିଲା କାଳ..ଟ୍ରକ ତଳେ ଚାପି ହୋଇ ପାଞ୍ଚ ମୃତ

କୁହୁଡି ନେଉଛି ଜୀବନ। ପ୍ରତିଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ରରେ ମଧ୍ୟ ଘନ କୁହୁଡ଼ି ପାଇଁ ଦୁର୍ଘଟଣା ବଢ଼ି ଚାଲିଛି। ନାଗପୁରରେ ୩ଟି ସ୍ଥାନରେ ଦୁର୍ଘଟଣା ଯୋଗୁଁ ଦମ୍ପତିଙ୍କ ସମେତ ୫ଜଣଙ୍କ ମୃତ୍ୟୁ ଘଟିଛି।

CEO
ଜମିଥିଲା ନାଚଗୀତ..କମ୍ପୁଥିଲା ପରିବେଶ..ଘଟିଲା ଏମିତି ଘଟଣା..ଚୁପ ହୋଇଗଲେ ୭୦୦ ଜନତା

ସେଲିବ୍ରେଟ କରୁଥିଲେ ସିଲଭର ଜୁବୁଲି । କିନ୍ତୁ ଛକି ରହିଥିଲା ମୃତ୍ୟୁ । ନିଜ କମ୍ପାନୀର ସିଲିଭର ଜୁବୁଲି ସେଲିବ୍ରେଟ କରୁ କରୁ ମାଡ଼ି ଆସିଲା ମୃତ୍ୟୁ ଆଉ ଚାଲିଗଲା ଜୀବନ । ଏପରି ଏକ ଦୁଃଖଦ ଘଟଣା ଘଟିଛି ହାଇଦ୍ରାବାଦରେ ।

Sudhakar Basanta
ପାର୍କିଂ ଟ୍ରକକୁ ଧକ୍କା ଦେଲା କାର, ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ଗୁରୁତର

କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ୱାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ।

Hitech Medical Case
ପରିବାର ଲୋକେ ଚିହ୍ନି ପାରିଲେନି, ଆମର କ’ଣ ଭୁଲ- ହାଇଟେକ

ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ମୃତଦେହ ଚିହ୍ନଟ ଦ୍ୱନ୍ଦ୍ୱ ନେଇ ତୁମ୍ବିତୋଫାନ ପରେ ନିଜ ଉପରୁ ଦୋଷ ଛଡ଼ାଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।

Hitech Medical Case
'ଆମକୁ ଆମ ପୁଅ ଦିଅ .. କୁଆଡ଼େ ଗଲା ଆମ ପୁଅ ..'

ହାଇଟେକ୍ ବିସ୍ଫୋରଣ ଘଟଣାକୁ ନେଇ ମେଡିକାଲରେ ଉତ୍ତେଜନା । ମୃତଦେହ ଚିହ୍ନଟ ପ୍ରକ୍ରିୟାକୁ ନେଇ ଜ୍ୟୋତି ମଲ୍ଲିକଙ୍କ ପରିବାର ଲୋକ ପ୍ରଶ୍ନ ଉଠାଇଛନ୍ତି ।

Hitech Medical Case
ବଞ୍ଚିଛନ୍ତି ଦିଲ୍ଲୀପ, ପ୍ରେସମିଟ କରି ସୂଚନା ଦେଲେ ମେଡ଼ିକାଲ କର୍ତ୍ତୃପକ୍ଷ

ଜୀବିତ ଅଛନ୍ତି ଦିଲ୍ଲୀପ ସାମନ୍ତରାୟ । ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ପ୍ରେସମିଟ୍‌ । ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ଘଟଣାରେ ପ୍ରେସମିଟ କରି କହିଲେ ମେଡ଼ିକାଲ କର୍ତ୍ତୃପକ୍ଷ । ଦିଲ୍ଲୀପ ସାମନ୍ତରାୟ ଜୀବିତ ଅଛନ୍ତି ବୋଲି ସୂଚନା ।

Accident
ହାଇଟେକ ବିସ୍ଫୋରଣରେ ବଡ଼ ଟ୍ବିଷ୍ଟ୍, ମୃତ ବ୍ୟକ୍ତି ଦିଲ୍ଲୀପ ନୁହେଁ ତ ଆଉ କିଏ?

ଗତ ଡିସେମ୍ବର ୨୯ ତାରିଖରେ ଭୁବନେଶ୍ବର ପାଣ୍ଡରା ସ୍ଥିତ ହାଇଟେକ ମେଡିକାଲ କଲେଜ ଓ ହସ୍ପିଟାଲ କ୍ୟାମ୍ପସରେ ଏକ ଆଉଟସୋର୍ସିଂ ଏଜେନ୍ସି ଦ୍ବାରା ଏହି ଏସି ମରାମତି ବେଳେ କଂପ୍ରେସର ବିସ୍ଫୋରଣ ଘଟିଥିଲା ।

Suicide
ସହି ପାରିଲେନି ସ୍ୱାମୀଙ୍କ ବିୟୋଗ, ଆତ୍ମହତ୍ୟା କରିଦେଲେ

ସ୍ବାମୀଙ୍କ ଅକାଳ ବିୟୋଗକୁ ସହ୍ୟ ନକରିପାରି ସ୍ତ୍ରୀର ଆତ୍ମହତ୍ୟା । ଖବର ଆସିଛି ଜଟଣୀ ଥାନା ଅଞ୍ଚଳରୁ ।

Accident
ପିକନିକ କରିବାକୁ ଯାଉଥିଲେ, କିନ୍ତୁ ଶବ ହୋଇ ଫେରିଲେ

ନୂଆ ବର୍ଷ ଆଣିଦେଲା ଦୁଃଖ । ବର୍ଷର ପ୍ରଥମ ଦିନରେ ଛକି ରହିଥିଲା ମୃତ୍ୟୁ । ଖୁସି ମନରେ ପିକନିକ କରିବାକୁ ଯାଉଥିଲେ । କିନ୍ତୁ ଶବ ହୋଇ ଫେରିଲେ ।

Train Coach Accident
ପ୍ଲେନ୍ ପରେ ଟ୍ରେନ୍, ମଝି ରାସ୍ତାରେ ଫସିଗଲା ଟ୍ରେନ୍ ବଗି

ବଗିଟି ସମ୍ପୂର୍ଣ୍ଣ ଅଚଳ ହୋଇଯିବା ପରେ ଏହାକୁ କବାଡ଼ି ଆକାରରେ ଚାଲାଣ କରାଯାଉଥିଲା । ହେଲେ ଭାଗଲପୁର ସହରର ଉଲଟା ପୋଲ ଛକ ନିକଟରେ ଦୁର୍ଘଟଣା ଘଟିଛି।

13 killed as bus catches fire after accident in Madhya Pradesh
ଦୁର୍ଘଟଣା ପରେ ଜଳିଗଲା ବସ୍‌; ୧୩ ଜଣଙ୍କ ମୃତ୍ୟୁ

ଦୁର୍ଘଟଣାକୁ ନେଇ ଜଣେ ପୋଲିସ ଅଧିକାରୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ସମସ୍ତ ମୃତଦେହକୁ ଦୁର୍ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି । ଦୁର୍ଘଟଣାର କାରଣ କ’ଣ ଜଣାପଡ଼ିନାହିଁ । ବର୍ତ୍ତମାନ ଏନେଇ ତଦନ୍ତ ଜାରି ରହିଛି ।

Driver turned the car while talking on the phone three year old child was crushed to death
ଫୋନ୍‌ରେ କଥା ହୋଇ ବୁଲାଉଥିଲେ କାର୍; ଶିଶୁର ମୁଣ୍ଡରେ ଚଢ଼ିଗଲା ଚକା

ଫୋନରେ କଥା ହେଉଥିବା ବେଳେ ଜଣେ କାର୍‌ ଡ୍ରାଇଭର ତିନି ବର୍ଷର ଏକ ଶିଶୁକୁ ଧକ୍କା ଦେଇଥିଲା, ଯେଉଁ କାରଣରୁ ସେ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲା। ଡ୍ରାଇଭର ପଳାଇବାକୁ ଚେଷ୍ଟା କଲାବେଳେ ଲୋକମାନେ ତାଙ୍କୁ ଧରି ପିଟିଥିଲେ ଏବଂ ପୋଲିସକୁ ହସ୍ତାନ୍ତର କରିଥିଲେ।

Accident
ଖସି ପଡ଼ିଲା ୪୦ ଟନ ଲୁହା ବୋଝେଇ ଟ୍ରକ, ଚାଲିଗଲା ୪ ଜୀବନ

ଗୋଟିଏ ପରିବାରର ଚାରି ସଦସ୍ୟଙ୍କ ଦେହାନ୍ତ । ଟ୍ରକ ଚଳେ ଚାପି ହୋଇ ପ୍ରାଣ ହରାଇଛନ୍ତି ଗୋଟିଏ ପରିବାରର ଚାରି ସଦସ୍ୟ । ଏପରି ମର୍ମନ୍ତୁଦ ଦୁର୍ଘଟଣା ଆଦି ସକାଳେ ସକାଳେ ମଧ୍ୟପ୍ରଦେଶର ଗୁନାରେ ଘଟି ଯାଇଛି ।

Accident In Sundergarh
ଅଟୋକୁ ଧକ୍କା ଦେଲା ହାଇୱା, ୫ ମୃତ

ଅଟୋକୁ ଧକ୍କା ଦେଲା ହାଇୱା। ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତରଙ୍କୁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

 Accident
ହାଇୱେରେ ଭୟଙ୍କର ଦୁର୍ଘଟଣା : ଧକ୍କା ହେବାପରେ ଟ୍ରକ୍ ସହ କାର୍‌ରେ ଲାଗିଲା ନିଆଁ, ୮ ଜୀବନ୍ତ ଦଗ୍ଧ

ନିଆଁ ଲାଗିବା ପରେ କାର୍‌ରେ ବସିଥିବା ଲୋକମାନେ ଚିତ୍କାର କରି ସାହାଯ୍ୟ ମାଗିଥିଲେ । କିନ୍ତୁ ଦୁର୍ଭାଗ୍ୟର ବିଷୟ କାରର କବାଟ ଖୋଲି ନଥିଲା

Accident
ଜୀବନ ନେଉଛି ବେପରୁଆ ଗାଡ଼ି ଚାଳନା; ରିପୋର୍ଟ ଦେଲା NCRB 

ଓଭର ସ୍ପିଡିଂ, ବେପରୁଆ ଡ୍ରାଇଭିଂ, ମଦ୍ୟପାନ କରି ଗାଡ଼ି ଚାଳନା। ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁର ବଡ଼ କାରଣ। NCRB ଦ୍ବାରା ପ୍ରକାଶିତ ସଦ୍ୟତମ ରୋଡ୍ ଆକ୍ସିଡେଣ୍ଟସ୍ ଆଣ୍ଡ ସୁଇସାଇଡ୍ ଇନ୍ ଇଣ୍ଡିଆ ରିପୋର୍ଟରୁ ମିଳିଛି ଏମିତି ଚିନ୍ତାଜନକ ତଥ୍ୟ।

Car Accident In Bhubaneswar
ପ୍ରଥମେ ଡିଭାଇଡର ଉପରକୁ ମାଡ଼ିଗଲା, ପରେ ବସ୍‌ ସହ ପିଟି ହେଲା କାର୍‌...

ନନ୍ଦନକାନନ ପଟୁ ଜୟଦେବ ବିହାରକୁ ଯାଉଥିବା ଏକ କାର୍‌ ନିୟନ୍ତ୍ରଣ ହରାଇ ପ୍ରଥମେ ଡିଭାଇଡର ଉପରକୁ ମାଡ଼ି ଯାଇଥିଲା । ଏହାପରେ ଅପରପାର୍ଶ୍ୱରେ ଥିବା ଏକ ବସ୍‌ ସହ ପିଟି ହୋଇଥିଲା ।

Illegal Parking
ଦୁର୍ଘଟଣା ପରେ ଚେତା ପଶିଲା; ନୋ ପାର୍କିଙ୍ଗରେ ଗାଡ଼ି ରଖିଲେ ଗଣିବେ ତଣ୍ତ

ରାଜପଥ ସାଜିଛି ମୃତ୍ୟୁର ଫାଶ । ଜୀବନ ନେଉଛି ବେଆଇନ ଟ୍ରକ୍ ପାର୍କିଂ ।

2 kills in car accident in pahala
ଭୁବନେଶ୍ୱର ଯାଉଥିବା ବେଳେ ଭୟଙ୍କର ଦୁର୍ଘଟଣା: ଟ୍ରକ୍‌କୁ ଧକ୍କା ଦେଲା କାର୍‌, ୨ ମୃତ

ଟ୍ରକ୍‌କୁ କାର୍‌ ଧକ୍କା ଦେବା ଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ପାହାଳ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

Around 5 thousands people killed every year in road accidents
ଦୁର୍ଘଟଣା ନେଉଛି ମୁଣ୍ଡ: ପ୍ରତିବର୍ଷ ଓଡ଼ିଶାରେ ଯାଉଛି ୫ ହଜାର ଜୀବନ

ଗତ ୧୦ ବର୍ଷରେ ରାଜ୍ୟରେ ୪୮ ହଜାର ଲୋକଙ୍କ ଜୀବନ  ନେଇଛି ସଡ଼କ ଦୁର୍ଘଟଣା । ଅର୍ଥାତ୍‌ ପ୍ରତିବର୍ଷ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫ ହଜାର ଲୋକଙ୍କ ଜୀବନ ଯାଉଛି ।

7 dead as van hits parked truck on NH in Keonjhar
ଭୟଙ୍କର ଦୁର୍ଘଟଣା: ଟ୍ରକ୍‌କୁ ପଛପଟୁ ପିଟିଲା ଭ୍ୟାନ୍‌, ଚାଲିଗଲା ୮ ଜୀବନ...

ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛପଟୁ ଭ୍ୟାନ୍‌ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ଜୀବନ ଚାଲିଯାଇଛି ।

Tunnel Collapse
ଶ୍ରମିକଙ୍କୁ ଭେଟି ପାରନ୍ତି ପ୍ରଧାନମନ୍ତ୍ରୀ, ଫେରିବା ଅପେକ୍ଷାରେ ପରିବାର ଲୋକ

ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ଅପରେସନକୁ ନେଇ ଆଶ୍ବସ୍ତ ଦେଶ । ଦୀର୍ଘ ୧୭ ଦିନ ପରେ ସମସ୍ତ ୪୧ ଶ୍ରମିକ ସୁରକ୍ଷିତ ଉଦ୍ଧାର ହେବା ପରେ ଚାରିଆଡ଼େ ଖୁସିର ଲହରି ।

Zero fatality week
ଡିସେମ୍ବର ପ୍ରଥମ ସପ୍ତାହରେ ପାଳନ ହେବ ଜିରୋ ଫାଟାଲିଟି ୱିକ୍

ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ କମାଇବା ଲକ୍ଷ୍ୟ…..ପରିବହନ ବିଭାଗ ପକ୍ଷରୁ ଜିଲ୍ଲାପାଳ, ଏସପି ଓ RTOଙ୍କୁ SOP ଜାରି