ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ । ଦିଲ୍ଲୀ ବିମାନ ବନ୍ଦରରେ ବଢ଼ିଲା କଡ଼ା ସୁରକ୍ଷା ବ୍ୟବସ୍ଥା । ଯାତ୍ରୀ ଓ କ୍ରିଉ ମେମ୍ବର ସୁରକ୍ଷିତ ଥିବା ସୂଚନା ।
ରୁଷରେ ଦିଲ୍ଲୀ-ସାନ୍ ଫ୍ରାନସିସ୍କୋ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ । ଯାନ୍ତ୍ରିକ ତ୍ରୁଟି ଯୋଗୁ ରୁଷର କ୍ରାସ୍ନୋୟାର୍ସ୍କ ବିମାନବନ୍ଦରରେ ଅବତରଣ ।
ଫ୍ଲାଇଟ୍ ଟେକ୍ ଅପ୍ ସମୟ ବାରମ୍ବାର ବଦଳାଇଲେ ଏୟାର ଇଣ୍ତିଆ କର୍ତ୍ତୃପକ୍ଷ। ଏନେଇ ବିରକ୍ତ ହେଲେ ଯାତ୍ରୀ। ସୋସିଆଲ ମିଡିଆରେ ଏୟାର ଇଣ୍ତିଆର ବିମାନର ଅବହେଳା ନେଇ ଏକ ପୋଷ୍ଟ ମଧ୍ୟ ସେୟାର କରିଥିଲେ।
ଦିଲ୍ଲୀରୁ ସାନ ଫ୍ରାନ୍ସିସ୍କୋ ଅଭିମୁଖେ ଏକ ଏୟାର ଇଣ୍ଡିଆ ବିମାନ ଯାତ୍ରା କରିବାର ଥିଲା। କୌଣସି କାରଣବଶତଃ ବିମାନଟି ୨୪ଘଣ୍ଟା ବିଳମ୍ୱ ହୋଇଥିଲା। ମାତ୍ର ବିମାନରେ ଏୟାର କଣ୍ଡିସନର କାମ କରୁନଥିଲା। ଲୋକେ ଏତେ ଗରମରେ କିପରି ରହିବେ ସେନେଇ ଚିନ୍ତାରେ ପଡିଯାଇଥିଲେ।
ମଝି ଆକାଶରେ ଉଡ଼ୁଥିଲା ଏୟାର ଇଣ୍ଡିଆର ବିମାନ। ଯାତ୍ରୀମାନଙ୍କୁ ନେଇ ବିମାନଟି ଲଣ୍ଡନ ଯାଉଥିଲା। ହେଲେ ଜଣେ ଯାତ୍ରୀ ବିମାନ ଭିତରେ ଦୁଇ ଜଣ କ୍ରୁ ସଦସ୍ୟଙ୍କ ସହ ଝଗଡ଼ା କରିବାରୁ ସ୍ଥିତି ଭୟଙ୍କର ରୂପ ନେଇଥିଲା। ଏହି କାରଣରୁ ଲଣ୍ଡନ ଯିବା ବଦଳରେ ବିମାନଟି ପୁଣି ଦିଲ୍ଲୀ ଫେରି ଆସିଥିଲା।