• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ajinkya Rahane

rcb
RCB Won: ବିଜୟରୁ ଅଭିଯାନ ଆରମ୍ଭ କଲା କୋହଲିଙ୍କ ଆରସିବି

ଡିଫେଣ୍ଡିଂ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସକୁ ୭ ୱିକେଟରେ ପରାସ୍ତ କରି ବିଜୟୀ ହୋଇଛି ଆରସିବି। ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ୨୦ ଓଭରରେ ୮ ୱିକେଟ ବିନିମୟରେ ୧୭୪ ରନ କରିଥିଲା। ଜବାବରେ ବିରାଟ କୋହଲି ଓ ଫିଲ ସଲ୍ଟଙ୍କ ଅର୍ଦ୍ଧଶତକ ବଳରେ ଆରସିବି ୧୬.୨ ଓଭରେ ୩ ୱିକେଟ ହରାଇ ୧୭୭ ରନ କରି ମ୍ୟାଚକୁ ଜିତି ନେଇଥିଲା।

Can Rahane secure a place in the Test team
ଟେଷ୍ଟ୍‌ ଟିମ୍‌ରେ ସ୍ଥାନ ସୁରକ୍ଷିତ ରଖିପାରିବେ କି ରାହାଣେ...

ଦୀର୍ଘ ଦିନ ପରେ ଭାରତୀୟ ଟେଷ୍ଟ ଟିମ୍‌କୁ ଫେରିଥିବା ବ୍ୟାଟର୍ ଅଜିଙ୍କ୍ୟ ରାହାଣେଙ୍କୁ ଏବେ ଖୁବ୍ ଚର୍ଚ୍ଚା । ସେ ଡବ୍ଲ୍ୟୁଟିସି ଫାଇନାଲ୍ ଭଳି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଉଲ୍ଲେଖନୀୟ ଇନିଂସ୍ ଖେଳି ଟିମ୍‌କୁ ଫଲୋଅନ୍ ସଙ୍କଟରୁ ବଞ୍ଚାଇଥିଲେ । ଏବେ ପ୍ରଶ୍ନ ଉଠିଛି, ଟେଷ୍ଟ ଟିମ୍‌ରେ ନିଜ ସ୍ଥାନ ସୁରକ୍ଷିତ ରଖିପାରିବେ କି ରାହାଣେ?

Ajinkya Rahane's career is back on track
ଟ୍ରାକ୍‌କୁ ଫେରୁଛି ଅଜିଙ୍କ୍ୟ ରାହାଣେଙ୍କ କ୍ୟାରିଅର୍‌

ଅଜିଙ୍କ୍ୟ ରାହାଣେଙ୍କ ୨.୦ ଅବତାରକୁ ନେଇ ଏବେ ବେଶ୍ ଚର୍ଚ୍ଚା। ସେ ଆଇପିଏଲ୍ ୨୦୨୩ରେ ଦମଦାର ବ୍ୟାଟିଂ ପ୍ରଦର୍ଶନ କରୁଥିବା ବେଳେ ନିକଟରେ ଡବ୍ଲ୍ୟୁଟିସିର ଫାଇନାଲ୍ ମ୍ୟାଚ୍ ପାଇଁ ୧୫ ମାସର ବ୍ୟବଧାନ ପରେ ଭାରତୀୟ ଟେଷ୍ଟ୍‌ ଟିମ୍‌ରେ ସ୍ଥାନ ପାଇଛନ୍ତି। ଏବେ ଟ୍ରାକ୍‌କୁ ଫେରୁଛି ରାହାଣେଙ୍କ କ୍ୟାରିଅର।