• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Agni Five

Sheena Rani
୨୫ ବର୍ଷ ପରେ ପାଇଲେ ସଫଳତା, ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ ପଛରେ ‘ଦିବ୍ୟପୁତ୍ରୀ’

ଗତ ସୋମବାର ଭାରତ ଅନେକ ଯୁଦ୍ଧାସ୍ତ୍ରଯୁକ୍ତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିସାରିଛି । ଏଣୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ 'ମିଶନ ଦିବ୍ୟାସ୍ତ୍ର' ବୋଲି ମଧ୍ୟ ଘୋଷଣା କରି ସାରିଛନ୍ତି । ଅଗ୍ନି କ୍ଷେପଣାସ୍ତ୍ର ଉପରେ କାର୍ଯ୍ୟ କରୁଥିବା ମହିଳା ବୈଜ୍ଞାନିକ ପ୍ରୋଜେକ୍ଟର ନେତୃତ୍ୱ ନେଇଥିଲେ ।

Agni -5
ବାଲେଶ୍ୱର ଅବଦୁଲ କଲାମ ଦ୍ୱୀପରେ ଅଗ୍ନି-୫ର ପରୀକ୍ଷଣ

ପରୀକ୍ଷଣ ନେଇ ଡିଆର୍ ଡିଓ ବୈଜ୍ଞାନିକଙ୍କୁ ସାବାସୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ। DRDO ବୈଜ୍ଞାନିକଙ୍କ ‘ମିଶନ ଦିବ୍ୟାସ୍ତ୍ର’ ପାଇଁ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଅବଦୁଲ କଲାମ ଦ୍ୱୀପରୁ ଅଗ୍ନି-୫ର ପରୀକ୍ଷଣ
ଅବଦୁଲ କଲାମ ଦ୍ୱୀପରୁ ଅଗ୍ନି-୫ର ପରୀକ୍ଷଣ

ଏହା ଓଡ଼ିଶା ଆକାଶରେ ଦେଖାଦେଉଥିବାରୁ ଲୋକେ ଏନେଇ ପ୍ରଥମେ ଭୟଭୀତ ହୋଇପଡ଼ିଥିଲେ।

Agni 5 missile
ଚୀନ ବିରୋଧରେ ଲଢିବା ପାଇଁ ଭାରତକୁ ମିଳିଲା ବଡ଼ ଅସ୍ତ୍ର

ଅଗ୍ନି ସିରିଜ୍ କ୍ଷେପଣାସ୍ତ୍ର ଡିଆରଡିଓ ୨୦୦୮ରୁ ବିକଶିତ କରିବା ଆରମ୍ଭ କରିଥିଲା। ୨୦୧୨ରେ ଅଗ୍ନି-୫ର ପ୍ରଥମ ପରୀକ୍ଷଣ ହୋଇଥିଲା। ମିସାଇଲ୍‌ଟି ସଂପୂର୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଛି।