• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Acf Soumya Ranjan Mohapatra

acf death case
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ସୌମ୍ୟଙ୍କ ପରିବାରକୁ ନ୍ୟାୟ ମିଳୁନି। ଏବେ ଏହି ମାମଲାରେ ତାତିଛନ୍ତି ସାଧାରଣ ଲୋକ। ଘଟଣାକୁ ବିରୋଧ କରି ଆଜି ୬ ଘଣ୍ଟିଆ ଖଇରା ବନ୍ଦ ଡାକରା ଦେଇଛି ଖଇରା ନାଗରିକ ମଞ୍ଚ ।

acf death case
ବିଧାନସଭାରେ ସୌମ୍ୟ ମୃତ୍ୟୁ ମାମଲା

ବିଧାନସଭାରେ ସୌମ୍ୟ ମୃତ୍ୟୁ ମାମଲା। ଧାନସଭାରେ ଉଠିଲା ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ। ପ୍ରଥମେ ପୋଲିସ ଓ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ବି କୌଣସି ନିଷ୍କର୍ସ ନବାହାରିବାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ପାରଳାଖେମୁଣ୍ଡି ବିଧାୟକ ନାରାୟଣ ରାଓ।

Paralakhemundi ACF Death Case | CB To Record Statement Of Victim's Wife
ଆଜି ବିଦ୍ୟାଭାରତୀଙ୍କୁ ଜେରା

ACF ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଆଜି ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ। ବିଭିନ୍ନ ପ୍ରଶ୍ନର ଉତ୍ତର ଖୋଜିବ ତଦନ୍ତକାରୀ ଟିମ୍।

 DFO
ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଲେଖା ବେଳେ DFO ଥିଲେ ନା ନଥିଲେ ?

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଲେଖା ଯାଉଥିବା ସମୟରେ ଡିଏଫଓ ଉପସ୍ଥିତ ଥିଲେ। ଆଜି ଜେରା ବେଳେ ଏକଥା ନିଜେ ଡିଏଫଓ ସଂଗ୍ରାମ ବେହେରା ମାନିଥିବା କ୍ରାଇମବ୍ରାଞ୍ଚ ଡିଏସ୍‌ପି ସୂଚନା ଦେଇଛନ୍ତି।

acf soumyaranjan mohapatra death mystery
ରହସ୍ୟ ଘେରରେ ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ, ପୋଲିସ୍‌ ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ

କେମିତି ହେଲା ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ? ହତ୍ୟା ନା ଆତ୍ମହତ୍ୟା ? ଯଦି ହତ୍ୟା କରାଯାଇଛି ତା’ହେଲେ ଅଭିଯୁକ୍ତ କିଏ ?  ଆଉ ଯଦି ସୌମ୍ୟ ଆତ୍ମହତ୍ୟା କରିଛନ୍ତି ତା’ହେଲେ ଏହା ପଛର କାରଣ କ’ଣ ? 

Soumya Ranjan Mohapatra
ଘରେ ସ୍ୱାମୀ-ସ୍ତ୍ରୀ ଥିଲେ; ସ୍ୱାମୀ ପୋଡ଼ିଗଲା, ହେଲେ ସ୍ତ୍ରୀ କେମିତି ଜାଣିପାରିଲା ନାହିଁ ?: ସୌମ୍ୟଙ୍କ ଭାଇ

ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏବେବି ରହସ୍ୟ ଘେର ଭିତରେ ଥିବାବେଳେ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ଖୁଲାସା ହେଉଛି।