ପତ୍ନୀଙ୍କୁ ସବୁଦିନ ପାଇଁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ରାଜେଶ୍ୱରୀଙ୍କ ସ୍ୱାମୀ। କୋହଭରା କଣ୍ଠରେ ସେ କହିଛନ୍ତି, ‘ମଝିରେ ମଝିରେ ତାଙ୍କ ଦେହ ଖରାପ ହେଉଥିଲା। ତେବେ ଚିକତ୍ସା ପରେ ପୁଣି ସେ ଠିକ୍ ହୋଇଯାଉଥିଲେ।
ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ହୋଇଛି। ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ସେ ପ୍ରଶଂସା ସାଉଁଟିଥିଲେ।