ଯାତ୍ରୀଙ୍କୁ ନେଇ ବସ୍ଟି ଭୁବନେଶ୍ୱରରୁ ପୁରୀ ଆଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ଆକ୍ରୋଶର ନିଆଁରେ ଜଳୁଥିବା ଅମର କିନ୍ତୁ ଥିଲେ ନଛୋଡ଼ବନ୍ଧା।
ପିପିଲି ଛକ ନିକଟରେ ବୋଲବମ୍ ଭକ୍ତଙ୍କ ଉପରେ ମାଡ଼ିଗଲା କାର୍। କଟକ ଗଡ଼ଗଡ଼ିଆ ଘାଟରୁ ନୃସିଂହ ପାଣି ଉଠାଇ ପୁରୀ ଲୋକନାଥ ମନ୍ଦିର ଯାଉଥିଲେ।
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଡବଲ୍ ଡେକର୍ ବସ୍କୁ ଆଉ ଏକ ଡବଲ୍ ଡେକର୍ ବସ୍ ପଛପଟୁ ଧକ୍କା ଦେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି।
ବାଙ୍ଗିରିପୋଷି ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟି ପଡ଼ିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି।
ଦୁର୍ଘଟଣା ଘଟାଇ ଆହତଙ୍କୁ ହସ୍ପିଟାଲ ନେବା ପରିବର୍ତ୍ତେ ଖସି ପଳାଇଥିଲେ ଇନ୍ସପେକ୍ଟର ।
ଗାଡ଼ିରେ ସ୍ନିଗ୍ଧାରାଣୀ ଥିବାବେଳେ ଡ୍ରାଇଭର ଗାଡ଼ି ଚଳାଉଥିଲେ
ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ରେ ୧୦୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।
ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ନାବାଳକ ଆହତ ହୋଇଛନ୍ତି।
କୋମନା ନିକଟସ୍ଥ କ୍ରିଷ୍ଣା ଗାଁ ଛକରେ ବାଇକକୁ ଧକ୍କା ଦେଇଥିଲା ସମ୍ମୁଖରୁ ଆସୁଥିବା ଟ୍ରକ୍ । ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା ।
ହଠାତ୍ ବସ୍ ଇଞ୍ଜିନ୍ରୁ ଧୁଆଁ ବାହାରିଥିଲା । ଧିରେ ଧିରେ ବସ୍ଟି ପୁରା ଜଳି ଯାଇଥିଲା । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।
ତେଲ ଟ୍ୟାଙ୍କରରେ ୫ ଜଣ ଥିଲେ, ଅଗ୍ନିଶମ ବାହିନୀ ଓ ପୋଲିସ ପକ୍ଷରୁ ଉଦ୍ଧାର କାମ ଜାରି
ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ବିରାଶାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାଗ୍ରସ୍ତ ବିମାନଟି ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ।
କେନ୍ଦ୍ରାପଡ଼ା-ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି।
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଗୃହମନ୍ତ୍ରୀ ଅମିତ ଶାହା ।
ଭୁବନେଶ୍ୱର ସ୍ଥିତ ରସୁଲଗଡ଼ ଓଭରବ୍ରିଜରେ ଗତକାଲି ବିଳମ୍ବିତ ରାତିରେ ସିରିଜ ଦୁର୍ଘଟଣା ଘଟିଛି।
ବୋଲେରୋ ଧକ୍କା ଦେବା କାରଣରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି ।
ମେ ୨୫ କଳିଙ୍ଗା ଘାଟି ଦୁର୍ଘଟଣା, ଏପ୍ରିଲ୍ ୧୭-୨୦୧୬ ଗଇଲୋ ଘାଟି ଦୁର୍ଘଟଣା, ରାଜ୍ୟର ଦୁଇ ପ୍ରମୁଖ ଘାଟି ଦୁର୍ଘଟଣା ପରେ ପ୍ରଶ୍ନ ଉଠୁଛି କାହିଁକି ଏ ରାସ୍ତାରେ ବାରମ୍ବାର ଘଟୁଛି ଆକ୍ସିଡେଣ୍ଟ ? ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ନା ଚାଳକଙ୍କ ପାଇଁ ସଚେତନତାର ଅଭାବ ?
ନିକଟରେ କଳିଙ୍ଗା ଘାଟି ମର୍ମନ୍ତୁଦ ଦୁର୍ଘଟଣାରେ ୬ ଜୀବନ ଯିବା ପରେ ପ୍ରଶ୍ନ ରାଜ୍ୟରେ କେତେ ସୁରକ୍ଷିତ ଘାଟି ରାସ୍ତା ? କଳିଙ୍ଗା, ଗଇଲୋ ଅବା କୋରାପୁଟ ସବୁଠି ପ୍ରଶାସନିକ ତ୍ରୁଟିକୁ ଦାୟୀ କରିଛନ୍ତି ସାଧାରଣ ଲୋକେ ଓ ସଡ଼କ ସୁରକ୍ଷା ବିଶେଷଜ୍ଞ ।
ଖୁସିରେ ଘରକୁ ଫେରୁଥିଲେ, ହେଲେ ଜାଣି ନଥିଲେ ଅଧା ବାଟରେ ଚାଲି ଯିବ ଜୀବନ। ବସ୍ ଚକା ତଳେ ଚାପି ହୋଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।
ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଭୂତପଙ୍କାଳ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଓଲଟି ପଡ଼ିବାରୁ ୧୬ ଜଣ ଆହତ ହୋଇଛନ୍ତି।
ଜମି ବିବାଦରୁ ଦୁଇ ପୁଅଙ୍କୁ ସମାନ ଢଙ୍ଗରେ ହତ୍ୟା ଉଦ୍ୟମ ଅଭିଯୋଗ ଆଣିଲେ ବାପା...