ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଚୟନ କମିଟି ଏବଂ ଅଧିନାୟକ ରୋହିତ ଶର୍ମା ହାର୍ଦ୍ଦିକ ପାଣ୍ତ୍ୟାଙ୍କ ଚୟନକୁ ବିରୋଧ କରିଥିଲେ।
ରୋହିତ ଶର୍ମାଙ୍କ ନେତୃତ୍ୱରେ ଟି-୨୦ ବିଶ୍ୱକପ୍ ଖେଳିବ ଟିମ୍ ଇଣ୍ଡିଆ। ଦଳ ଘୋଷଣା ହେବା ପରେ ଏବେ ଫ୍ୟାନ୍ସଙ୍କ ମନରେ ଅସନ୍ତୋଷ ତେଜିବାରେ ଲାଗିଛି। ଦଳରେ ରିଙ୍କୁ ସିଂ ଓ କେ ଏଲ୍ ରାହୁଲଙ୍କ ଅନୁପସ୍ଥିତିକୁ ନେଇ ଅନେକ ପ୍ରଶ୍ନ ଉଠିଛି।
ଚେତନ ଶର୍ମାଙ୍କ ଇସ୍ତଫା ପରେ ଦୀର୍ଘଦିନ ପରେ ମୁଖ୍ୟ ଚୟନକର୍ତ୍ତା ପଦବୀ ଖାଲି ପଡ଼ିଥିଲା। ଶେଷରେ ଅଜିତ ଅଗରକରଙ୍କ ନାଁ ଉପରେ ଆଜି ମୋହର ମାରିଛି ବିସିସିଆଇ।