ଆସନ୍ତା ଦୁଇ ବର୍ଷ ମଧ୍ୟରେ ରାଜଧାନୀ ଦିଲ୍ଲୀର ଆକାଶରେ ଉଡିବ ଏୟାର ଟ୍ୟାକ୍ସି । ଏୟାର ଇଣ୍ଡିଆର ପ୍ୟାରେଣ୍ଟ୍ କମ୍ପାନୀ ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜେସ୍ ଏବଂ ଆମେରିକାର ଆର୍ଚର ଆଭିଏସନର ମିଳିତ ସହଯୋଗରେ ଖୁବ ଶୀଘ୍ର ଏହି ସେବା ଆରମ୍ଭ ହେବାକୁ ଯାଉଛି।
ଯାତାୟାତ ପାଇଁ ଦେବାକୁ ପଡେ ସ୍ୱଳ୍ପ ଟଙ୍କା