• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Acf Death Case

ACF Soumya death case
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ୩ ଜଣଙ୍କ ନାଁରେ NBW ଜାରି

୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କଲେ ପାରଳାଖେମୁଣ୍ଡି SDJM କୋର୍ଟ । ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ ନିର୍ଦ୍ଦେଶ ।

ACF Death Case
ବିଦ୍ୟାଭାରତୀ ହିଁ ଘଟଣାରେ ଦୋଷୀ

ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ । କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ପ୍ରେସମିଟ୍ ଜରିଆରେ ଏପରି ସୂଚନା ଦେଇଛନ୍ତି। ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି

ACF Soumya Ranjan Mohapatra
ମୁହଁ ଖୋଲିଲେନି ବିଦ୍ୟାଭାରତୀ, ହେଲେ ବାପା କହିଲେ- ବିଦ୍ୟା ଓ ପୁରା ପରିବାର ମାନସିକ ଚାପରେ ଅଛୁ

ପରୀକ୍ଷା କେନ୍ଦ୍ର ବାହାରେ ବିଦ୍ୟାଭାରତୀଙ୍କୁ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ ପଚାରିଥିଲେ ମଧ୍ୟ ସେ ମୁହଁ ଖୋଲି ନଥିଲେ। ହେଲେ ଗଣମାଧ୍ୟମ ସାମ୍ନାରେ ବିଦ୍ୟାଭାରତୀଙ୍କ ବାପା ଶ୍ରୀହରି ପଣ୍ଡା ମୁହଁ ଖୋଲି ଥିଲେ।

ACF Death Case
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଆସିଲା ଲାଏ ଡିଟେକ୍ସନ ରିପୋର୍ଟ

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟା ଆଉ ଗୋଟିଏ ପାଦ ଆଗେଇଛି। ପାରଳାଖେମୁଣ୍ଡି DFO, ରୋଷେୟା ଓ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ରିପୋର୍ଟ ଆସିଛି। ୩ ଜଣଙ୍କ ଲାଏ ଡିଟେକ୍ସନ ରିପୋର୍ଟ କ୍ରାଇମବ୍ରାଞ୍ଚ ପାଖକୁ ଆସିଛି।