ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ଗଳାରେ ରଶି ଲଗାଇବା କାରଣରୁ ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।