ବିବାହିତ ହୋଇ ମଧ୍ୟ ଅନ୍ୟ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ ଅତିରିକ୍ତ ତହସିଲଦାର। ଏପରିକି ସମ୍ପୃକ୍ତ ଯୁବତୀଙ୍କ ଅନିଚ୍ଛା ସତ୍ତ୍ୱେ ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ, ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ।