ଗୁଜରାଟ ଭଦୋଦରାରେ C-295 ଯୁଦ୍ଧ ବିମାନ ନିର୍ମାଣ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ସବୁ ଉପକରଣ ଭାରତୀୟ ନିର୍ମାତାଙ୍କ ଠାରୁ କ୍ରୟ କରିବାକୁ ଗୁରୁତ୍ବ ଦିଆଯାଇଛି। ଖୁବଶୀଘ୍ର ଏହାକୁ କେନ୍ଦ୍ର କ୍ୟାବିନେଟର ମଧ୍ୟ ମଞ୍ଜୁରୀ ମିଳିପାରେ ବୋଲି କୁହାଯାଉଛି ।
ସମସ୍ତ ୩୦୩ ଭାରତୀୟଙ୍କ ମଧ୍ୟରୁ ପ୍ରାୟ ୨୫ ଜଣ ଫ୍ରାନ୍ସର ଶରଣ ନେଇଥିବାବେଳେ, ୨୭୬ ଜଣଙ୍କୁ ଧରି ବିମାନଟି ଭାରତ ଅଭିମୁଖେ ଆସିଛି । ସେଥିରେ ଅଭିଭାବକ ବିହୀନ ୧୧ ନାବାଳକ ଥିବା ମଧ୍ୟ ସୂଚନା ମିଳିଛି ।
ଦିଲ୍ଲୀରୁ ଭର୍ଚୁଆଲ୍ରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ବିମାନ ସେବାର ଉଦ୍ଘାଟନ କରିଛନ୍ତି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ରାଉରକେଲା ରୁଟିନ୍ ଉଡ଼ାଣ ଆରମ୍ଭ ହେବ।
ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ବିରାଶାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାଗ୍ରସ୍ତ ବିମାନଟି ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ।
ଏଣିକି ଆକାଶରେ ଉଡ଼ିବା ସାଧାରଣ ଲୋକଙ୍କ ପାଇଁ ସହଜ ହେବ। କାରଣ ଏଣିକି ଲୋନ୍ରେ ମିଳିବ ଉଡ଼ାଜାହାଜ। ଆଉ ବ୍ୟାଙ୍କ୍ ଦେବ ଲୋନ୍। ହୁଏତ ଏହି ଖବର ଶୁଣିବା ପରେ ଆପଣ ଆଶ୍ଚର୍ଯ୍ୟ ହେବେ ଏବଂ କହିବେ ଆଜିକା ଦିନରେ ବାଇକ୍ କିଣିବା କଷ୍ଟ ହେଉଛି ଆଉ ସେହି ସମୟରେ ଉଡ଼ାଜାହାଜ କିଣିବା କଥା ଭାବୁଛି କିଏ?