• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Akshay Tritiya

Akshaya Tritiya
ଅକ୍ଷୟ ତୃତୀୟା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର; ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟ ପର୍ବ

ଆଜିଠୁ ୨୧ ଦିନ ଧରି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ହେବ। ସେହିପରି ଉତ୍କଳୀୟ ପରମ୍ପରା ଅନୁଯାୟୀ ଗାଁ ଗହଳିରେ ଆଜି ଅକ୍ଷିମୁଠି ଅନୁକୁଳ କରାଯିବାର ବିଧି ରହିଛି।

News Fuse | Special story on political leaders\' spree of enacting as farmers On Akshay Tritiya
ଯେତେବେଳେ ରାଜନୀତି ଛାଡି ନେତା ହଳ କରନ୍ତି, ସେତେବେଳେ...

ସବୁ ଦିନେ ଧଳା କୁର୍ତ୍ତା ପିନ୍ଧି ରାଜନୀତି ଚାଷ କରୁଥିବା ନେତା-ମନ୍ତ୍ରୀମାନେ ଅକ୍ଷୟ ତୃତୀୟା ଆସିଲେ ଧୋତି ପିନ୍ଧି ଚାଷ କରିବାକୁ ବାହାରି ପଡନ୍ତି। କିଏ ଚପଲ ପିନ୍ଧି ଜମି ହଳ କରେ ତ ଆଉ କିଏ ଧାନ ବୁଣିବା କୌଶଳ ନ ଜାଣି କ୍ୟାମେରା ଆଗରେ ଏଣେତେଣେ ଧାନ ବୁଣି ପକାନ୍ତି। ଯେମିତି ଅକ୍ଷୟ ତୃତୀୟାରେ ଦିନିକିଆ ଚାଷୀ ହୋଇ ଅଭିନୟ କରୁଥିବା ନେତା କେମିତି କଲବଲ ହେଲେ ଦେଖନ୍ତୁ...

News Fuse | BJD’s Ranendra Pratap Swain performs ‘Akhi Muthi Anukula’ rituals on Akshay Tritiya
ଶେଷରେ ଚାଷ ଜମିରେ ବି ବିଜେଡି ବାନା... କଣ କଲୁରେ ନାରଣ ?

ହଇରେ ନାରଣ ଶେଷରେ ଟ୍ରାକ୍ଟର ଦେହରେ ବି ଶଙ୍ଖ ବାନା... ରାଇଜ ସାରା ତ ଏଇନୁ ଶଙ୍ଖ ନାଦ ହେଉଛି... ଚାଷ ଯିଏ କରୁ, ଅମଳ କରୁଛି ବିଜେଡି... ଆଉ ଆମ ରାଜ ଭାଇ ତ ଯୋଗାଣ ମନ୍ତ୍ରୀ... ସିଏ କାଇଁ ଛାଡ଼ିବେ...

Akshaya Tritiya
ଅକ୍ଷୟ ତୃତୀୟା ଉପଲକ୍ଷେ ଚାଲିଛି ଅଖିମୁଠି ଅନୁକୁଳ

ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିର ଦିବ୍ୟ ମୁହୁର୍ତ୍ତରେ ଯେକୌଣସି କାମ କଲେ ତାହା ନିଶ୍ଚିତ ଶୁଭଫଳ ଦେଇଥାଏ ବୋଲି ବିଶ୍ୱାସ ରହିଛି। ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ। ଆଜିର ଦିନରେ ଚାଷୀ ଭାଇ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ। କୃଷକମାନେ ବଡ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାକୁ ପାଳନ କରିଥାନ୍ତି।