୧୯୬୮ ବ୍ୟାଚର ଭାରତୀୟ ପୁଲିସ ସେବାର ଅଧିକାରୀ ହେଉଛନ୍ତି ଅଜିତ ଡୋଭାଲ୍ । କେରଳ କ୍ୟାଡରର ଏହି ଅଧିକାରୀ କୋଟ୍ଟାୟାମ ଜିଲ୍ଲାର ଏଏସପି ଭାବେ କାମ ଆରମ୍ଭ କରିଥିଲେ ।
ସେଣ୍ଟ ପିଟର୍ସବର୍ଗରେ ଭ୍ଲାଦିମିର ପୁଟିନ୍ ଓ ଅଜିତ ଡୋଭାଲ ୱାନ୍ ଟୁ ୱାନ୍ ବୈଠକରେ ଆଲୋଚନା କରିଛନ୍ତି ।
ଏହି ଦୁଇ ଦେଶରେ ଯୁଦ୍ଧରେ ବିରାମ ଓ ଶାନ୍ତି ଫେରାଇ ଆଣିବାକୁ ଭାରତ ମଧ୍ୟସ୍ତି କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ସପ୍ତାହ ତଳେ ଋଷ ଓ ୟୁକ୍ରେନ୍ ଗସ୍ତରେ ଯାଇଥିଲେ ।
ବୈଠକରେ ଏନଏସଏ ଅଜିତ ଡୋଭାଲ, ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବଙ୍କ ସମେତ ସେନା ମୁଖ୍ୟ ମନୋଜ ପାଣ୍ଡେ, ଗୁଇନ୍ଦା ନିର୍ଦ୍ଦେଶକ ତପନ ଡେକା, ସିଆରପିଏଫ୍ ଡିଜି ଅନିଶ ଦୟାଲ, ବିଏସଏଫ୍ ଡିଜି ନୀତିନ ଅଗ୍ରୱାଲଙ୍କ ସମେତ ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ଧିରେ ଧିରେ ଆମେ ସିଧାସଳଖ ଯୋଗାଯୋଗ ବିହୀନ ଯୁଦ୍ଧ ଆଡ଼କୁ ଯାଉଛୁ । ଯୁଦ୍ଧ, ପ୍ରତିରକ୍ଷାରେ ବୈଷୟିକ ଜ୍ଞାନକୌଶଳ ନିର୍ଣ୍ଣାୟକ ହେବାକୁ ଯାଉଛି ।
ଶାହଙ୍କ ପରେ ଅଜିତ ଡୋଭାଲଙ୍କୁ ଭେଟି, ପଞ୍ଜାବ ଅଭିମୁଖେ ଅମରିନ୍ଦର । ନୂଆଦିଲ୍ଲୀରେ NSA ଅଜିତ୍ ଡୋଭାଲ୍ଙ୍କୁ ସାକ୍ଷାତ କରିଛନ୍ତି ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ।
ରୋଚକ ହେବାରେ ଲାଗିଛି ପଞ୍ଜାବ ରାଜନୀତି। ଗୋଟିଏ ପଟେ ସିଦ୍ଧୁ ପିସିସି ଚୌକି ଛାଡ଼ିଥିବା ବେଳେ ଏପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ବିଜେପି ନେତା ତଥା ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ତେବେ ଗତକାଲି ଅମରିନ୍ଦର ସିଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ମଧ୍ୟ ସାକ୍ଷାତ୍ କରିଛନ୍ତି